ମହିଳା ଏହି କାଫେ ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଲାଭାନ୍ୱିତ ହେବା ସଙ୍ଗେ ସଙ୍ଗେ ଲୋକଙ୍କୁ ସୁଲଭ ଦରରେ ଜଳଖିଆ ଆଦି ଉପଲବ୍ଧ ହୋଇପାରିବ ବୋଲି କୁହା ଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମିଶନ ଶକ୍ତି ଅଧିକାରୀ ଶ୍ରୀ ରଶ୍ମୀ ରଞ୍ଜନ ସେଠୀ, ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସାଧାରଣ ପରିଚାଳକ ଶ୍ରୀ ସୁନାରାମ ସିଂ, ରାୟଗଡ଼ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଳାବତୀ ଅଚାରୀୟ , ସ୍ଥାନୀୟ ସିଡ଼ିପିଓ, ମିଶନ ଶକ୍ତିର ସ୍ୱୟଂ ସହାୟିକା ଗୋଷ୍ଟି ,ସ୍ଥାନୀୟ ଜନପ୍ରତିନିଧି ଓ ବ୍ଲକ ମିଶନ ଶକ୍ତିର କର୍ମ କର୍ତ୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

© 2023 Odisha Taza News.