• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ରେଟିନୋବ୍ଲାଷ୍ଟୋମା ସଚେତନତା ପଦଯାତ୍ରାର ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
May 21, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ରେଟିନୋବ୍ଲାଷ୍ଟୋମା ସଚେତନତା ପଦଯାତ୍ରାର ଆୟୋଜନ
Share on FacebookShare on TwitterWhatsapp

ରେଟିନୋବ୍ଲାଷ୍ଟୋମା (ଶିଶୁଙ୍କ ଚକ୍ଷୁ କର୍କଟ ରୋଗ) ବିଷୟରେ ସଚେତନତା ସୃଷ୍ଟି କରିବା

୨୧ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :- ଭୁବନେଶ୍ୱରସ୍ଥିତ ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟର ମିଥୁ ତୁଳସୀ ଚନରାଇ କ୍ୟାମ୍ପସ୍ ପକ୍ଷରୁ ୨୧ ମେ, ୨୦୨୩ ତାରିଖରେ ରେଟିନୋବ୍ଲାଷ୍ଟୋମା (ଚକ୍ଷୁ କର୍କଟ ରୋଗ) ସଚେତନତା ପଦଯାତ୍ରା ଆୟୋଜନ କରାଯାଇଛି । ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଏହାର ଭୁବନେଶ୍ୱର, ହାଇଦ୍ରାବାଦ, ବିଶାଖାପାଟଣା ଓ ବିଜୟୱାଡ଼ାସ୍ଥିତ କ୍ୟାମ୍ପସରେ ଆୟୋଜିତ ‘ହ୍ୱିଟାଥନ୍‌’ କାର୍ଯ୍ୟକ୍ରମର ଏକ ଅଂଶ ଭାବରେ ଏହି ପଦଯାତ୍ରା କରାଯାଉଛି । ସେଲିବ୍ରିଟି ଅଭିନେତା ଶ୍ରୀ ସବ୍ୟସାଚୀ ମିଶ୍ର ରେଟିନୋବ୍ଲାଷ୍ଟୋମାରୁ ମୁକ୍ତିପାଇଥିବା ବ୍ୟକ୍ତିଙ୍କସହ କ୍ୟାମ୍ପସରେ କଥାବାର୍ତା କରିଛନ୍ତି ।

ହ୍ୱିଟାଥନ୍ ହେଉଛି ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟର ବାର୍ଷିକ ସମାଜସେବାମୂଳକ କାର୍ଯ୍ୟକ୍ରମ ଯାହା ଶିଶୁଙ୍କଠାରେ ପରିଲକ୍ଷିତ ହେଉଥିବା ଜୀବନ ଏବଂ ଦୃଷ୍ଟିଶକ୍ତି-ପ୍ରତି ବିପଦ ସୃଷ୍ଟିକାରୀ ଚକ୍ଷୁ କର୍କଟ ରୋଗ – ରେଟିନୋବ୍ଲାଷ୍ଟୋମାର ପ୍ରାରମ୍ଭିକ ନିର୍ଣ୍ଣୟ ଏବଂ ଚିକିତ୍ସା ପାଇଁ ସଚେତନତା ସୃଷ୍ଟି କରିବା ଉପରେ ଧ୍ୟାନ ଦେଇଥାଏ । ରେଟିନୋବ୍ଲାଷ୍ଟୋମାର ଅତି ସାଧାରଣ ଲକ୍ଷଣ ହେଉଛି ଶିଶୁଙ୍କ ଆଖିରେ ଥିବା ହ୍ୱାଇଟ୍ ରିଫ୍ଲେକ୍ସ (ବା ଧଳା ଚମକ) । ଏହି ପଦଯାତ୍ରା ମାଧ୍ୟମରେ, ଏଲଭିପିଇଆଇ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ଯେ ଯଦି ସେମାନେ ଶିଶୁଙ୍କ ଆଖିରେ ‘ହ୍ୱାଇଟ୍ ରିଫ୍ଲେକ୍ସ’ ଦେଖନ୍ତି, ତେବେ ଏହା ଚକ୍ଷୁ କର୍କଟର ପ୍ରାରମ୍ଭିକ ଲକ୍ଷଣ ହୋଇପାରେ ଯାହାତୁରନ୍ତ ଚକ୍ଷୁ ପରୀକ୍ଷା ଏବଂ ଅନୁସନ୍ଧାନ କରାଯିବା ଆବଶ୍ୟକକରେ । ତେଣୁ ଏହି କାର୍ଯ୍ୟକ୍ରମର ନାମ ‘ହ୍ୱିଟାଥନ୍‌’ ରଖାଯାଇଛି ।

