• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ସଂକଟମୋଚନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
June 3, 2023
in ଓଡ଼ିଶା, ଗଜପତି, ମନୋରଞ୍ଜନ, ହୋମ୍
0
ଶ୍ରୀ ସଂକଟମୋଚନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଉଦଯାପିତ
Share on FacebookShare on TwitterWhatsapp

୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :- ହିଞ୍ଜିଳିକାଟୁ ବ୍ଲକ ଭେଙ୍କଟରାୟପଲ୍ଲୀ ଗ୍ରାମରେ ନବନିର୍ମିତ ଅଧିଷ୍ଠିତ ଦେବ ଶ୍ରୀ ସଂକଟମୋଚନ ହନୁମାନଙ୍କ ଛଦିନାତ୍ମକ ଦିବ୍ୟ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ରବିବାର ଠାରୁ ଏକ ଭବ୍ୟ ତଥା ଆଧ୍ୟାତ୍ମିକ ପରିବେଶରେ ଶୁଭାରମ୍ଭ ହୋଇଛି ।ପଣ୍ଡିତ ରଞ୍ଜିତ କୁମାର ଦାଶ ଓ ସହଯୋଗୀଙ୍କ ପୌରହିତ୍ୟରେ ପ୍ରଥମ ଦିବସରେ ଜଳାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସୋମବାର ଦୀକ୍ଷା ଗ୍ରହଣ,ମଣ୍ଡଳକରଣ,ଅଙ୍କୁରାରୋପଣ ଓ ନାମଯଜ୍ଞ ଆୟୋଜିତ ହୋଇଥିଲା । ମଙ୍ଗଳବାର କର୍ମାରମ୍ଭ, ବ୍ରାହ୍ମଣ ବରଣ, ସାଲା ସଂସ୍କାର, ବୈଦିକାଗ୍ନି ସ୍ଥାପନ ନୀତି ସମ୍ପନ୍ନ ହୋଇଥିଲା । ବୁଧବାର ସୂର୍ଯ୍ୟପୂଜା, ଘଟମଣ୍ଡଳାଦି ପୂଜା, ଦେବତା ଅଧିବାସ, ମହାସ୍ନାନ ଓ ହୋମ ନୀତି ସମ୍ପନ୍ନ ହୋଇଥିଲା । ଅନ୍ତିମ ଦିବସରେ ଦେବତା ପ୍ରତିଷ୍ଠା,ନାମଯଜ୍ଞ ସମାପନ, ନଗର ଭ୍ରମଣ,ପୂର୍ଣାହୁତି ଓ ପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ସ୍ଥାନୀୟ ସହର ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ହଜାର ହଜାର ଭକ୍ତ,ଶ୍ରଦ୍ଧାଳୁ ଓ ଦର୍ଶନାର୍ଥୀ ମହୋତ୍ସବରେ ଯୋଗ ଦେଇ ଶ୍ରୀ ସଙ୍କଟମୋଚନ ହନୁମାନଙ୍କ ଦିବ୍ୟ ବିଗ୍ରହକୁ ଧୂପ,ଦୀପ,ନୈବେଦ୍ୟ ଯାଚନା କରି ପୂଜାର୍ଚ୍ଚନା କରିଥିଲେ।ଭକ୍ତି ଓ ଶ୍ରଦ୍ଧା ଭାବ ପୂର୍ବକ ଶ୍ରୀ ସଂକଟମୋଚନଙ୍କ ନବ ନିର୍ମିତ ଦିବ୍ୟ ବିଗ୍ରହକୁ ଦର୍ଶନ ଓ ପ୍ରଣାମ କରି ନିଜ ମନୋବାଞ୍ଛା ପୂର୍ଣ୍ଣ ନିମିତ୍ତ କୃପାଭିକ୍ଷା କାମନା କରିଥିଲେ।ଗ୍ରାମବାସୀଙ୍କ ତରଫରୁ ପ୍ରତ୍ୟହ ସାତ୍ତ୍ଵିକ ପ୍ରସାଦ ସେବନର ସୁବ୍ୟବସ୍ଥା ହେବା ସହ ଆଲୋକମାଳା,ସୁରମ୍ୟତୋରଣ,ମହିଳା ସଂକୀର୍ତ୍ତନ ଦଳର ରାମନାମ ସଂକୀର୍ତ୍ତନ ଧ୍ୱନୀରେ ଭକ୍ତିମୟ ପରିବେଶ ପ୍ରକମ୍ପିତ ହୋଇଥିଲା। ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଇ ହିଞ୍ଜିଳି ଥାନା ପୋଲିସ ତରଫରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିଲା।ଉତ୍ସବ ସ୍ଥଳକୁ ପ୍ରତ୍ୟହ ହଜାର ହଜାର ଦର୍ଶନାର୍ଥୀ ଙ୍କ ସୁଅ ଛୁଟିଥିବା ବେଳେ ବହୁ ମାନ୍ୟଗଣ୍ୟ ଓ ବଦାନ୍ୟ ବ୍ୟକ୍ତି ପ୍ରଭୁଙ୍କୁ ଦର୍ଶନ କରି ବିଭୁକୃପା ଲାଭ କରିଥିଲେ।ଗ୍ରାମବାସୀ ଓ କମିଟି ସଦସ୍ୟଙ୍କ ନିଷ୍ଠା,ଉଦ୍ୟମ ଓ ଅକୁଣ୍ଠ ସହଯୋଗ ଫଳରେ ଶ୍ରୀ ସଂକଟମୋଚନଙ୍କୁ ସ୍ଥାପନା ଓ ପୂଜନ କରି ଦୀର୍ଘ ଦିନର ମନୋବାଞ୍ଛା ପୂରଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version