• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶତାଧିକ ବିଜେଡ଼ି ଓ କଂଗ୍ରେସ କର୍ମୀ ନିଆଳୀ ନିର୍ବାଚନ ମଣ୍ଡଳୀ ବିଜେପିରେ ସାମିଲ ହେଲେ

Proprietor Abhimanyu Maharana by Proprietor Abhimanyu Maharana
June 2, 2023
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ଶତାଧିକ ବିଜେଡ଼ି ଓ କଂଗ୍ରେସ କର୍ମୀ ନିଆଳୀ ନିର୍ବାଚନ ମଣ୍ଡଳୀ ବିଜେପିରେ ସାମିଲ ହେଲେ
Share on FacebookShare on TwitterWhatsapp

୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ ଜିଲ୍ଲା :- ନିଆଳୀ ନିର୍ବାଚନ ମଣ୍ଡଳୀ ବିଜେପିର ଗବବସ୍ତ ମଣ୍ଡଳ ପକ୍ଷରୁ , ଶୁକ୍ରବାର ଦିନ ନଗରୀ ପଞ୍ଚାୟତର ମହିଧରପଡା ଠାରେ ଥିବା ଏକ ମଣ୍ଡପରେ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଏବଂ ମିଶ୍ରଣ ପର୍ବ ମଣ୍ଡଳ ସଭାପତି ଧୀରେନ୍ଦ୍ର ବାରିକ (ଟୁକୁନା) ଭାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଜେପି କଟକ ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା , ପୂର୍ବତନ ସାଂସଦ ବିଭୁ ପ୍ରସାଦ ତରାଇ , ନିଆଳୀ ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ଛବି ମଲ୍ଲିକ, ରାଜ୍ୟ ସମବାୟ ସେଲର ସଂଯୋଜକ ପବିତ୍ର ମୋହନ ଦାସ, ନିଆଳୀ ନିର୍ବାଚନ ମଣ୍ଡଳୀ ସମୟ ସେଲର ସଂଯୋଜକ ତଥା ପୂର୍ବତନ ଖଲର୍ଦ୍ଦା ପଞ୍ଚାୟତର ସରପଙ୍କ ବନ୍ଧୁ ଚରଣ ସାହୁ, ତ୍ରିନାଥ ବାବୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କହିଲେ ଯେ , ନିଆଳୀ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକଙ୍କ କାର୍ଯ୍ୟ କଳାପରେ ବିଜେଡ଼ିର ବହୁ କର୍ମୀ , ପୂର୍ବତନ ସରପଞ୍ଚ, ସମିତି ସଭ୍ୟ , ନାଏବ ସରପଞ୍ଚ , ୱ।ର୍ଡ଼ ସଭ୍ୟ ଏବଂ ସାଧାରଣ କର୍ମୀ ଅତିଷ୍ଠ ହୋଇ ବିଜେଡି ଦଳ ଛାଡି ଆଜି ସ୍ୱତ୍ତପୂତ ଭାବେ ଆସି ବିଜେପିରେ ସାମିଲ ହୋଇଛନ୍ତି । ଆଗାମୀ ବିଧାନସଭା ନିର୍ବାଚନରେ ନିଆଳୀ ନୀର୍ବାଚନ ମଣ୍ଡଳୀର ଭୋଟର ମାନେ ବିଜେଡି ବିଧାୟକଙ୍କୁ ଭୋଟ ଦେଇ ଯେଉଁ ଭୁଲ କରିଛନ୍ତି , ତାହା ଏଥର ସେଭଳି ଭୁଲ କରିବେ ନାହିଁ ବୋଲି ଏବେ ଠାରୁ ସ୍ପଷ୍ଟ ସୂଚନା ମିଳୁଛି ବୋଲି ବିଜେପିର କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରା କହିଛନ୍ତି । ଏହି ମିଶ୍ରଣ ପର୍ବରେ କୋରକରା ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଅକ୍ଷୟ ଦଳାଇ     ( ସାନ୍ତୁଆ ) ଭାଇ ତାଙ୍କର ୫୦ରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ ବିଜେଡି ଦଳ ଛାଡି ବିଜେପିରେ ମିଶିଥିଲେ । ସେହିପରି ମହିଧରପଡାର ଅଶୋକ କୁମାର ଦାସ ,ବାଟପୁରଣ ଗ୍ରାମର ବିରଞ୍ଚି ନାରାୟଣ ସୁନ୍ଦରାୟ, କୃଷ୍ଣ ଚନ୍ଦ୍ର ଭୋଇ, ଅରଡିଆପଦା ଗ୍ରାମର ରମେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ମହିଳା, ପୁରୁଷ ବିଜେଡି କର୍ମ ବିଜେପିରେ ଯୋଗ ଦେଇଥିଲେ । ବିଜେପି ଗବବସ୍ତ ମଣ୍ଡଳର ଉପ ସଭାପତି ଦିଲିପ କୁମାର ପାତ୍ର ପ୍ରମୁଖ କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version