• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ : ଦିବ୍ୟାଙ୍ଗଙ୍କ ପାଇଁ ସପ୍ତାହବ୍ୟାପୀ ଦ୍ବାରଦେଶ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
May 24, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ : ଦିବ୍ୟାଙ୍ଗଙ୍କ ପାଇଁ ସପ୍ତାହବ୍ୟାପୀ ଦ୍ବାରଦେଶ ଅଭିଯାନ
Share on FacebookShare on TwitterWhatsapp

ସାଧାରଣ ଜନତାଟିଏ ଅନେକ ଅସୁବିଧାର ସମୁଖୀନ ହୋଇଥାଏ, ସେତେବେଳେ ଦିବ୍ୟାଙ୍ଗଙ୍କ କଥା କହିଲେ ନସରେ । ଏହି ପରିପ୍ରେକ୍ଷୀରେ, ସେହି ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ ରାଜ୍ୟ ଆଇନ ସେବା ପ୍ରାଧିକରଣର ଏକ ନିଆରା ପ୍ରୟାସ ।

ଯେଉଁମାନେ ଆଇନ ସମ୍ବନ୍ଧୀୟ ସାହାଯ୍ୟ, ସହାୟତା ବା ପରାମର୍ଶ ଦରକାର କରୁଥାନ୍ତି, ସେମାନଙ୍କୁ ଉପଯୁକ୍ତ ଆଇନ ସେବା ଯୋଗାଇ ଦିଆଯିବ ।

୨୩ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ନୟାଗଡ :- ଗ୍ରୀଷ୍ମର ପାଦୁର୍ଭାବରେ ରାଜ୍ୟର ସମସ୍ତ ଜନତା ଅସ୍ତବ୍ୟସ୍ତ । ଯେତେବେଳେ ସାଧାରଣ ଜନତାଟିଏ ଅନେକ ଅସୁବିଧାର ସମୁଖୀନ ହୋଇଥାଏ, ସେତେବେଳେ ଦିବ୍ୟାଙ୍ଗଙ୍କ କଥା କହିଲେ ନସରେ । ଏହି ପରିପ୍ରେକ୍ଷୀରେ, ସେହି ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ ରାଜ୍ୟ ଆଇନ ସେବା ପ୍ରାଧିକରଣର ଏକ ନିଆରା ପ୍ରୟାସ । ଏହି ପ୍ରୟାସକୁ ସଫଳ କରିବା ନିମନ୍ତେ ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ ଅଭିଯାନ ଆରମ୍ଭ କରି ସାରିଛନ୍ତି । ସୂଚନା ଅନୁସାରେ, ଚଳିତ ମାସ ଗତ ୨୨ ରୁ ଆସନ୍ତା ୨୯ ରିଖ ପର୍ଯ୍ୟନ୍ତ ଜିଲ୍ଲା ସଦର ମହକୁମା ସମେତ ସମସ୍ତ ତାଲୁକରେ ଏହି ଅଭିଯାନ ଜାରି ରହିବ । ପ୍ରାଧିକରଣ ଦିବ୍ୟାଙ୍ଗ ମାନଙ୍କ ଦ୍ବାରଦେଶରେ ପହଞ୍ଚି ତାଙ୍କର ସମସ୍ତ ସମସ୍ୟା, ସୁବିଧା- ଅସୁବିଧା ଏବଂ ଅବଶ୍ୟକତା ଆଦି ପଚାରି ବୁଝିବେ । ସେହି ସମସ୍ୟା ଗୁଡ଼ିକୁ ଉପଯୁକ୍ତ ଅଧିକାରୀ ମାନଙ୍କ ଦୃଷ୍ଟି ଆକର୍ଷଣ କରି ତୁରନ୍ତ ସୁବିଧା ଯୋଗାଇ ଦେବା ନିମନ୍ତେ ପଦକ୍ଷେପ ନିଆଯିବ ।ତତ୍ ସହିତ ଯେଉଁମାନେ ଆଇନ ସମ୍ବନ୍ଧୀୟ ସାହାଯ୍ୟ, ସହାୟତା ବା ପରାମର୍ଶ ଦରକାର କରୁଥାନ୍ତି, ସେମାନଙ୍କୁ ଉପଯୁକ୍ତ ଆଇନ ସେବା ଯୋଗାଇ ଦିଆଯିବ । ବିହିତ ସୂଚନା ନିମନ୍ତେ ପ୍ରାଧିକରଣ ତରଫରୁ ସୂଚନା ପତ୍ର ମଧ୍ୟ ପ୍ରଦାନ କରାଯାଉଅଛି । ଉପରୋକ୍ତ ସମସ୍ତ ସୂଚନା ଉପଭୋକ୍ତା ନିକଟରେ ପହଞ୍ଚେଇବା ସହ ଅଭିଯାନକୁ ସଫଳ କରିବା ନିମନ୍ତେ ପ୍ରାଧିକରଣର କର୍ମଚାରୀ ସମେତ ଗ୍ରାମୀଣ ଆଇନ ସହାୟତା କର୍ମୀଗଣ ଦିବ୍ୟାଙ୍ଗମାନଙ୍କ ଦ୍ବାରଦେଶକୁ ପହଞ୍ଚିବା ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି ବୋଲି ପ୍ରାଧିକରଣର ସଚିବ ବିଶେଷ କୁମାର ସାହୁ ସୂଚନା ଦେଇଛନ୍ତି । ପୁନଶ୍ଚ, ଏହି ଅଭିଯାନରୁ ଲାଭ ଉଠାଇ ଏକ ସୁସ୍ଥ ଏବଂ ସୁନ୍ଦର ସମାଜ ଗଠନ କରିବା ନିମନ୍ତେ ସମସ୍ତ ଜନସାଧାରଣ ସହଯୋଗ କରିବା ପାଇଁ ପ୍ରାଧିକରଣ ପକ୍ଷରୁ ଏହାର ସଦସ୍ୟ ମହମ୍ମଦ ଓମାର ମଲ୍ଲିକ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version