ପ୍ରଥମେ ଦୁଇ ମିନିଟ ମୃତକଙ୍କ ପାଇଁ ନିରବ ପ୍ରାଥନା କରାଯାଇଥିଲା ଏବଂ ଆହତ ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ସଭାପତି ରାଜେନ୍ଦ୍ର ବିଶ୍ୱାଳ, ସମ୍ପାଦକ ହେମନ୍ତ କୁମାର ଧୀର, କାର୍ଯ୍ୟକାରୀ ସଭାପତି ସମୀର ରାୟ, ଉପସଭାପତି କଳିଙ୍ଗ ପହି,କୋଷାଧକ୍ଷ ପରେଶ ଦାଶ, ସାମ୍ବାଦିକ ମଳୟ ମଲ୍ଲିକ, ପବିତ୍ର ମହାନ୍ତି,
ସୁଜିତ ମଲ୍ଲିକ, କଳ୍ପତରୁ ଧୀର,ଆଶିଷ ମଲ୍ଲିକ, ହେମନ୍ତ ନାୟକ, ଅସିତ ଦାସ , ଦୀପକ ଦାସ, କାଳନ୍ଦୀ ମଲ୍ଲିକ,ରମାକାନ୍ତ ବେହେରା, ଖଗେଶ୍ୱର ମଲ୍ଲିକ, ଗୋବିନ୍ଦ ବାରିକ, ମାନସ ରାଉତ,ମନିସ ରଞ୍ଜନ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଆହତଙ୍କ ଆଶୁଆଗୋଗ୍ୟ କାମନା କରିଥିଲେ l

© 2023 Odisha Taza News.