• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାବା ଆଖଣ୍ଡଳମଣିଙ୍କ ଶିବ ବିବାହ ପାଇଁ ସରିଲା ଦେବ ନିମନ୍ତ୍ରଣ : ବାହାଘର

Proprietor Abhimanyu Maharana by Proprietor Abhimanyu Maharana
May 23, 2023
in ଓଡ଼ିଶା, ଭଦ୍ରକ, ମନୋରଞ୍ଜନ, ହୋମ୍
0
ବାବା ଆଖଣ୍ଡଳମଣିଙ୍କ ଶିବ ବିବାହ ପାଇଁ ସରିଲା ଦେବ ନିମନ୍ତ୍ରଣ : ବାହାଘର
Share on FacebookShare on TwitterWhatsapp

ଆସନ୍ତା ବୁଧବାର ବିବାହ ମଣ୍ଡପରେ ଅନୁଷ୍ଠିତ ହେବ ଦେବଦମ୍ପତ୍ତିଙ୍କ ଶୁଭ ପରିଣୟ ।

୨୩ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଆରଡି :- ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶିବ ବିବାହ ଉତ୍ସବ ପାଇଁ ପୀଠରେ ପ୍ରସ୍ତୁତି ଶେଷ ପର‌୍ୟ୍ୟାୟରେ ପହଞ୍ଚିଛି । ଅନ୍ୟପଟେ ଗତ ଗୁରୁବାର ଠାରୁ ଦେବ ନିମନ୍ତ୍ରଣ ନିମନ୍ତେ ବାହାରିଥିବା ରଥ ସୋମବାର ପୀଠରେ ପହଞ୍ଚିଛି । ଏହାସହ ପୀଠ ସମେତ ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଦେବାଦେବୀଙ୍କୁ ମଧ୍ୟ ନିମନ୍ତ୍ରଣ ପତ୍ର ଓ ମଙ୍ଗୁଳା ଗୁଆ ବଣ୍ଟନ କରାଯାଇଛି । ମଙ୍ଗଳବାର ଦେବଦମ୍ପତ୍ତିଙ୍କର ମଙ୍ଗଳକୃତ୍ୟ ଅନୁଷ୍ଠିତ ହେବା ସହ ଆସନ୍ତା ବୁଧବାର ବିବାହ ମଣ୍ଡପରେ ଅନୁଷ୍ଠିତ ହେବ ଦେବଦମ୍ପତ୍ତିଙ୍କ ଶୁଭ ପରିଣୟ ।ଏହି ବିବାହ ଉତ୍ସବରେ ରାଜ୍ୟ ଓ ପଡୋଶୀ ରାଜ୍ୟରୁ ବିଭିନ୍ନ ସାଂସ୍କୃତିକ ବାଦ୍ୟକାରଙ୍କ ସହ ନୃତ୍ୟଶିଳ୍ପୀ ଯୋଗ ଦେବେ । ଏଥିପାଇଁ ପୀଠରେ ସରିଛି ସମସ୍ତ ପ୍ରସ୍ତୁତି । ବିଶେଷକରି ଭଦ୍ରକ ପୀରାହାଟର ପ୍ରଦେଶ ସେବା ସଂଘଠନ ସହେଯାଗରେ ଚିତ୍ରକାର ସେବାକାରୀଙ୍କ ପକ୍ଷରୁ ରଙ୍ଗକାର‌୍ୟ୍ୟ ଓ ମାଙ୍ଗଳିକ ଲିଖନୀ ସରିଥିବା ବେଳେ ତୋରଣ ନିର୍ମାଣ, ଆଲୋକ ସଜ୍ଜା ଆଦି ଚୂଡାନ୍ତ ପର‌୍ୟ୍ୟାୟରେ ପହଞ୍ଚିଛି । ପୀଠ ରଙ୍ଗିନ ଆଲୋକମାଳାରେ ଝଲସି ଉଠିବା ସହ ବାଜାବାଣ ରୋଷଣୀରେ ପ୍ରକମ୍ପିତ ହେବ । ଏହି ବିବାହ ଉତ୍ସବ ଦେଖିବା ପାଇଁ ପୀଠକୁ ଏବେଠାରୁ ଭକ୍ତମାନଙ୍କର ଆଗମନ ହେବାରେ ଲାଗିଛି । ଅନ୍ୟପଟେ ମଙ୍ଗଳକୃତ୍ୟ ନୀତି ନିମନ୍ତେ ମଙ୍ଗଳବାର ଭୋର ମନ୍ଦିର ଦ୍ୱାର ଫିଟା ଯିବା ପରେ ମଙ୍ଗଳ ଆଳତୀ, ମହାସ୍ନାନ, ଘର୍ଷଣଲାଗି ଆଦି ସମସ୍ତ ସକାଳ ନୀତିକାନ୍ତି ୧୦ଟା ସୁଧା ସରିବା ପରେ ବରପିତା ପ୍ରମୋଦ ପାଢୀ ଓ କନ୍ୟାପିତା ଗଦା ପାଢୀ ମଣିବାବାଙ୍କ ଚଳନ୍ତି ପ୍ରତିମା ହର ଓ ପାର୍ବତୀଙ୍କ ଚଳନ୍ତି ପ୍ରତିମା ଗୈାରିଙ୍କୁ ନିଜ ନିଜର ବାସଭବନକୁ ବିଜେ କରାଇବେ । ସେଠାରେ ବୈଦିକ ରୀତିନିତି ଓ ଲୋକା ଚାରରେ ମହିଳା ସେବାକାରିଙ୍କ ଦ୍ୱାରା ମଙ୍ଗଳକୃତ୍ୟ ନୀତିକାନ୍ତି ସମାପନ କରାଯିବ ବୋଲି ଉଭୟ ,ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

ଚୋରାଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିବା କିଲୋଗ୍ରାମ ଗଞ୍ଜେଇ ଜବତ

September 11, 2026
୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

୧୬ ଲକ୍ଷ ଟଙ୍କା ଠକେଇ ମାମଲାରେ ପାରଳା ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ  ଚିଲିକା ବ୍ଲକ

ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା, ସାଗର ର ଆହ୍ଵାନ ପ୍ରଥମ ଚିଲିକା ବ୍ଲକ

September 11, 2026
ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ଗଜପତି ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକ।ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version