ଏଲ୍ ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌, ମିଥୁ ତୁଳସୀ ଚନରାଇ କ୍ୟାମ୍ପସ, ଭୁବନେଶ୍ୱରର ଚକ୍ଷୁ କର୍କଟରୋଗ ବିଶେଷଜ୍ଞ ଡାକ୍ତର ଦେବଜ୍ୟୋତି ତ୍ରିପାଠୀ କହନ୍ତି, “ଶିଶୁମାନଙ୍କଠାରେ ରେଟିନୋବ୍ଲାଷ୍ଟୋମା ଚକ୍ଷୁ କର୍କଟ ରୋଗର ପ୍ରାରମ୍ଭିକ ଚିହ୍ନଟ ଓ ଚିକିତ୍ସା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଆମର ଲକ୍ଷ୍ୟ । ସଚେତନତାର ଅଭାବ ଏବଂ ବିଳମ୍ବରେ ରୋଗ ନିର୍ଣ୍ଣୟ ଓ ଚିକିତ୍ସା କାରଣରୁ କୌଣସି ଶିଶୁ ଚକ୍ଷୁ କର୍କଟ ରୋଗରେ ମୃତ୍ୟୁବରଣ କରିବା ଉଚିତ୍ ନୁହେଁ । ରେଟିନୋବ୍ଲାଷ୍ଟୋମା ସଚେତନତା ପଦଯାତ୍ରାରେ ଯୋଗଦେଇ ଏହି ସଚେତନତାର ପ୍ରସାରରେ ସହଯୋଗ କରିଥିବାରୁ ସବ୍ୟସାଚୀ ମିଶ୍ରଙ୍କୁ ଆମେ ଧନ୍ୟବାଦ ଜଣାଉଛୁ ।

ଆମର ରେଟିନୋବ୍ଲାଷ୍ଟୋମା ରୋଗୀଙ୍କ ପାଇଁ ଅନ୍ୟାନ୍ୟ ସାମାଜିକ ସେବା ଅନୁଷ୍ଠାନ ଏବଂ ବଦାନ୍ୟ ବ୍ୟକ୍ତିବିଶେଷ ତଥା ସରକାରୀ ସଂସ୍ଥାମାନଙ୍କରୁ ମିଳିଥିବା ସହଯୋଗକୁ ମଧ୍ୟ ଆମେ ସ୍ୱୀକାର କରୁଛୁ ।” ଡାକ୍ତର ତ୍ରିପାଠୀ ଆହୁରି ମଧ୍ୟ କହିଛନ୍ତି ଯେ ଶିଶୁମାନଙ୍କ ବାଧ୍ୟତାମୂଳକ ସ୍ୱାସ୍ଥ୍ୟ ପରୀକ୍ଷାରଏକ ଅଂଶ ଭାବେବିସ୍ତୃତଚକ୍ଷୁ ପରୀକ୍ଷା କରିବାର ସମୟ ଆସିଛି । ପିତାମାତା ଏବଂ ଡାକ୍ତରଙ୍କୁ ସମ୍ଭାବ୍ୟ ଚକ୍ଷୁ କର୍କଟ ରୋଗର ଲକ୍ଷଣ ବିଷୟରେ ବୁଝାଇ ଦିଆଯିବା ଉଚିତ ନଚେତ୍ ତାହାକୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଭାବି ସହଜରେ ଏଡ଼ାଇ ଦିଆଯାଇପାରେ । ଏହି ଘାତକ ରୋଗ ବିଷୟରେ ଅଭିଭାବକ ଓ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାର ଆବଶ୍ୟକତା ରହିଛି ।

