• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ପକ୍ଷରୁ ରାଜସ୍ଥାନ ର ଶ୍ରୀ ଜଗନ୍ନାଥ ଙ୍କ ଭକ୍ତଙ୍କୁ ଭବ୍ୟ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
June 2, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ପକ୍ଷରୁ ରାଜସ୍ଥାନ ର ଶ୍ରୀ ଜଗନ୍ନାଥ ଙ୍କ ଭକ୍ତଙ୍କୁ ଭବ୍ୟ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ସୁଦୂର ରାଜସ୍ଥାନ ର ସୱାଇ ମାଧପୁର ଜିଲ୍ଲା ରେଣ୍ଡିଆଲ ଗ୍ରାମ ର ଶ୍ରୀ ଜଗନ୍ନାଥ ଙ୍କ ଭକ୍ତ ବିଜୟ ଗୁରୁଜର ଙ୍କୁ ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସୂଚନା ଥାଉକି ଦୀର୍ଘ ଛଅ ମାସ ହେବ ଦଣ୍ଡ ପ୍ରଣାମ କରି ପ୍ରାୟ ୧୫ ଶହ ରୁ ଉର୍ଦ୍ଧ୍ବ କିମି ରାସ୍ତା  ଅତିକ୍ରମ କରି ଆଜି ନୂଆଗାଁ ବ୍ଲକ୍ ଛକରେ ପହଞ୍ଚିଥିଲେ । ସେଠାରେ ଆଞ୍ଚଳିକ ସାମ୍ବାଦିକ ସଂଘର ସଦସ୍ୟ ମାନେ ଶ୍ରୀ ଜଗନ୍ନାଥ ଙ୍କ ଭକ୍ତ ଶ୍ରୀ ଗୁରୁଜର ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରି ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟକୁ ପାଛୋଟି ଆଣିଥିଲେ । କାର୍ଯ୍ୟାଳୟରେ ଶ୍ରୀ ଗୁରୁଜର କିଛି ସମୟ ବିଶ୍ରାମ ନେବା ସହ ଜଗନ୍ନାଥ ସଂସ୍କୃତି ବିଷୟରେ ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଆଞ୍ଚଳିକ ସାମ୍ବାଦିକ ସଂଘ ର ସଦସ୍ୟ ମାନଙ୍କ ସହ ନୂଆଗାଁ ବ୍ଲକ୍ ବିଡ଼ିଓ ସଚିଦା ନନ୍ଦ ମିଶ୍ର ଙ୍କ ସହ କର୍ମଚାରୀ ଉପସ୍ଥିତ ଥିଲେ । ଶ୍ରୀ ଗୁରୁଜର ଙ୍କ ସହ ତାଙ୍କ ଦୁଇ ଭାଇ ଦିପେଶ ସିଂ ଗୁରୁଜର,କୈଳାସ ଗୁରୁଜର ତାଙ୍କ ଯାତ୍ରା ରେ ସହଯୋଗ କରି ଆସୁଥିବା ଶ୍ରୀ ଗୁରୁଜର ପ୍ରକାଶ କରିଥିଲେ । ଆଞ୍ଚଳିକ ସାମ୍ବାଦିକ ସଂଘ ସଦସ୍ୟ ମାନଙ୍କ ଆତିଥ୍ୟ ତାରେ ଅତ୍ୟନ୍ତ ଖୁସି ପ୍ରକାଶ କରିଥିଲେ ଶ୍ରୀ ଜଗନ୍ନାଥ ଙ୍କ ଭକ୍ତ । କିଛି ସମୟ ବିଶ୍ରାମ ନେଇସାରିବା ପରେ ଶ୍ରୀ ଜଗନ୍ନାଥ ଙ୍କ ଭକ୍ତ ଶ୍ରୀ ଗୁରୁଜର ପୁରୀ ଅଭିମୁଖେ ଯାତ୍ରା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version