• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୁଲାଣି ଘାଟିରେ କାର ଓଲଟି ୧୫ ଫୁଟ ତଳକୁ ଖସିଲା – ୩ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
May 23, 2023
in ଓଡ଼ିଶା, ଗଜପତି, ହୋମ୍
0
ବୁଲାଣି ଘାଟିରେ କାର ଓଲଟି ୧୫ ଫୁଟ ତଳକୁ ଖସିଲା – ୩ ଗୁରୁତର
Share on FacebookShare on TwitterWhatsapp

୨୩ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଆର, ଉଦୟଗିରି  :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମ ନିକଟରେ ରହିଥିବା ଘାଟିର ବୁଲାଣିଆ ରାସ୍ତାରେ ଗତକାଲି ସକାଳ ସମୟରେ ଏକ କାରଟି ଭରସାମ୍ୟ ହରାଇ ଓଲଟି ପଡିବା ଯୋଗୁଁ କରରେ ଡ୍ରାଇଭରଙ୍କ ସମେତ ବସିଥିବା ୫ ଜଣ ଆହତ ହୋଇଛନ୍ତି. ଏଥିରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି. ଗତକାଲି ପୁରୀରୁ ଏହି କାରଟି ଜୟପୁର ଅଭିମୁଖେ ଯାଉଥିବାବେଳେ ଖ୍ରୀଷ୍ଟପୁର ଗ୍ରାମର ବୁଲାଣି ଘାଟିରେ କୌଣସି କାରଣରୁ କାରଟି ଭରସାମ୍ୟ ରକ୍ଷା କରି ନ ପାରିବାରୁ ୧୫ ଫୁଟ ତଳକୁ କାରଟି ଓଲଟି ପଡିଥିଲା. କରରେ ବସିଥିବା ୫ ଜଣଙ୍କ ମଧ୍ୟରୁ ଜଣେ ମହିଳା ଥିବାବେଳେ ୪ ଜଣ ପୁରୁଷ ଅଛନ୍ତି. ଆହତ ମାନେ ହେଲେ ନରେଶ ପଣ୍ଡା, ଦିଲ୍ଲୀପ ରଥ, ରାମଚନ୍ଦ୍ର ମିଶ୍ର, ଦେବାଶିଷ ପଟ୍ଟନାୟକ ଏବଂ ସରୋଜିନୀ ରଥ. ଏମାନଙ୍କୁ ଗତକାଲି ମୋହନା ସରକାରୀ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲା. ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଗତକାଲି ଅପରାହ୍ନରେ ଏହି ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଡାକ୍ତର ଜୟ କୁମାର ପଣ୍ଡା ସୂଚନା ଦେଇଛନ୍ତି. ଘଟଣା ନେଇ ମୋହନା ପୋଲିସ ଥାନାରେ ଏକ ମାକଦମ ରୁଜୁ ହୋଇ ତଦନ୍ତ ଜାରି ରହିଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026
ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

ରଣପୁର ବ୍ଲକ ରାଜସୁନାଖଳା, ରାଜ୍ୟ ବିଧାନସଭା ବାଚସ୍ପତି ନିଜେ ସରକାରୀ ଆଇନ ଭାଙ୍ଗୁଛନ୍ତି : ଜାତୀୟ ପତାକା ଉତ୍ତୋଳନ ବେଳେ ଅଘଟଣ

August 17, 2026
ମଦର୍ସ ପବ୍ଲିକ ସ୍କୁଲ୍ ପକ୍ଷରୁ ଅତ୍ୟାଧୁନିକ ସ୍ପୋର୍ଟସ ହବ୍‌ର ଶୁଭାରମ୍ଭ

Mother’s Public School Unveils State-of-the-Art Sports Hub in Bhubaneswar to Pioneer Athletic Excellence in Odisha

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version