• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଣ୍ଡାମାନରେ ହେଲାନି ରଥଯାତ୍ରା , ଛେରାପହଁରା ପାଇଁ ଗଲେନି ଓଡ଼ିଆ ମଠ ମହନ୍ତ

Proprietor Abhimanyu Maharana by Proprietor Abhimanyu Maharana
June 23, 2020
in Uncategorized, କରୋନା, ଦେଶ, ବିଶ୍ଵ, ହୋମ୍
0
ଆଣ୍ଡାମାନରେ ହେଲାନି ରଥଯାତ୍ରା , ଛେରାପହଁରା ପାଇଁ ଗଲେନି  ଓଡ଼ିଆ ମଠ ମହନ୍ତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଜୁନ୍ ମଙ୍ଗଳବାର) ଆଣ୍ଡାମାନ :- ଆଣ୍ଡାମାନ ନିକୋବରର ପୋର୍ଟବ୍ଲେୟାର ଠାରେ ଶ୍ରୀ ଜଗନ୍ନାଥଙ୍କ ପ୍ରତିବର୍ଷ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । ତେବେ ଚଳିତ ବର୍ଷ କରୋନା କଟକଣା ପାଇଁ ରଥଯାତ୍ରା ହେବ ନାହିଁ । ସେହିପରି ଠାକୁରଙ୍କ ଯାତ୍ରା ପୂର୍ବରୁ ଓଡିଶାର ନିମପଡ଼ା ଠାକୁର ପାଟଣା ମଠର ମହନ୍ତ ତଥା ପୁରୁଣା ଭୁବନେଶ୍ୱରର ଅଧିବାସୀ, ଆଣ୍ଡାମାନ ଏକ୍ସପ୍ରେସ୍‌ର ମୁଖ୍ୟ ପରିଚାଳକ ଗଦାଧର ଦାସ ଗୋସ୍ୱାମୀ ଛେରାପହଁରା କରନ୍ତି ।

ଶ୍ରୀ ଦାସ ଚଳିତ ବର୍ଷ ସରକାରଙ୍କ କୋଭିଡ଼୍ କଟକଣା ମାନି ସେଠାକୁ ଯିବେ ନାହିଁ ବୋଲି ଜଣାପଡ଼ିଛି । ଆଣ୍ଡାମାନ୍ ‘ଉତ୍କଳ ସମାଜ’ ପକ୍ଷରୁ ଓଡ଼ିଆଙ୍କ ଦ୍ୱାରା ପ୍ରତିବର୍ଷ ସେଠାରେ ରଥଯାତ୍ରା ଓ ବାହୁଡ଼ା ଯାତ୍ରା ହୁଏ । ମନ୍ଦିରରୁ ବାହାରି ସହର ପରିକ୍ରମା କରି ରାଜସ୍ଥାନ ମନ୍ଦିର ନିକଟ ଜଗନ୍ନାଥ ମନ୍ଦିରକୁ ଫେରିଥାନ୍ତି । ତେବେ ଚଳିତ ବର୍ଷ କେବଳ ବିଧି ଅନୁଯାୟୀ ପୂଜା କରାଯିବ ବୋଲି ଉତ୍କଳ ସମାଜର ସଭ୍ୟ ବିଜୟ କୁମାର ଜେନା ଓ ସରୋଜ ଦାସ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version