• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ରାଜ୍ୟରେ ସ୍ଵତନ୍ତ୍ର

Proprietor Abhimanyu Maharana by Proprietor Abhimanyu Maharana
May 26, 2023
in Uncategorized
0
ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ରାଜ୍ୟରେ ସ୍ଵତନ୍ତ୍ର
Share on FacebookShare on TwitterWhatsapp

୨୫ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ସମିଳନୀ ଏବଂ ସାମ୍ବାଦିକ ଭବନର ଶୁଭ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ କଲେଜ ପରିସରରେ ବହୁଆଡମ୍ବରରେ ପ୍ରଥମ ବାର୍ଷିକ ସମ୍ମିଳନୀ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ଦ୍ଵାରା ଅନୁଷ୍ଠିତ ହୋଇଛି । ସଂଘର ସଭାପତି ଶିବଦତ ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାମ୍ବାଦିକ ମାନଙ୍କ ଗୁରୁ ଦାୟିତ୍ବ ବର୍ଣ୍ଣନା କରିବା ସହ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ବନ୍ଧୁ ମାନଙ୍କ ଦାୟିତ୍ବ,କର୍ତ୍ତବ୍ୟବୋଧ ଏବଂ ଏଭଳି ଏକ କାର୍ଯ୍ୟକ୍ରମ କରି ଜିଲ୍ଲା ତଥା ରାଜ୍ୟ ସଭାପତି ଙ୍କୁ ଆଣି ଏକତ୍ରିତ କରିପାରିବା ବାସ୍ତବିକ୍ ପ୍ରଶଂସନୀୟ ବୋଲି କହିଥିଲେ।ମୁଖ୍ୟ ବକ୍ତାଭାବେ ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୁତି ଭୂଷଣ କର ,ସମ୍ମାନୀତ ଅତିଥି ଭାବେ , ନୟାଗଡ ମୁନିସିପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ , ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା , ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ନୟାଗଡ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ସଭାପତି ଶ୍ରୀକାନ୍ତ ଖଟେଇ , ବିଡ଼ିଓ ସଚିଦା ନନ୍ଦ ମିଶ୍ର , ତହସିଲଦାର ହେମନ୍ତ କୁମାର ନାୟକ , ନୂଆଗାଁ ଥାନା ଭାରପ୍ରାପ୍ତ ଅଧିକାରୀ ପୁଷ୍ପଲତା ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ ପ୍ରମୁଖ ଯୋଗଦେଇ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ର ସଦସ୍ୟ ମାନେ ଯେଉଁଭଳି ଭାବେ ଏକତ୍ରିତ ହୋଇ ଏଭଳି କାର୍ଯ୍ୟକ୍ରମ କରିଛନ୍ତି ଯାହାକି ରାଜ୍ୟରେ ଖୁବ କମ ସ୍ଥାନରେ ଏଭଳି କାର୍ଯ୍ୟକ୍ରମ ହୋଇଥାଏ ବୋଲି କହିବା ସହ କାର୍ଯ୍ୟକ୍ରମ କୁ ପ୍ରଶଂସା କରିଥିଲେ ।ତତ୍ ସହିତ ସାମ୍ବାଦିକ ମାନେ ବିକାଶ ର ବାର୍ତ୍ତା ଏବଂ ସମସ୍ତ ଜନ କଲ୍ୟାଣ କାରୀ କାର୍ଯ୍ୟକ୍ରମ କୁ ଲୋକ ଲୋଚନକୁ ଆଣିଥାନ୍ତି ସେ ଉପରେ ବକ୍ତବ୍ୟ ରଖିଥିଲେ। ସାମ୍ବାଦିକ ମାନଙ୍କ ପ୍ରତି ଦଶପଲ୍ଲା ବିଧାୟକ ଙ୍କ ସ୍ନେହ,ଶ୍ରଦ୍ଧା,ଭାଇଚାରା ମନୋଭାବ ଥିବା ଯୋଗୁଁ ବିଧାୟକ ପାଣ୍ଠିରୁ ସାମ୍ବାଦିକ ଭବନ ନିର୍ମାଣ ପାଇଁ ଅର୍ଥ ପ୍ରଦାନ କରିଥିବାରୁ ,ବିଧାୟକ ଙ୍କୁ ଅତିଥି ମାନେ ଏବଂ ଆଞ୍ଚଳିକ ସାମ୍ବାଦିକ ସଂଘ୍ର ର ସଦସ୍ୟ ମାନେ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ଦଶପଲ୍ଲା ,ଗଣିଆ, ଖଣ୍ଡପଡା , ନୟାଗଡ ,ଏବଂ ଓଡଗାଁ ବ୍ଲକ ସମସ୍ତ ସାମ୍ବାଦିକ ମାନେ ଯୋଗଦେଇଥିଲେ । ଅତିଥିମାନଙ୍କୁ ଫୁଲତୋଡା,ଉତ୍ତରୀୟ ଦେଇ ଆଞ୍ଚଳିକ ସାମ୍ବାଦିକ ସଂଘ ର ସଦସ୍ୟ ମାନେ ସ୍ବାଗତ , ସମ୍ବର୍ଦ୍ଧନା କରିଥିଲେ । ଶିକ୍ଷକ ମଦନ ମୋହନ ପ୍ରଧାନଓ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରଯାଇଥିଲା ।ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ରେ ନୂଆଗାଁ ବ୍ଲକ୍ ରେ ଏ୧ ଗ୍ରେଡ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ,ପେପର ହକର ,ସ୍ୱେଚ୍ଛାସେବୀ,ସ୍ବାସ୍ଥ୍ୟସେବା ଯୋଗାଉଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରି ଶେଷରେ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ଭବନର ଶୁଭ ଭିତ୍ତପ୍ରସ୍ତର ସ୍ଥାପନ କରିଥିଲେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version