• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀ ଠାରେ ବିଶାଳ ଶୋଭାଯାତ୍ରାରେ ପ୍ରତିବାଦ କରିଥିଲେ ।

Proprietor Abhimanyu Maharana by Proprietor Abhimanyu Maharana
June 12, 2023
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀଜଗନ୍ନାଥଙ୍କ ଅମୃତ ମଣୋହୀ ଜମି ଓ ଚାଷଜମି ଫେରାଇବା ଅଭିଯାନ ; ଛଇତନା ଗ୍ରାମରେ ବେଦାନ୍ତ ବିରୋଧୀଙ୍କ ସଭା
Share on FacebookShare on TwitterWhatsapp

୧୧ ଜୁନ ୨୦୨୩ ( ଓଡିଶା ତାଜା ନ୍ୟୁଜ୍  ) ପୁରୀ :- କୋଣାର୍କ ବେଳାଭୂମି ମାର୍ଗ ଉପକଣ୍ଠ ୨୨ ମୌଜା ଅଞ୍ଚଳର ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ଵ ଏକରର ମୂଲ୍ୟବାନ ଚାଷଜମି, ଘରବାରୀ, ଗୋଚର ଓ ଶ୍ରୀଜଗନ୍ନାଥଙ୍କ ଅମୃତ ମଣୋହୀ ଜମିକୁ ଶାଗମାଛ ଦରରେ ଏକ ବିଶ୍ବସ୍ତରୀୟ ବିଶ୍ବବିଦ୍ୟାଳୟ କରିବା ଆଳରେ ବେଦାନ୍ତ କମ୍ପାନୀ ହାତେଇନେଇ ଥିଲା । ବେଦାନ୍ତ କମ୍ପାନୀକୁ ଏହି ଜମି ହସ୍ତାନ୍ତର ପାଇଁ ରାଜ୍ୟ ସରକାର ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିଲେ । ଯାହାକୁ ନେଇ ତୀବ୍ର ଜନ ଅସନ୍ତୋଷ ମୁଣ୍ଡ ଟେକିଥିଲା ଓ ପରବର୍ତ୍ତୀ ସମୟରେ ବେଦାନ୍ତ ବିଶ୍ବବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି ଏହାକୁ ଦୃଢ଼ ବିରୋଧ କରିଥିଲା । ପୂର୍ବତନ ବିଧାୟକ ଉମାବଲ୍ଲଭ ରଥଙ୍କ ନେତୃତ୍ବରେ ବେଦାନ୍ତ ବିରୋଧୀମାନେ କେବଳ ପୁରୀ ସହର ନୁହେଁ, ରାଜ୍ୟବାସୀଙ୍କୁ ଏହି ବେଆଇନ୍ ଜମି ହସ୍ତାନ୍ତର ନେଇ ସଚେତନ କରିବା ସହ ନୂଆଦିଲ୍ଲୀ ଠାରେ ବିଶାଳ ଶୋଭାଯାତ୍ରାରେ ପ୍ରତିବାଦ କରିଥିଲେ ।ହାଇକୋର୍ଟଙ୍କ ଠାରୁ ସୁପ୍ରିମକୋର୍ଟ ଯାଏଁ ବେଦାନ୍ତ କମ୍ପାନୀର ଏହି ଜମି ଦଖଲକୁ ବେଆଇନ ଦର୍ଶାଇବା ସହ କମ୍ପାନୀକୁ ପ୍ରତ୍ୟକ୍ଷ ଭାବେ ସହଯୋଗ କରିଥିବା ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏବେ ଜମିହରା ପ୍ରଜାମାନେ କିପରି ତାଙ୍କ ଜମି ଫେରିପାଇବେ ସେ ନେଇ ପୁଣି ଏକ ସଂଘର୍ଷର ସୂତ୍ରପାତ ଆରମ୍ଭ ହୋଇଛି । ରବିବାର ପୂର୍ବାହ୍ନରେ ପୁରୀ ସଦର ୨୨ ମୌଜା ଅନ୍ତର୍ଗତ ଛଇତନା ଗ୍ରାମେଶ୍ବର ମନ୍ଦିର ପ୍ରାଙ୍ଗଣରେ ବେଦାନ୍ତ ବିଶ୍ବବିଦ୍ୟାଳୟ ବିରୋଧି ସଙ୍ଘର୍ଷ ସମିତି ସଭାପତି ଦାମୋଦର ପ୍ରଧାନଙ୍କ ସଭାପତିତ୍ବରେ ଜମିହରା ପ୍ରଜାମାନେ କିପରି ତାଙ୍କ ଜମି ଫେରିପାଇବେ ସେ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବୈଠକରେ ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାତ୍ର, ଦେବୀ ପ୍ରସାଦ ପୃଷ୍ଟିଙ୍କ ସମେତ ବିଶ୍ବନାଥ ପ୍ରଧାନ, ରମେଶ ଚନ୍ଦ୍ର ପ୍ରଧାନ, ବିଷ୍ଣୁ ପ୍ରସାଦ ମିଶ୍ର, କୈଳାସ ଚନ୍ଦ୍ର ସ୍ଵାଇଁ, ପ୍ରଭାକର ଗୋଛୟତ, ହରପ୍ରସାଦ ଜେନା,ପର୍ଶୁରାମ ପ୍ରଧାନ, ଗଙ୍ଗାଧର ପ୍ରଧାନ, ଅଭିନ୍ନ ଚନ୍ଦ୍ର ସ୍ବାଇଁ,ରମେଶ ଦଳେଇ, ବୃନ୍ଦାବନ ପ୍ରଧାନ, ବଂଶୀଧର ପ୍ରଧାନ, ସୁକାନ୍ତ କୁମାର ଦାସ, ରାମଚନ୍ଦ୍ର ସ୍ବାଇଁ, ପ୍ରଭାକର ସ୍ୱାଇଁ, ଲକ୍ଷ୍ମଣ ପ୍ରଧାନ, ବ୍ରଜ କିଶୋର ପ୍ରଧାନ, ଦାମୋଦର ନାୟକ, ମଧୁସୂଦନ ରାଉତରାୟ, କିଶୋର ପ୍ରଧାନ, ପ୍ରଭାକର ସ୍ୱାଇଁ, ପ୍ରମୁଖ ଶତାଧିକ ଗ୍ରାମବାସୀ ଯୋଗ ଦେଇଥିଲେ । ଏହି ଅବସରରେ ବେଦାନ୍ତ ବିଶ୍ବବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତିର ଆବାହକ ତଥା ପୂର୍ବତନ ବିଧାୟକ ଉମା ବଲ୍ଲଭ ରଥ ନିଜ ବ୍ୟକ୍ତବ୍ଯରେ ବେଦାନ୍ତ କମ୍ପାନୀ ହାତେଇଥିବା ଜମି ସମ୍ପୂର୍ଣ୍ଣ ବେଆଇନ କହିବା ସହ ଏ ସମ୍ପର୍କ ରେ ମାନ୍ୟବର ସୁପ୍ରିମକୋର୍ଟ ଓ ହାଇକୋର୍ଟ ଦେଇଥିବା ରାୟ ସମ୍ପର୍କରେ ଉପସ୍ଥିତ ମହଲଙ୍କୁ ସଚେତନ କରାଇଥିଲେ । ଦୀର୍ଘ ୧୭ ବର୍ଷର ଆଇନଗତ ଲଢେ଼ଇ ପରେ ମାନ୍ୟବର ସୁପ୍ରିମକୋର୍ଟ ଏହି ବେଆଇନ ଜମି ଅଧିଗ୍ରହଣ ନେଇ ବେଦାନ୍ତ କମ୍ପାନୀକୁ ୫ ଲକ୍ଷ ଟଙ୍କା ଜରିମାନା ସହ ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରିଛନ୍ତି । ମାତ୍ର ଅଧିକୃତ ଜମି ଗୁଡିକ ବର୍ତ୍ତମାନ ସୁଦ୍ଧା ଜମିହରା ମାନେ ଫେରି ପାଇନଥିବାରୁ ପୁଣି ଏକ ସଂଘର୍ଷର ଆବଶ୍ୟକତା ରହିଛି । ଏ ସମ୍ପର୍କରେ ବେଦାନ୍ତ ବିଶ୍ବବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତି ପକ୍ଷରୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯିବ ବୋଲି ଶ୍ରୀ ରଥ କହିଛନ୍ତିି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version