• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଟ୍ରେନ ଦୁର୍ଘଟଣା : ଉଦ୍ଧାର ଓ ସହାୟତା କାର୍ଯ୍ୟରେ ବେଦାନ୍ତର ଯୋଗଦାନ

Proprietor Abhimanyu Maharana by Proprietor Abhimanyu Maharana
June 5, 2023
in ଓଡ଼ିଶା, ବାଲେଶ୍ଵର, ମହାନଗର, ହୋମ୍
0
ଓଡ଼ିଶା ଟ୍ରେନ ଦୁର୍ଘଟଣା : ଉଦ୍ଧାର ଓ ସହାୟତା କାର୍ଯ୍ୟରେ ବେଦାନ୍ତର ଯୋଗଦାନ
Share on FacebookShare on TwitterWhatsapp

୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର/ବାଲେଶ୍ୱର :- ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଘଟିଥିବା ଏହି ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ସମଗ୍ର ଦେଶକୁ ଚକିତ କରି ଦେଇଛି । ଏଭଳି ଏକ ବିପଦ ସମୟରେ କେନ୍ଦ୍ର ପ୍ରଶାସନ ସହିତ ବେଦାନ୍ତ ଆଲୁମିନିୟମ ଲୋକଙ୍କୁ ଉଦ୍ଧାର ଓ ସହାୟତା କାର୍ଯ୍ୟରେ ଯୋଗ ଦେଇଛି ।

ଦୁର୍ଘଟଣା ଖବର ପାଇବା ସଙ୍ଗେ ସଙ୍ଗେ ଭାରତର ସର୍ବ ବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏବଂ ଏହାର ସହଯୋଗୀ ସଂସ୍ଥା ବେଦାନ୍ତ ଫେକର ସେମାନଙ୍କ ଦଳ ଓ ଜରୁରୀକାଳୀନ ସହାୟତା ପରିଚାଳନା ବିଭାଗ ତୁରନ୍ତ ଘଟଣା ସ୍ଥଳରେ ପହଁଚି ଲୋକମାନଙ୍କୁ ଉଦ୍ଧାର ଓ ସହାୟତା କାର୍ଯ୍ୟ ଜାରୀ ରଖିଥିଲେ ।

ବିପର୍ଯ୍ୟୟ ପରିଚାଳନା ଓ ଜରୁରୀକାଳୀନ ପରସ୍ଥିତିରେ ତାଲିମପ୍ରାପ୍ତ ଅନ୍ୟାନ୍ୟ କର୍ମଚାରୀଙ୍କ ସହିତ କଂପାନିର ସୁରକ୍ଷା ଦଳର ବିଶେଷଜ୍ଞମାନେ ତୁରନ୍ତ କାର୍ଯ୍ୟ ଆରମ୍ଭ କରିଥିଲେ ଓ ସେମାନେ ଲୋକମାନଙ୍କୁ ଖାଦ୍ୟ, ଜଳ, ବସ୍ତ୍ର ଓ ଲଜିଷ୍ଟିକ ସହାୟତା ଯୋଗାଇ ଦେଇଥିଲେ ।ଏହି ଦୁଃଖଦାୟକ ପରିସ୍ଥିତିରେ ସେମାନେ ୧୦୦୦ରୁ ଅଧିକ ଯାତ୍ରୀମାନଙ୍କ ମଧ୍ୟରୁ ପ୍ରାୟ ୩୦୦ ଲୋକଙ୍କ ଜୀବନ ବଂଚାଇବା ପାଇଁ ପ୍ରୟାସ କରିଥିଲେ ଏବଂ ଆହତ ବ୍ୟକ୍ତିମାନଙ୍କୁ ତୁରନ୍ତ ଆମ୍ବୁଲାନସ ଯୋଗେ ବାହାନଗା, ସୋର, ଭଦ୍ରକ ଓ ବାଲେଶ୍ୱର ଡାକ୍ତରଖାନାକୁ ପଠାଇଥିଲେ । କମ୍ପାନି ପକ୍ଷରୁ ରକ୍ତଦାନ ପାଇଁ ମଧ୍ୟ ୨୦୦ରୁ ଅଧିକ ସ୍ୱେଛାସେବୀ କର୍ମଚାରୀଙ୍କୁ ସଂଗ୍ରହ କରାଯାଇଥିଲା, ଯେଉଁମାନେ ହସପିଟାଲକୁ ଯାଇ ରୋଗୀଙ୍କ ଜୀବନ ରକ୍ଷା ପାଇଁ ରକ୍ତଦାନ କରିଛନ୍ତି ।

ଏହା ବ୍ୟତୀତ ବେଦାନ୍ତ ଆଲୁମିନିୟମ ଗତ ଦୁଇଦିନ ମଧ୍ୟରେ ହଜାର ହଜାର ଖାଦ୍ୟ ପ୍ୟାକେଟ ଓ ଗ୍ୟାଲନ ପାନୀୟ ଜଳ ଯୋଗାଇ ଦେଇଥିଲା ଯେଉଁମାନେ ଜରୁରୀକାଳୀନ ଚିକିତ୍ସା ସେବାରେ ଅଛନ୍ତି ଓ ସେମାନଙ୍କ ଯତ୍ନ ନେଉଛନ୍ତି ଓ ଦୁର୍ଘଟଣା ସ୍ଥଳରେ ଦିନ ରାତି କାର୍ଯ୍ୟ କରୁଛନ୍ତି । ଡାକ୍ତରଖାନାରେ ଭର୍ତି ହୋଇଥିବା ରୋଗୀଙ୍କୁ କମ୍ପାନି ପକ୍ଷରୁ ୫୦୦ରୁ ଅଧିକ ପୋଷାକ ଦାନ କରାଯାଇଛି ।

ବେଦାନ୍ତ କେବଳ ଦୁର୍ଘଟଣାରେ ଶୀକାର ହୋଇଥିବା ରୋଗୀମାନଙ୍କୁ ନୁହେଁ ବରଙ୍ଗ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ପ୍ରଶାସନର ସ୍ୱେଛାସେବୀ ଓ ଲୋକମାନଙ୍କୁ ଖାଦ୍ୟ ଓ ପାନୀୟ ଯୋଗାଇ ଦେଇଥିଲା । ଏହି ସ୍ଥାନରେ ଜଳାଭାବ ଥିବାରୁ ଏହାକୁ ଅନୁଭବ କରି ସମସ୍ତଙ୍କ ପାଇଁ ଶୁଦ୍ଧ ପାନୀୟ ଜଳ ଯୋଗାଣକୁ ବେଦାନ୍ତ ସୁନିଶ୍ଚିତ କରିଥିବା କଥା ସ୍ଥାନୀୟ ବାହାନଗା ବଜାରର ସ୍ୱେଛାସେବୀ ଜଗବନ୍ଧୁ ବାରିକ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version