• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ତିନି ରଥରେ ବିଜେ ହେଲା ଆଜ୍ଞାମାଳ – ଭକ୍ତ ଙ୍କ ଯାତାୟତ ସମସ୍ତ ପଥକୁ ରୋକ ଲଗାଇ ଦିଆ ଯାଇଛି ।

Proprietor Abhimanyu Maharana by Proprietor Abhimanyu Maharana
June 22, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ତିନି ରଥରେ ବିଜେ ହେଲା ଆଜ୍ଞାମାଳ – ଭକ୍ତ ଙ୍କ ଯାତାୟତ ସମସ୍ତ ପଥକୁ ରୋକ ଲଗାଇ ଦିଆ ଯାଇଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ / ରିପୋର୍ଟ ସୋନାଲି ମହାରଣା (୨୨ ଜୁନ୍ ସୋମବାର) ପୁରୀ :– ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ଭିତରେ ତିନି ରଥରେ ବିଜେ ହେଲା ଆଜ୍ଞାମାଳ । ଆଜି ପରମ୍ପରା ଅନୁସାରେ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ତିନି ରଥରେ ବିଜେ ହୋଇଛି ଆଜ୍ଞାମାଳ । ସର୍ବପ୍ରଥମେ ତାଳଧ୍ବଜ, ତା’ପରେ ନନ୍ଦିଘୋଷ ଓ ଶେଷରେ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା । ନିର୍ଦ୍ଧାରିତ ନୀତି ଅନୁସାରେ ତିନି ଠାକୁର ଙ୍କ ରଥରେ ସେବାୟତ ମାନେ ଆଜ୍ଞାମାଳ ବିଜେ କରେଇଛନ୍ତି । ଏହି ରୀତି ନୀତି ଶୃଙ୍ଖଳା ର ସହକାରେ ସେବକଙ୍କ ଦ୍ୱାରା ଏହି ନୀତି ସମାପିତ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ଚକଡ଼ାକୁ ଟାଣି ନେଇଥାନ୍ତି ।

ତିନି ରଥକୁ ଉତ୍ତରମୁହାଁ କରି ରଖାଯିବା ପରେ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ତିନି ରଥରେ ଠାକୁରଙ୍କୁ ବିଜେ କରି ରଥଟଣା ଆରମ୍ଭ ହୋଇଥାଏ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ ହୋଇଛି । ଏହାପରେ ରଥଖଳାରେ ପ୍ରସ୍ତୁତ ହୋଇ ରହିଥିବା ତିନି ରଥକୁ ରଥଖଳାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଚକଡ଼ାକୁ ନିଆଯିବାର ପରମ୍ପରା ରହିଛି । ରଥଖଳାରେ ତିନି ରଥରେ ଆଜ୍ଞାମାଳ ବିଜେ ପରେ ପୁଲିସ ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ ହୋଇଛି । ଆଜି ବନକଲାଗି ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ବାହାରିବେ ।

ଭୋର ୫ଟାରେ ମଙ୍ଗଳ ଆଳତି ପରେ ସାଢ଼େ ୫ଟାରେ ମଇଲମ ଲାଗି ତଡ଼ପଲାଗି, ସାଢ଼େ ୬ଟାରେ ଅବକାଶ, ୭ଟା୧୫ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ । ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ଅନୁଷ୍ଠିତ ହେବ । ପୂର୍ବାହ୍ନ ୧୦ଟାରେ ତିନିରଥକୁ ଆଜ୍ଞାମାଳ ବିଜେ କରିବ । ପରେ ଅନ୍ୟାନ୍ୟ ନୀତି ପାଈଁ ସମୟ ନିର୍ଧାରଣ କରାଯାଇଛି । ଏଥିସହିତ ପ୍ରଶାସନ ପକ୍ଷରୁ ଆସନ୍ତା ଶ୍ରୀଜିଉ ଙ୍କ ରଥ ଟଣା କୁ କଡାକଡି କରାଯାଇଛି । ଭକ୍ତ ଙ୍କ ଯାତାୟତ ସମସ୍ତ ପଥକୁ ରୋକ ଲଗାଇ ଦିଆ ଯାଇଛି । (ବିଶ୍ଵ ରଞ୍ଜନ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

May 10, 2026
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version