• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରକାଶ ପାଇଲା ଚଳିତ ବର୍ଷ +୨ ଉପଶାସ୍ତ୍ରୀ ପରୀକ୍ଷା ଫଳ.,ଭାରତୀ ଜାନୀ କଲେଜ ଟପ୍ପର

Proprietor Abhimanyu Maharana by Proprietor Abhimanyu Maharana
May 20, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରକାଶ ପାଇଲା ଚଳିତ ବର୍ଷ +୨ ଉପଶାସ୍ତ୍ରୀ ପରୀକ୍ଷା ଫଳ.,ଭାରତୀ ଜାନୀ କଲେଜ ଟପ୍ପର
Share on FacebookShare on TwitterWhatsapp

୨୦ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ରେ ଥିବା ଏକମାତ୍ର ସଂସ୍କୃତ ମହାବିଦ୍ୟାଳୟ ମୀନକେତନ ମେମୋରିଆଲ ସଂସ୍କୃତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ । ଆଜି ପ୍ରକାଶ ପାଇଲା ଉପଶାସ୍ତ୍ରୀ ପରୀକ୍ଷା ଫଳ । ଯେଉଁ ଥିରେ ମୀନକେତନ ମେମୋରିଆଲ ସଂସ୍କୃତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ୯୯.୯୯% ଉତୀର୍ଣ୍ଣ ହୋଇଛନ୍ତି ।

ଚଳିତ ବର୍ଷ ସମୁଦାୟ ୪୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୫ଜଣ, ଦ୍ୱିତୀୟ ଶ୍ରେଣୀରେ ୨୧ଏବଂ ତୃତୀୟ ଶ୍ରେଣୀରେ ଜଣେ କୃତକାର୍ଯ୍ୟ ହୋଇଥିବା ବେଳେ ଜଣେ ଫେଲ ହୋଇଥିବା ଅଧ୍ୟାପକ ଚିନ୍ମୟ କୁମାର ପ୍ରଧାନ ସୂଚନା ଦେଇଛନ୍ତି । ଭାରତୀ ଯାନୀ ୪୬୦ ନମ୍ବର ରଖି ପ୍ରଥମ ରଶ୍ମିତା ପ୍ରଧାନ ୪୫୬ ନମ୍ବର ରଖି ଦ୍ଵିତୀୟ ଏବଂ ତୁଳସି ନାୟକ ୪୫୧ ନମ୍ବର ରଖି କଲେଜ ରେ ତୃତୀୟ ସ୍ଥାନ ହାସଲ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version