• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିପିଏସ୍‌ଓଡିଏଲ୍‌ରେ ଅମିତ ଗର୍ଗଙ୍କୁ ନୂଆ ସିଇଓ ଭାବେ ନିଯୁକ୍ତି ଅରବିନ୍ଦ ସିଂହ ହେଲେ ଟିପିସିଓଡିଏଲ୍‌ର ସିଇଓ

Proprietor Abhimanyu Maharana by Proprietor Abhimanyu Maharana
May 31, 2023
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ଟିପିଏସ୍‌ଓଡିଏଲ୍‌ରେ ଅମିତ ଗର୍ଗଙ୍କୁ ନୂଆ ସିଇଓ ଭାବେ ନିଯୁକ୍ତି ଅରବିନ୍ଦ ସିଂହ ହେଲେ ଟିପିସିଓଡିଏଲ୍‌ର ସିଇଓ
Share on FacebookShare on TwitterWhatsapp

୩୧ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବ୍ରହ୍ମପୁର :- ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌)ରେ ଶ୍ରୀ ଅମିତ ଗର୍ଗଙ୍କୁ ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ତାଙ୍କ କାର୍ଯ୍ୟକାଳ ୨୦୨୩ ଜୁନ୍ ୧ରୁ ଆରମ୍ଭ ହେବ । ୨୦୨୩ ମାର୍ଚ୍ଚ ୨୫ରେ ଅନୁଷ୍ଠିତ ଟିପିଏସ୍‌ଡିଏଲ୍‌ର ନିର୍ଦେଶକଙ୍କ ବୋର୍ଡ ବୈଠକରେ ଶ୍ରୀ ଅମିତ ଗର୍ଗଙ୍କୁ ସିଇଓ ଭାବେ ନିଯୁକ୍ତି ପ୍ରଦାନ କରିବା ସମ୍ପର୍କିତ ପ୍ରସ୍ତାବ ପାରିତ ହୋଇଥିଲା । ଶ୍ରୀ ଅମିତ ଗର୍ଗଙ୍କୁ ଟାଟା ପାୱାରର ସଭାପତି, ଟ୍ରାନ୍ସମିସନ ଆଣ୍ଡ୍ ଡିଷ୍ଟ୍ରିବ୍ୟୁସନ (ଟିଆଣ୍ଡ୍‌ଡି) ଶ୍ରୀ ସଂଜୟ ବାଙ୍ଗା ସ୍ୱାଗତ କରି କହିଛନ୍ତି ଯେ. “ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍‌ର ନୂଆ ସିଇଓ ଭାବେ ଶ୍ରୀ ଅମିତ ଗର୍ଗଙ୍କୁ ସ୍ୱାଗତ କରି ଆମେ ଉଲ୍ଲସିତ । ବିଦ୍ୟୁତ ଶକ୍ତି ଶିଳ୍ପରେ ତାଙ୍କ ବ୍ୟାପକ ଅଭିଜ୍ଞତା ଓ ଉତ୍କୃଷ୍ଟ ପ୍ରଦର୍ଶନକୁ ନେଇ ଆମେ ନିଶ୍ଚିତ ଯେ ଶ୍ରୀ ଗର୍ଗ ଟିପିଏସ୍‌ଓଡିଏଲ୍‌କୁ ସଫଳତାର ନୂତନ ଶିଖରରେ ପହଂଚାଇବାର ନେତୃତ୍ୱ ନେବେ ।’’

ସିଇଓ ଭାବେ ନିଯୁକ୍ତି ପାଇବା ପୂର୍ବରୁ ଶ୍ରୀ ଅମିତ ଗର୍ଗ ୨୦୨୨ ଅଗଷ୍ଟରୁ ଟିପିଏସ୍‌ଓଡିଏଲ୍‌ରେ ଚିଫ୍ ଅପରେଟିଂ ଅଫିସର (ସିଓଓ) ଭାବେ କାର୍ଯ୍ୟ କରୁଥିଲେ । ସେ ଟାଟା ପାୱାର ଟ୍ରେଡିଂ କଂପାନି ଲିମିଟେଡ୍ (ଟିପିଟିସିଏଲ୍‌)ର ସିଇଓ ପଦରେ ମଧ୍ୟ କାର୍ଯ୍ୟ କରିଛନ୍ତି । ଟାଟା ପାୱାର ଦିଲ୍ଲୀ ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍‌ରେ କାର୍ଯ୍ୟ କରିବା ସମୟ ସହିତ ତାଙ୍କ ସୁଦୀର୍ଘ କ୍ୟାରିୟରରେ ଶ୍ରୀ ଗର୍ଗ ବିଦ୍ୟୁତ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ପ୍ରଦାନ କରିଛନ୍ତି । ବିଦ୍ୟୁତ ଶିଳ୍ପରେ ତିନି ଦଶନ୍ଧିରୁ ଅଧିକ ସମୟର ଅଭିଜ୍ଞତା ରଖିଥିବା ଶ୍ରୀ ଗର୍ଗ ମଧ୍ୟପ୍ରଦେଶର ଜବଲପୁର ଇଞ୍ଜିନିୟରିଂ କଲେଜରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରି ହାସଲ କରିଛନ୍ତି। ଟିପିଏସ୍‌ଓଡିଏଲ୍‌ର ସିଇଓ ଭାବେ ନିଯୁକ୍ତି ପାଇଥିବା ଶ୍ରୀ ଅମିତ ଗର୍ଗ କହିଛନ୍ତି ଯେ, “ଟିପିଏସ୍‌ଓଡିଏଲ୍‌ର ଅଭିବୃଦ୍ଧିର ପରବର୍ତ୍ତୀ ପର୍ଯ୍ୟାୟର ନେତୃତ୍ୱ ନେବା ଲାଗି ମୋ ଉପରେ ଭରସା ପ୍ରକଟ କରିଥିବାରୁ ମୁଁ ଟିପିଏସ୍‌ଓଡିଏଲ୍ ବୋର୍ଡକୁ ଧନ୍ୟବାଦ ଜଣାଉଛି ।

