• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ : ଉଭୟଙ୍କ ମଧ୍ୟରେ ଗୁଳିବିନିମୟ – ସର୍ଚ୍ଚ ଅପରେସନ ଜୋରଦାର

Proprietor Abhimanyu Maharana by Proprietor Abhimanyu Maharana
May 24, 2023
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ : ଉଭୟଙ୍କ ମଧ୍ୟରେ ଗୁଳିବିନିମୟ – ସର୍ଚ୍ଚ ଅପରେସନ ଜୋରଦାର
Share on FacebookShare on TwitterWhatsapp

୨୪ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ – ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026
ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version