• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାହାନଗା ରେଳ ଦୁର୍ଘଟଣା

Proprietor Abhimanyu Maharana by Proprietor Abhimanyu Maharana
June 7, 2023
in ଓଡ଼ିଶା, ମହାନଗର, ହୋମ୍
0
ବାହାନଗା ରେଳ ଦୁର୍ଘଟଣା
Share on FacebookShare on TwitterWhatsapp

x. ମୋଟ ମୃତକଙ୍କ ସଂଖ୍ୟା ୨୮୮
x. ୨୦୫ ମୃତଦେହ ଚିହ୍ନଟ ପରେ ହସ୍ତାନ୍ତର
x. ଅବଶିଷ୍ଟ ମୃତଦେହର ଚିହ୍ନଟ ପ୍ରକ୍ରିୟା ତ୍ୱରାନ୍ୱିତ

୭ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :–  ବାଲେଶ୍ୱର ବାହାନଗା ଠାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ସଂପର୍କରେ ଜିଲ୍ଲାପାଳ, ବାଲେଶ୍ୱରଙ୍କ ଠାରୁ ମିଳିଥିବା ଶେଷ ତଥ୍ୟ ଅନୁସାରେ ଏହି ସଂଖ୍ୟା ୨୮୮ ବୋଲି ଜଣାପଡିଛି । ଗତକାଲି ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୭୫ ବିବରଣୀ ଦିଆଯାଇଥିଲା । ପ୍ରଥମେ ରେଳ ଟ୍ରାକରୁ ୩୦ ମିଟର, ପରେ ୭୦ ମିଟର ଓ ଏହା ପରେ ୨୦୦ ଫୁଟ ପର‌୍ୟ୍ୟନ୍ତ ଦୁର୍ଘଟଣା ସ୍ଥାନର ପୁଙ୍ଖାନୁପୁଙ୍ଖ ତନଖି ଏବଂ ଯାଂଚ, ହସ୍ପିଟାଲର କର୍ତ୍ତୃପକ୍ଷଙ୍କ ସୂଚନା ଆଧାରରେ ଜିଲ୍ଲାପାଳ ଚୂଡାନ୍ତ ରିପୋର୍ଟରେ ମୃତକଙ୍କ ସଂଖ୍ୟା ୨୮୮ ବୋଲି ଦର୍ଶାଇଛନ୍ତି । ଭୁବନେଶ୍ୱରକୁ ପ୍ରଥମେ ଜିଲ୍ଲାରୁ ୧୯୩ଟି ମୃତଦେହ ପଠାଯାଇଥିଲା, ଯାହାକି ବିଭିନ୍ନ ଶବ ସଂରକ୍ଷଣ କେନ୍ଦ୍ରରେ ରଖାଯାଇଥିଲା । ବାଲେଶ୍ୱର ଠାରେ ଜିଲ୍ଲାମଧ୍ୟରେ ଟ୍ରାକ୍ ରୁ ହସ୍ପିଟାଲ ପର‌୍ୟ୍ୟନ୍ତ ରେକର୍ଡ ଯାଂଚ କରି ଜିଲ୍ଲା ସ୍ତରର ୯୪ଟି ମୃତଦେହ ଚିହ୍ନଟ ପୂର୍ବକ ସେମାନଙ୍କର ସଂପର୍କୀୟମାନଙ୍କୁ ହସ୍ତାନ୍ତର କରିଥିଲେ । ସେହିପରି ଭଦ୍ରକ ରେ ଚିକିତ୍ସିତ ଥିବା ଆହତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ମୃତଦେହ ଚିହ୍ନଟ ପରେ ତାହା ତାଙ୍କର ନିକଟ ସଂପର୍କୀୟଙ୍କୁ ହସ୍ତାନ୍ତର କରାଯାଇଛି । ଏହିପରି ଦୁର୍ଘଟଣାରେ ମୋଟ ମୃତ୍ୟୁସଂଖ୍ୟା ୨୮୮ ବୋଲି ଜଣା ପଡିଛି ।

ରେଲଓ୍ୱେ ପୋଲିସ୍ ମଧ୍ୟ ତାଙ୍କ ପତ୍ରରେ ଏହି ସଂଖ୍ୟା ବାଲେଶ୍ୱର ଜିଲ୍ଲାପାଳଙ୍କୁ ଜଣାଇଛନ୍ତି । ଆହତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ଜଣେ ସଂକଟାପନ୍ନ ସ୍ଥିତିରେ ଅଛନ୍ତି । ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରାଯାଉଛି ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ ।  ୯୬ ଟି ଆମ୍ବୁଲାନ୍ସରେ ୧୯୩ ଟି ମୃତଦେହକୁ ଭୁବନେଶ୍ୱର ଅଣାଯାଇଥିଲା । ସେଥିରୁ ଆଜି ଅପରାହ୍ଣ ସୁଦ୍ଧା ୧୧୦ ଟି ମୃତଦେହ ଚିହ୍ନଟ ହୋଇ ସେମାନଙ୍କର ସଂପର୍କୀୟଙ୍କୁ ହସ୍ତାନ୍ତର କରାଯାଇଛି । ବାଲେଶ୍ୱରରେ ୯୪ , ଭଦ୍ରକରେ ଗୋଟିଏ ଓ ଭୁବନେଶ୍ୱରରେ ୧୧୦ କୁ ମିଶାଇ ମୋଟ ୨୦୫ ଟି ମୃତଦେହ ଚିହ୍ନଟ ପରେ ହସ୍ତାନ୍ତର କରାଯାଇଛି ।ଆଉ ୮୩ ଟି ମୃତଦେହ ଚିହ୍ନଟ ପ୍ରକ୍ରିୟାରେ ରହିଛି । ଚିହ୍ନଟ ହୋଇପାରିନଥିବା ସବୁ ମୃତଦେହଗୁଡିକର ଡିଏନ୍ଏ ନମୁନା ସଂଗ୍ରହ କରାଯାଇସାରିଛି , ଯାହାକି ପରବର୍ତ୍ତୀ ସମୟରେ ଚିହ୍ନଟ ପ୍ରକ୍ରିୟାକୁ ସାହାଯ୍ୟ କରିବ । ଆମର ରହିଥିବା କଲ ସେଣ୍ଟରକୁ ଟ୍ରୋଲ ଫ୍ରି ନମ୍ବର-୧୮୦୦୩୪୫୦୦୬୧ ଏବଂ ୧୯୨୯ ରେ ବହୁ ଟେଲିଫୋନ୍ ଆସୁଛି ଯେଉଁଥିରେ ଲୋକମାନେ ସେମାନଙ୍କର ଆତ୍ମୀୟ ସ୍ଵଜନଙ୍କ ସମ୍ପର୍କରେ ଅନୁସନ୍ଧାନ କରୁଛନ୍ତି । ଚିକିତ୍ସିତଙ୍କୁ ସାକ୍ଷାତ , ମୃତହେହ ଚିହ୍ନଟକରଣ ଓ ପରିବହନ ଆଦି ବିଭିନ୍ନ କ୍ଷେତ୍ରରେସାହାଯ୍ୟ କରାଯାଉଛି ।

ଆସନ୍ତା କାଲି ଭିତରେ ମୃତଦେହ ଚିହ୍ନଟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ବୋଲି ମୁଖ୍ୟ ଶାସନ ସଚିବ ଆଶା ପ୍ରକାଶ କରିଛନ୍ତି ।  ସଂଧ୍ୟାରେ ଅନୁଷ୍ଠିତ ଏ ସଂପର୍କିତ ଏକ ବୈଠକରେରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ହସ୍ପିଟାଲରେ ଅଲଗା ରହିଥିବା ମୃତଦେହଗୁଡିକୁ ଏମ୍ସ ହସ୍ପିଟାଲକୁଅଣାଯାଇଏକତ୍ର ଗୋଟିଏ ସ୍ଥାନରେ ସଂରକ୍ଷିତ କରି ରଖାଯିବା ସମ୍ପର୍କରେ ନିଷ୍ପତ୍ତି ନେଇଛନ୍ତି।ଫଳରେ ମୃତଦେହ ଚିହ୍ନଟକରଣ ପାଇଁ ସଂପର୍କୀୟମାନେ ନିର୍ଦ୍ଦିଷ୍ଟ ଗୋଟିଏ ସ୍ଥାନରେ ଆସି ପହଁଚିବେ ଓ ଏହା ଫଳରେ ମଧ୍ୟ ଚିହ୍ନଟ ଓ ହସ୍ତାନ୍ତର ପ୍ରକ୍ରିୟା ଅଧିକ ସହଜ ହୋଇପାରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version