• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ପାଇଁ ଜନ ଶୁଣାଣୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 1, 2023
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ପାଇଁ ଜନ ଶୁଣାଣୀ ଅନୁଷ୍ଠିତ
Share on FacebookShare on TwitterWhatsapp

୩୧ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :- ପୁରୀ ଜିଲ୍ଲା ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ସିପସୁରୁବୁଲି ଓ ଷଣ୍ଢପୁର ଗ୍ରାମ ଅଞ୍ଚଳରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ସବୁଜ ସଂକେତ ମିଳିଛି । ଏଥିପାଇଁ ବେସରକାରୀ ଜମି ଅଧିଗ୍ରହଣ ନିମିତ୍ତ ଏକ ଜନ ଶୁଣାଣୀ ଆଜି ଅନୁଷ୍ଠିତ ହୋଇଥିଲା । ଷଣ୍ଢପୁର ମଙ୍ଗଳା ମଣ୍ଡପ ଠାରେ ଅନୁଷ୍ଠିତ ଏହି ଜନ ଶୁଣାଣୀ ରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିବା ସହ ବିମାନ ବନ୍ଦର ପ୍ରତିଷ୍ଠା ସମ୍ପର୍କରେ ଜନସାଧାରଣ ସେମାନଙ୍କ ର ମତାମତ ଉପସ୍ଥାପନ କରିବାକୁ ଅନୁରୋଧ କରିଥିଲେ ।ଉପଜିଲ୍ଲାପାଳ ଭବତାରଣ ସାହୁ ବିମାନ ବନ୍ଦର ପ୍ରତିଷ୍ଠା ସମ୍ପର୍କରେ ଜନସାଧାରଣ ଙ୍କୁ ଅବଗତ କରାଯିବା ସହ ସେମାନଙ୍କ ମତାମତ କୁ ସରକାର ଙ୍କୁ ମଧ୍ୟ ଅବଗତ କରାଯିବ ବୋଲି ସୂଚନା ଦେଇଥିଲେ । ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ଭୂ ଅର୍ଜନ ଅଧିକାରୀ ନିରଞ୍ଜନ ବାରିକ ସମସ୍ତଙ୍କୁ ସ୍ୱାଗତ କରିବା ସହ ବିମାନ ବନ୍ଦର ପାଇଁ ମୋଟ ୧୧୬୪.୮୩୬ ଏକର ଜମି ର ଆବଶ୍ୟକତା ଥିବା ବେଳେ ସେଥି ମଧ୍ୟରୁ ସିପସୁରୁବୁଲି ଗ୍ରାମର ୧୫୩.୩୭୦ ଏକର ଓ ଷଣ୍ଢପୁର ଗ୍ରାମର ୬୮.୪୮୦ ଏକର ବେସରକାରୀ ଜମି ଅଧିଗ୍ରହଣ କରାଯିବ ବୋଲି କହିଥିଲେ ।

ଏହି ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ଏସ ଆଇ ଏ ୟୁନିଟ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ର ପକ୍ଷରୁ ନିର୍ଦ୍ଦେଶ ଅନୁଷ୍ଠାନ ପ୍ରସ୍ତୁତ କରିଥିବା ସାମାଜିକ ପ୍ରଭାବ ଆକଳନ ଅଧ୍ୟୟନ ଉପସ୍ଥାପନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବାଣିଜ୍ୟ ଓ ପରିବହନ ବିଭାଗ ଭୂ ଅର୍ଜନ ଅଧିକାରୀ ଉମାକାନ୍ତ ବାରିକ ,ନିର୍ଦ୍ଦେଶ ପ୍ରତିନିଧି ଗିରିଧାରୀ ପଟ୍ଟନାୟକ, , ବ୍ରହ୍ମଗିରି ତହସିଲଦାର ସ୍ମୃତି ରଞ୍ଜନ ଶତପଥୀ,ଉତ୍କଳ ବିଦ୍ୟୁତ ପରିଷଦ ର ଅଧ୍ୟକ୍ଷ ମନୋଜ କୁମାର ରଥ,ଫିଲ୍ଡ ସୁପରଭାଇଜର ବେଣୁମାଧବ ସୁବୁଦ୍ଧି, ଗୋରୁଆଳ ସରପଂଚ ନିରଞ୍ଜନ ମିଶ୍ର, ସମିତି ସଭ୍ୟ ଜିତେନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇ ମତାମତ ପ୍ରଦାନ କରିଥିଲେ ଉପସ୍ଥିତ ଜନ ସାଧାରଣ ମଧ କ୍ଷତି ପୂରଣ, ଥଇଥାନ,ନିଯୁକ୍ତି, ଶିକ୍ଷା, ଚିକିତ୍ସା ସୁବିଧା ଇତ୍ୟାଦି ସମ୍ପର୍କରେ ସେମାନଙ୍କ ମତାମତ ପ୍ରଦାନ କରିଥିଲେ । ନାୟକ, ସାଂସ୍କୃତିକ ସଂପାଦକ ଶ୍ୟାମ ପ୍ରକାଶ ସେନାପତି, ସଂଗ୍ରାମ କାନୁନଗୋ ମଞ୍ଚାସୀନ ଥିଲେ । ଏଥିରେ ସଂଗଠନ କମିଟି ଅଧ୍ୟକ୍ଷ ଶୁଭାଶିଷ ଖୁଣ୍ଟିଆ,ଉତ୍ସବର ସଫଳତା ପାଇଁ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ, ପୁରୀ ଗଣମାଧ୍ୟମ ସମେତ ଭାରତ ସରକାରଙ୍କ ସହଯୋଗ କୁ ଧନ୍ୟବାଦ ଦେଇଥିଲେ ।