ରେଟିନୋବ୍ଲାଷ୍ଟୋମା ବିଷୟରେ ସଚେତନତା ସୃଷ୍ଟିର ଆବଶ୍ୟକତା : ଚା ରେଟିନୋବ୍ଲାଷ୍ଟୋମା (ଚକ୍ଷୁ କର୍କଟ ରୋଗ) ସାଧାରଣତଃ ୩ ବର୍ଷରୁ କମ୍ ବୟସର ଶିଶୁଙ୍କୁ (୯୦%) ପ୍ରଭାବିତ କରିଥାଏ । ଚା ବିଶ୍ୱର ୨୦ରୁ ୨୫% ଶିଶୁ ଚକ୍ଷୁ କର୍କଟ ରୋଗୀ ଭାରତରୁ ଆସିଥାନ୍ତି ଏବଂ ବିଶ୍ୱର ପ୍ରାୟ ଅର୍ଦ୍ଧେକ ରୋଗୀ ବିଳମ୍ବରେ ରୋଗ ଚିହ୍ନଟ ଏବଂ ଉପଯୁକ୍ତ ଚିକିତ୍ସା ଅଭାବରୁ ପ୍ରାଣ ହରାଉଛନ୍ତି, ଏହା ମୁଖ୍ୟତଃ ବିଶ୍ୱର ନିମ୍ନ ମଧ୍ୟମ ଆୟ ଏବଂ ନିମ୍ନ ଆୟକାରୀ ଦେଶମାନଙ୍କରେ ହେଉଛି ।
ଚା ରେଟିନୋବ୍ଲାଷ୍ଟୋମା ଯଦି ଶୀଘ୍ର ଚିହ୍ନଟ ହୋଇ ଚିକିତ୍ସା କରାଯାଏ ତେବେ ରୋଗୀ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥାନ୍ତି, ଯାହା ଦ୍ୱାରା ଶିଶୁର ଜୀବନ, ଚକ୍ଷୁ ଏବଂ ଦୃଷ୍ଟିଶକ୍ତି ରକ୍ଷା ପାଇଥାଏ ।

ଚା ଗତ ଏକ ଦଶନ୍ଧି ମଧ୍ୟରେ ଭୁବନେଶ୍ୱରସ୍ଥିତ ଏଲଭିପିଇଆଇ ରେଟିନୋବ୍ଲାଷ୍ଟୋମା ଚକ୍ଷୁ କର୍କଟ ରୋଗରେ ଆକ୍ରାନ୍ତ ୪୦୦ ରୁ ଅଧିକ ନୂଆ ରୋଗୀଙ୍କ ଚିକିତ୍ସା କରିଛି । ଚା ଯଦିଓ ୮୦% ମାମଲାରେ ଶିଶୁଙ୍କ ଜୀବନ ବଂଚାଇବା ସମ୍ଭବ ଥିଲା, ମାତ୍ର ୪୫% ମାମଲାରେ ଶିଶୁଙ୍କ ଦୃଷ୍ଟିଶକ୍ତି ରକ୍ଷା କରାଯାଇପାରିଥିଲା, ଏହାର ମୁଖ୍ୟ କାରଣ ହେଉଛି ଚିକିତ୍ସାରେ ବିଳମ୍ବ । ଚା ତେଣୁ ଶିଶୁମାନଙ୍କଠାରେ ରେଟିନୋବ୍ଲାଷ୍ଟୋମାର ସାଧାରଣ ଲକ୍ଷଣ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଛୋଟ ପିଲାଙ୍କ ଠାରେ ଚକ୍ଷୁ କର୍କଟ ରୋଗ ସନ୍ଦେହ ହେଲେ ଠିକ୍ ସମୟରେ ଡାକ୍ତରୀ ପରାମର୍ଶ ନେବାର ଗୁରୁତ୍ୱ ବିଷୟରେ ଜନସାଧାରଣଙ୍କୁ (ବିଶେଷକରି ଯୁବ ପିତାମାତାଙ୍କୁ) ଶିକ୍ଷିତ କରିବା ଜରୁରୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version