• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପରିଚୟ ପାଇନଥିବା ମୃତଦେହ ଭୁବନେଶ୍ୱର ଆସିବ : ମୁଖ୍ୟ ଶାସନ ସଚିବ

Proprietor Abhimanyu Maharana by Proprietor Abhimanyu Maharana
June 4, 2023
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ପରିଚୟ ପାଇନଥିବା ମୃତଦେହ ଭୁବନେଶ୍ୱର ଆସିବ : ମୁଖ୍ୟ ଶାସନ ସଚିବ
Share on FacebookShare on TwitterWhatsapp

ବର୍ତ୍ତମାନ ରାଜ୍ୟ ସରକାରଙ୍କ ପାଇଁ ପ୍ରମୁଖ ଚ୍ୟାଲେଞ୍ଜ ପାଲଟିଛି ମୃତଦେହ ଚିହ୍ନଟ ।

୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲେଶ୍ବର :- ବାଲେଶ୍ବର ଜିଲ୍ଲାର ବାହାନଗା ନିକଟରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ (୧୨୮୬୪) ଧକ୍କା ହୋଇ ଭୟାବହ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଗତକାଲି ରାତି ସାଢ଼େ ୮ଟାରୁ ଉଦ୍ଧାର କାର‌୍ୟ୍ୟ ଆରମ୍ଭ ହୋଇ ଶନିବାର ଅପରାହ୍ନରେ ଶେଷ ହୋଇଛି । ଏଯାବତ ଏହି ଭୟାବହ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୦୩ ଜଣ ଲୋକଙ୍କ ଚିକିତ୍ସା ଜାରି ରହିଥିବା ଜଣାପଡ଼ିଛି । ଆହତ ୮୦୩ ଜଣଙ୍କ ମଧ୍ୟରେ ୫୬ ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ ୭୪୭ ଜଣ ଆହତ ଅବସ୍ଥାରେ ଅଛନ୍ତି । ତେବେ ବର୍ତ୍ତମାନ ରାଜ୍ୟ ସରକାରଙ୍କ ପାଇଁ ପ୍ରମୁଖ ଚ୍ୟାଲେଞ୍ଜ ପାଲଟିଛି ମୃତଦେହ ଚିହ୍ନଟ । ଏନେଇ ମୁଖ୍ୟ ଶାସନ ସଚିବ, ପ୍ରଦୀପ ଜେନା କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୨୮୮ଟି ମୃତ ଦେହ ଉଦ୍ଧାର ହୋଇଛି । ଶେଷ ବଗିର ଉଦ୍ଧାର କାର‌୍ୟ୍ୟ ଚାଲିଛି । ଏଥିରୁ ୧୭ଟି ଶବ ଉଦ୍ଧାର ହୋଇଛି । ଯେଉଁ ପର‌୍ୟ୍ୟନ୍ତ ପରିବାର ମୃତ ଶରୀରକୁ ଚିହ୍ନଟ କରିନାହିଁ ସେ ପର‌୍ୟ୍ୟନ୍ତ ଏମ୍ସ, ରାଜଧାନୀର ବିଭିନ୍ନ ସରକାରୀ ଓ ବେସରକାରୀ ଶବ ଗୃହରେ ମୃତଦେହକୁ ରଖାଯିବ ।ଏନେଇ ସମସ୍ତ କଥାବାର୍ତ୍ତା ସରିଛି । ୧୬୦ ରୁ ଅଧିକ ମୃତଦେହ କାଲି ଭୁବନେଶ୍ବରରେ ପହଞ୍ଚିବ । ମୃତ ଶରୀରକୁ ଘରକୁ ନେବା ପାଇଁ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ । ୩୦ରୁ ୪୦ ମୃତ ଯାତ୍ରୀଙ୍କ ପରିଚୟ ମିଳିଲାଣି । କିଛି ଯାତ୍ରୀଙ୍କ ପ୍ରମାଣପତ୍ର ଠାବ କରାଯାଇଛି । କେଉଁ ସ୍ଥାନରେ କାହାର ଚିକିତ୍ସା ଚାଲିଛି ସେନେଇ ତଥ୍ୟ ଅଛି ଜ୍ଝ ସମସ୍ତ ଯାତ୍ରୀଙ୍କ ତଥ୍ୟ ସଂଗ୍ରହ ଆମ ପାଇଁ ବଡ ଚ୍ୟାଲେଞ୍ଜ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଞ୍ଚଦଫା ଦାବି ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

ପାଞ୍ଚଦଫା ଦାବି ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

November 6, 2026
ଅବକାରୀ ଧରପଗଡ: ବିଦେଶୀ ମଦ ଜବତ, ଅନୁମତି ନ ଥାଇ ଦେଶୀ ମହୁଲି ମଦ ବିକ୍ରି ଉପରେ ବିଭାଗ ନିଦାବିଷ୍ଣୁ ସାଜିଛି

ଅବକାରୀ ଧରପଗଡ: ବିଦେଶୀ ମଦ ଜବତ, ଅନୁମତି ନ ଥାଇ ଦେଶୀ ମହୁଲି ମଦ ବିକ୍ରି ଉପରେ ବିଭାଗ ନିଦାବିଷ୍ଣୁ ସାଜିଛି

November 6, 2026
ଗିଡପାବାଲିରେ ଉଦ୍ଧାର କାର୍ଯ୍ୟ : ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର, ମୋଟ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଗିଡପାବାଲିରେ ଉଦ୍ଧାର କାର୍ଯ୍ୟ : ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର, ମୋଟ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

November 6, 2026
ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

November 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଞ୍ଚଦଫା ଦାବି ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

ପାଞ୍ଚଦଫା ଦାବି ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

November 6, 2026
ଅବକାରୀ ଧରପଗଡ: ବିଦେଶୀ ମଦ ଜବତ, ଅନୁମତି ନ ଥାଇ ଦେଶୀ ମହୁଲି ମଦ ବିକ୍ରି ଉପରେ ବିଭାଗ ନିଦାବିଷ୍ଣୁ ସାଜିଛି

ଅବକାରୀ ଧରପଗଡ: ବିଦେଶୀ ମଦ ଜବତ, ଅନୁମତି ନ ଥାଇ ଦେଶୀ ମହୁଲି ମଦ ବିକ୍ରି ଉପରେ ବିଭାଗ ନିଦାବିଷ୍ଣୁ ସାଜିଛି

November 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version