• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 26, 2023
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୨୫ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଖୋର୍ଦ୍ଧା-ଜଟଣୀ :- ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ୪୮ତମ କାର୍ଯ୍ୟକାରିଣୀ ବୈଠକ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ନିକଟସ୍ଥ ଆରଖୁ ଭ୍ୟାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଆଜି ବୁଧବାର ସକାଳ ଦଶଟାରେ ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ସଭାପତି ସମ୍ପତ୍ କୁମାରଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଜୋନାଲ ସାଧାରଣ ସମ୍ପାଦକ ଶ୍ରୀ ରମେଶ ଚନ୍ଦ୍ର ସାହୁ ସଙ୍ଗଠନ ଜରିଆରେ ୧୮ ଦଫା ଦାବି ସମ୍ବଳିତ ଦାବିପତ୍ର ଉପସ୍ଥାପନା କରିଥିଲେ । ବିଶେଷ କରି ନୂତନ ପେନସନ ନିୟମ ରଦ୍ଧ ସହିତ ପୁରୁଣା ପେନସନ ସ୍କିମ୍ ଲାଗୁ, ଟିଟି ରେଷ୍ଟ୍ ରୁମ୍ ମାନଙ୍କରେ ରେଳ ବୋର୍ଡ ୨୦୧୮ ନିଷ୍ପତି ଅନୁଯାୟୀ ଏସି ସଂଯୋଗ ଓ ରୋଷେଇ ଘର ସହିତ ରୋଷେଇ ବ୍ୟବସ୍ଥା,ରନିଙ୍ଗ ଷ୍ଟାଫ୍ ମାନଙ୍କ ପାଇଁ ସର୍ବନିମ୍ନ ମାଇଲେଜ୍ ବ୍ୟବସ୍ଥା, ଟ୍ରାକ ମ୍ୟାନ ଓ ମେଡିକାଲ ସେବକ ମାନଙ୍କୁ ବିଭାଗୀୟ ପଦୋର୍ଣତି ପରୀକ୍ଷା ଦେବାପାଇଁ ଅନୁମତି ପ୍ରଦାନ, ୨୦୧୪ରୁ ଅର୍ବାନ ବ୍ୟାଙ୍କର ବନ୍ଦ୍ ପଡ଼ିଥିବା ଲାଭାଂଶ ରିଜର୍ଭ ବ୍ୟାଙ୍କରୁ ସୁଧ ପାଇଥିବାରୁ ସମସ୍ତ ଅଂଶୀଦାର ଯେମିତି କି ମୃତ,ଅବସର ଓ ବର୍ତ୍ତମାନ କାର୍ଯ୍ୟରତ କର୍ମଚାରୀ ମାନଙ୍କୁ ସୁଧ ସହ ଲାଭାଂଶ ପ୍ରଦାନ ଭଳି ଅନେକ ଦବି ସର୍ବ ସମ୍ମତି କ୍ରମେ ଉପସ୍ଥାପିତ ହୋଇଥିଲା ।ଇଥିରେ ବିଶାଖାପାଟଣା ମଣ୍ଡଳ ପ୍ରଭନ୍ଧକ ଶ୍ରୀ ଅନୁପ କୁମାର ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମଣ୍ଡଳର ଅଧିକାଂଶ ବରିଷ୍ଟ ଅଧିକାରୀ ମାନେ ଅନ୍ୟାନ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମଣ୍ଡଳ ପ୍ରଭନ୍ଧକ ଶ୍ରୀ ଶତପଥୀ ନିଜ ବକ୍ତବ୍ୟରେ ଉପସ୍ଥିତ କର୍ମଚାରୀ ମାନଙ୍କୁ ଉଦବୋଧନ କହିଥିଲେ ଯେ’ ଭାରତୀୟ ରେଲୱେ ରେ କାମ କରୁଥିବାରୁ ଗର୍ବ ଅନୁଭବ କରିବା ଉଚିତ୍, ଯେ ପର୍ଯ୍ୟନ୍ତ ନିଜ କାର୍ଯ୍ୟ ନିଷ୍ଠାର ସହିତ ହୃଦୟ ବିତରୁ କରୁଥିବେ ସେ’ପର୍ଯ୍ୟନ୍ତ ଆପଣ ମାନଙ୍କ କୌଣସି ଅସୁବିଧା ହେବନାହିଁ । ଏବଂ ମୋ ଜାଣତରେ କୌଣସି ନିର୍ଦ୍ଦୋଷ କେବେ ଦଣ୍ଡ ପାଇ ନାହିଁ ।  ଦିତିୟାର୍ଦ୍ଧରେ ସାଧାରଣ ସମ୍ପାଦକ ଶ୍ରୀ ରମେଶ ଚନ୍ଦ୍ର ସାହୁଙ୍କ ପୌରହିତ୍ୟରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା ।ଶ୍ରୀ ସାହୁ ପ୍ରଥମେ ୨୦୨୨/୨୩ ର ଆୟ ବ୍ୟୟ ହିସାବ ଦେଇଥିଲେ । ଏହାକୁ ଗୃହ ଅନୁମୋଦନ ଦେଇଥିଲା । ଏଥିରେ ତିନୋଟି ମଣ୍ଡଳର ଯଥା ବିଶାଖାପାଟଣା, ଖୋର୍ଦ୍ଧାରୋଡ଼ ଓ ସମ୍ବଲପୁର’ର ୪୦ ଟି ବ୍ରାଞ୍ଚର ସମ୍ପାଦକ ମାନେ ନିଜର କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ଉପରେ ଆଲୋକପାତ କରିଥିଲେ । ଆଜିର ଏହି ବୈଠକରେ ବିଶାଖାପାଟଣା ମଣ୍ଡଳ ସଂଯୋଜକ ଟି ମଉଳି, ସମ୍ବଲପୁର ମଣ୍ଡଳ ସଂଯୋଜକ ଭୂପେସ ମୁଣ୍ଡ ଓ ଖୋର୍ଦ୍ଧାରୋଡ଼ ମଣ୍ଡଳର ଭାରପ୍ରାପ୍ତ ସହ ସଂଯୋଜକ ଶ୍ରୀ ସୁନୀଲ କୁମାର ଭଞ୍ଜ , ୨୧ ଜଣ କେନ୍ଦ୍ରୀୟ ପଦାଧିକାରୀ ସମେତ ୫୦୦ରୁ ଉର୍ଦ୍ଧ କର୍ମକର୍ତ୍ତା ଯୋଗ ଦେଇଥିଲେ। ବୋଲି ମିଡ଼ିଆ ସେଲ୍ ମୂଖ୍ୟ ତଥା ଶାଖା ସମ୍ପାଦକ ଶ୍ରୀ ଏଲ ଡି ମହାନ୍ତି ସୂଚନା ଦେଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version