• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୟୁପିଏସ୍‌ସି ପରୀକ୍ଷାରେ ମଦର୍ସ ପବ୍ଲିକ୍ ସ୍କୁଲ୍‌ର ଛାତ୍ରଛାତ୍ରୀଙ୍କ ସଫଳତା

Proprietor Abhimanyu Maharana by Proprietor Abhimanyu Maharana
May 27, 2023
in ଓଡ଼ିଶା, ମହାନଗର, ହୋମ୍
0
ୟୁପିଏସ୍‌ସି ପରୀକ୍ଷାରେ ମଦର୍ସ ପବ୍ଲିକ୍ ସ୍କୁଲ୍‌ର ଛାତ୍ରଛାତ୍ରୀଙ୍କ ସଫଳତା
Share on FacebookShare on TwitterWhatsapp

୨୬ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମଦର୍ସ ପବ୍ଲିକ୍ ସ୍କୁଲ୍ ପାଇଁ ଆଉ ଏକ ଗର୍ବିତ ଓ ଆନନ୍ଦିତ ମୁହୂର୍ତ ଆଣିଦେଇଛନ୍ତି ଏହାର ପୁରାତନ ଛାତ୍ରଛାତ୍ରୀମାନେ । ୟୁପିଏସ୍‌ସି ସିଭିଲ୍ ସର୍ଭିସ୍ ପରୀକ୍ଷା୨୦୨୨ରେ ଏହି ସ୍କୁଲର ପୂର୍ବତନ ଛାତ୍ରଛାତ୍ରୀ ପ୍ରଣିତା ଦାସ, ସୌମ୍ୟ ରଞ୍ଜନ ଦାସ ଓ ଆୟୁଷି ପ୍ରଧାନ କୃତକାର୍ଯ୍ୟ ହେବା ସହିତ ସ୍କୁଲର ଗୌରବ ବୃଦ୍ଧି କରିଛନ୍ତି । ପ୍ରଣିତା ଦାସ ୟୁପିଏସ୍‌ସି ସିଭିଲ ସର୍ଭିସ୍ ପରୀକ୍ଷାରେ ଅଲ୍ ଇଣ୍ଡିଆ ର‌୍ୟାଙ୍କରେ ୪୨ ନମ୍ବର ସ୍ଥାନରେ ରହିଥିବା ବେଳେ ସୌମ୍ୟରଞ୍ଜନ ଦାସ ୧୩୬ତମ ର‌୍ୟାଙ୍କ ଏବଂ ଆୟୁଷି ପ୍ରଧାନ ୩୩୪ତମ ର‌୍ୟାଙ୍କ ହାସଲ କରିଛନ୍ତି ।

ପ୍ରଣିତା ୨୦୧୫ରେ ମଦର୍ସ ପବ୍ଲିକ୍ ସ୍କୁଲରୁ +୨ ପାଠ୍ୟକ୍ରମ ଶେଷ କରିଥିଲେ ଏବଂ ସିବିଏସ୍‌ସି ବୋର୍ଡ ପରୀକ୍ଷାରେ ୯୫.୨% ମାର୍କ ହାସଲ କରିଥିଲେ । ସେ ସେଂଟ୍ ଜାଭିଅର୍ସ କଲେଜ (ଅଟୋନୋମସ),କୋଲ୍‌କାତାରୁ ଇକୋନୋମିକ୍ସରେ ସ୍ନାତକ ହାସଲ କରିବା ପରେ ୨୦୧୮-୧୯ରେ ଲଣ୍ଡନର କ୍ୱିନ୍ ମ୍ୟାରି ୟୁନିଭର୍ସିଟିରେ ଇକୋନୋମିକ୍ସର ଏମ୍‌.ଏସ୍‌ସି ପ୍ରୋଗ୍ରାମରେ ଯୋଗ ଦେଇଥିଲେ । ବର୍ତମାନ ସେ ୟୁକେର ୟୁନିଭର୍ସିଟି ଅଫ୍ କ୍ୟାମ୍ବ୍ରିଜରେ ଇକୋନୋମିକ୍ସରେ ଏମ୍‌ଫିଲ୍ କରୁଛନ୍ତି ।

ସେହିପରି ସୌମ୍ୟରଞ୍ଜନ ଦାସ ୨୦୧୭ରେ ମଦର୍ସ ପବ୍ଲିକ୍ ସ୍କୁଲରୁ +୨ରେ ୯୬.୬% ମାର୍କ ରଖି ଉତୀର୍ଣ୍ଣ ହୋଇଥିଲେ । ସେ ୨୦୧୬-୧୭ରେ ସ୍କୁଲର ଟପ୍ପର ହୋଇଥିଲେ । ସେ ଜଣେ କେଭିପିୱାଇ ର‌୍ୟାଙ୍କ ହୋଲ୍ଡର ମଧ୍ୟ । ସେ ଆଇଆଇଟି କାନପୁରରୁ ଇଲେକ୍‌ଟ୍ରିକାଲ ଇଞ୍ଜିନିୟରିଂରେ ବିଟେକ୍ କରିବା ପରେ ଆଡୋବ୍ ସିଷ୍ଟମ୍‌ସରେ ଜଣେ ସଫ୍ଟୱେୟାର ଡେଭ୍‌ଲପ୍‌ମେଂଟ୍ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଛନ୍ତି । ଅନ୍ୟପକ୍ଷରେ ଆୟୁଷି ପ୍ରଧାନ ୨୦୧୫ରେ ମଦର୍ସ ପବ୍ଲିକ୍ ସ୍କୁଲ୍‌ରେ +୨ ପାଠ୍ୟକ୍ରମ ଶେଷ କରିଥିଲେ ଓ ସିବିଏସ୍‌ଇ ବୋର୍ଡ ପରୀକ୍ଷାରେ ୯୩% ମାର୍କ ରଖିଥିଲେ ।

ଏହାପରେ ସେ କମ୍ପ୍ୟୁଟର ସାଇନ୍ସରେ ସିଇଟି କଲେଜରୁ ବିଟେକ୍ କରିଥିଲେ ଏବଂ ପରେ ଏକ ବର୍ଷ ପାଇଁ ଟିଇକେ ସିଷ୍ଟମ୍‌ସରେ ସଫ୍ଟୱେୟାର ଡେଭ୍‌ଲପର୍ ଭାବେ କାମ କରିଥିଲେ । ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଥିବା ଏହି ୩ ଜଣ ପୁରାତନ ଛାତ୍ରଛାତ୍ରୀଙ୍କୁ ମଦର୍ସ ପବ୍ଲିକ୍ ସ୍କୁଲ୍‌ର ପ୍ରିନ୍ସିପାଲ ଓ ସମସ୍ତ ସଦସ୍ୟମାନେ ପ୍ରଶଂସା କରିବା ସହ ସେମାନଙ୍କର ଭବିଷ୍ୟତର ଉଦ୍ୟମଗୁଡିକ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

June 30, 2026
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version