ଭରସାଯୋଗ୍ୟ ଓ ପ୍ରଭାବଶାଳୀ ବିଦ୍ୟୁତ ବଣ୍ଟନ ସେବା ଜରିଆରେ ଦକ୍ଷିଣ ଓଡ଼ିଶାର ଗ୍ରାମୀଣ ଓ ଆଦିବାସୀ ଅଂଚଳ ସମେତ ସମସ୍ତ ଗ୍ରାହକଙ୍କ ଜୀବନକୁ ସଶକ୍ତ କରିବାର ମିସନକୁ ଜାରି ରଖିବାକୁ ମୁଁ ଚାହିଁ ରହିଛି ବୋଲି ସେ କହିଛନ୍ତି ।’’ ଶ୍ରୀ ଗର୍ଗଙ୍କ ପୂର୍ବରୁ ଟିପିଏସ୍‌ଓଡିଏଲ୍‌ର ସିଇଓ ପଦରେ କାର୍ଯ୍ୟ କରିଥିବା ଶ୍ରୀ ଅରବିନ୍ଦ ସିିଂହଙ୍କ ମୂଲ୍ୟବାନ ଯୋଗଦାନକୁ ବୋର୍ଡ ପକ୍ଷରୁ ପ୍ରଶଂସା କରାଯାଇଛି । ୨୦୨୧ ଜାନୁଆରିରେ ଟିପିଏସ୍‌ଓଡିଏଲ୍ ଶୁଭାରମ୍ଭ ହେବା ପରଠାରୁ କଂପାନିର ସଫଳତାରେ ସେ ଅବିଚ୍ଛେଦ୍ୟ ଭୂମିକା ନିର୍ବାହ କରୁଛନ୍ତି । ଶ୍ରୀ ଅରବିନ୍ଦ ସିଂହ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଭୁବନେଶ୍ୱରରେ ରହି ଦାୟିତ୍ୱ ଗ୍ରହଣ କରିବା ସହ ଟିପିସିଓଡିଏଲ୍‌ର ଅଭିବୃଦ୍ଧି ଓ ବିକାଶ ପାଇଁ ତାଙ୍କ ଅଭିଜ୍ଞତା ଓ ଗୁରୁତ୍ୱପୂର୍ଣ୍ଣ ଦୂରଦୃଷ୍ଟିକୁ ବ୍ୟବହାର କରିବେ । ଟାଟା ପାୱାରର ସଭାପତି, ଟ୍ରାନ୍ସମିସନ ଆଣ୍ଡ୍ ଡିଷ୍ଟ୍ରିବ୍ୟୁସନ (ଟିଆଣ୍ଡ୍‌ଡି) ଶ୍ରୀ ସଂଜୟ ବାଙ୍ଗା କହିଛନ୍ତି ଯେ, “ଟିପିଏସ୍‌ଓଡିଏଲ୍‌ର ସିଇଓ ଭାବେ ଉଲ୍ଳେଖନୀୟ ନେତୃତ୍ୱ ପ୍ରଦର୍ଶନ କରିଥିବା ଶ୍ରୀ ଅରବିନ୍ଦ ସିଂହଙ୍କୁ ଆମେ ପ୍ରଶଂସା କରିବାକୁ ଚାହୁଁଛୁ ।

ଶ୍ରୀ ସିଂହଙ୍କ ନେତୃତ୍ୱରେ ଟିପିଏସ୍‌ଓଡିଏଲ୍ ଗ୍ରାମୀଣ ବିଦ୍ୟୁତ୍‌କରଣ, ନେଟ୍‌ୱର୍କରେ ଉନ୍ନତି, ଏଟିଆଣ୍ଡସି କ୍ଷତିରେ ଦୁଇ ଅଙ୍କ ବିଶିଷ୍ଟ ହ୍ରାସ ଏବଂ ପାୱାର ଫାଇନାନ୍ସ କର୍ପୋରେସନ ଜରିଆରେ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ୧୧ତମ ବାର୍ଷିକ ବିଦ୍ୟୁତ ବଣ୍ଟନ ୟୁଟିଲିଟି ରେଟିଂରେ ଜାତୀୟ ସ୍ତରରେ ଶ୍ରେଷ୍ଠ ୟୁଟିଲିଟିଙ୍କ ମଧ୍ୟରେ ସ୍ଥାନ ପାଇବାର ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିବାରେ ସଫଳ ହୋଇଥିଲା । ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ଲକ୍ଷ୍ୟ ଓ ଉତ୍ସର୍ଗୀକୃତ ମନୋଭାବ କଂପାନିର ଅଭିବୃଦ୍ଧି ଓ ସଫଳତା ଲାଗି ଗୁରୁତ୍ୱପୂର୍ଣ୍ଣ ହୋଇରହିଛି ।’’ ଟିପିଏସ୍‌ଓଡିଏଲ୍ ପକ୍ଷରୁ ବ୍ୟାପକ ୪୮,୭୫୧ ବର୍ଗ କିଲୋମିଟରରେ ବ୍ୟାପ୍ତ ବଣ୍ଟନ ଅଞ୍ଚଳ ଓ ୨୩.୬୯ ଲକ୍ଷ ଗ୍ରାହକଙ୍କ ସମେତ ୯୪.୩୮ ଲକ୍ଷ ଲୋକଙ୍କୁ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାରେ ସେବା ପ୍ରଦାନ କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version