ଅପରାହ୍ନ ରେ ଦେଶର ୨୨ଟି ରାଜ୍ୟ ରୁ ଆସିଥିବା ୪୦୦କଳାକାର, ଜିଲ୍ଲା ସଂସ୍କୃତି ପରିଷଦ ର କଳାକାରଙ୍କୁ ନେଇ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା, ସିଂହଦ୍ବାର ଠାରୁ ବାହାରି ଶରଧାବାଲି ରେ ପହଞ୍ଚିବାପରେ, ନାଗାଲାଣ୍ଡ, ତାମିଲନାଡୁ,ଗୁଜୁରାଟ, ପଞ୍ଜାବ,କେରଳ, ରାଜସ୍ଥାନ ପ୍ରଭୃତି ରାଜ୍ୟର କଳାକାରମାନେ ସେମାନଙ୍କ ନୃତ୍ୟ ରେ ସମବେତ ଦର୍ଶକ-ଶ୍ରୋତାଙ୍କୁ ଅଭିଭୂତ କରିଥିଲେ । ଏହି ଅବସରରେ ଲୋକନୃତ୍ୟ ପାଇଁ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କୁ ରାଜ୍ୟପାଳ ଶ୍ରୀକ୍ଷେତ୍ର ସମ୍ମାନ ରେ ସମ୍ମାନିତ କରିଥିଲେ । ଭାରତବର୍ଷର ବିଭିନ୍ନ ଅଞ୍ଚଳ ରୁ ଆସି କୃଷିମେଳା ରେ ଯୋଗଦାନ କରିଥିବା ବିଭିନ୍ନ ବିଭାଗ ର ପ୍ରଦର୍ଶନ ସହ କଳାକାରମାନଙ୍କ ନୃତ୍ୟ ଆଗାମୀ ପାଞ୍ଚଦିନ ଧରି ଚାଲିବ ବୋଲି ସଂପାଦକ ରାଜେଶ କୁମାର ମହାନ୍ତି ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମ କୁ ପ୍ରଦ୍ୟୁମ୍ନ କୁମାର ସାଠୁଆ, ମଧୁସୂଦନ ମିଶ୍ର, ସତ୍ୟବ୍ରତ ଦାସ, ନାରାୟଣ ପାତ୍ର, ଦାମୋଦର ଶତପଥୀ, ଦେବେନ୍ଦ୍ର ମହାପାତ୍ର, ସୌମ୍ୟ ରଂଜନ ମିଶ୍ର, ପ୍ରତାପ ଦଳେଇ, ପୂର୍ଣ୍ଣ ଚନ୍ଦ୍ର ଓଝା, ପୁଷ୍କର ସାହୁ ଓ ଗୌତମ ମିଶ୍ର ପରିଚାଳନା କରିଥିଲାବେଳେ ଚନ୍ଦ୍ର ବିଜୟୀ ମିଶ୍ର ମଞ୍ଚ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version