• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପାରଳାଖେମୁଣ୍ଡି ଠାରେ ଧାରା ୧୪୪ ଜାରୀ ସହିତ ବିନା ଶ୍ରଦ୍ଧାଳୁ-ଭକ୍ତ’ରେ ସମ୍ପନ୍ନ ହେଲା ମହାପ୍ରଭୁ’ଙ୍କ ପବିତ୍ର ପହଣ୍ଡି ଓ ଘୋଷଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
June 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପାରଳାଖେମୁଣ୍ଡି ଠାରେ ଧାରା ୧୪୪ ଜାରୀ ସହିତ ବିନା  ଶ୍ରଦ୍ଧାଳୁ-ଭକ୍ତ’ରେ ସମ୍ପନ୍ନ ହେଲା ମହାପ୍ରଭୁ’ଙ୍କ ପବିତ୍ର ପହଣ୍ଡି ଓ ଘୋଷଯାତ୍ରା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଜୁନ୍ ମଙ୍ଗଳବାର) ପାରଳାଖେମୁଣ୍ଡି :- ଦକ୍ଷିଣ-ଓଡିଶା’ର ପ୍ରସିଦ୍ଧ ଉପାନ୍ତ ଶ୍ରୀକ୍ଷେତ୍ର ଗଜପତି ଜିଲ୍ଲା ସଦର-ମହକୁମା ପାରଳାଖେମୁଣ୍ଡି ଠାରେ ଚଳିତ ବର୍ଷ , ତିନି ଠାକୁର’ଙ୍କ ପବିତ୍ର ପହଣ୍ଡି ଓ ଘୋଷଯାତ୍ରା ଧାରା ୧୪୪ ଜାରୀ ସହ ସହ ବିନା ଶ୍ରଦ୍ଧାଳୁ ଭକ୍ତ’ରେ ସମ୍ପନ୍ନ ହୋଇଛି । ଚଳିତ ବର୍ଷ କୋଭିଡ-୧୯ ପରିସ୍ଥିତି’କୁ ଦୃଷ୍ଟି ଆଗରେ ରଖି ଚଳିତ ବର୍ଷ’ର ରଥଯାତ୍ରା ପାଳନ ଅବସର’ରେ ନିର୍ଦ୍ଧିଷ୍ଟ କେତେକ ନୀତିକାନ୍ତି କାର୍ଯ୍ୟକ୍ରମ ନିର୍ଦ୍ଧିଷ୍ଟ କେତେକ ପୂଜକ ତଥା ସେବାୟତ ମାନଙ୍କ ମଧ୍ୟରେ ସମ୍ପନ୍ନ ହୋଇଥିଲା । ଉପାନ୍ତ ଅଞ୍ଚଳ’ର ଏହି ପବିତ୍ର ରଥଯାତ୍ରା ଦେଖିବା ପାଇଁ ପ୍ରତିବର୍ଷ ଲକ୍ଷାଧିକ ସଂଖ୍ୟକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥାଏ ।

ଏହାକୁ ଦୃଷ୍ଟିରେ ରଖି କୋଣସି ଶ୍ରଦ୍ଧାଳୁ ଭକ୍ତ ଯେଭଳି ମନ୍ଦିର ପରିବେଶ ଭିତରକୁ ପ୍ରବେଶ ନ କରିବେ ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତ ରାତି ଠାରୁ ଧାରା ୧୪୪ ଜାରୀ କରା ଯାଇ ମନ୍ଦିର ପ୍ରବେଶ ପଥ ଗୁଡିକ’ରେ ବାଉଁଶ ବେରିକେଟ କରି ପୋଲିସ ପହରା ଦିଆ ଯାଇଥିଲା । ହେଲେ ମଧ୍ୟ ଆଜି ଭୋର ସକାଳେ ବହୁ ସଂଖ୍ୟାରେ ମହିଳା ଶ୍ରଦ୍ଧାଳୁ ଭକ୍ତ ମାନେ ବାଉଁଶ ବେରିକେଟ ପାଖକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ପ୍ରୟାସ କରି ଏବଂ ଦର୍ଶନ ନ ପାଇଁ ପୂଜକ ହାତରେ ଫୁଲ , ନଡ଼ିଆ କଦଳୀ ଇତ୍ୟାଦି ଭୋଗରାଗ ଧରାଇ ଚାଲି ଯାଇଥିଲେ ।

ଆଜି ସକାଳେ ଓ ପୂର୍ବାହ୍ନ’ରେ ଏହି ଅବସର’ରେ ଶ୍ରୀମନ୍ଦିର’ରେ ମହାପ୍ରଭୁ’ଙ୍କ ଆଳତି , ମଇଲମ , ତଡପ ଲାଗି ,ଅବକାଶ , ଚିତାଲାଗି , ବସ୍ତ୍ରଲାଗି , ପୂଜାର୍ଚ୍ଚନା ପ୍ରଭୃତି ପାରମ୍ପରିକ ନୀତିକାନ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ’ଙ୍କ ପହଣ୍ଡି କାର୍ଯ୍ୟକ୍ରମ ନିର୍ଦ୍ଧିଷ୍ଟ ୮/୧୦ ଜଣ ପୂଜକ ତଥା ସେବାୟତ ମାନଙ୍କ ଗହଣରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁଙ୍କ ବଡ଼ ବିଗ୍ରହ ପରିବର୍ତ୍ତେ ଛୋଟ ବିଗ୍ରହ’ରେ ପହଣ୍ଡି କରା ଯାଇଥିଲା । ରତ୍ନବେଦୀ’ରୁ ଅନ୍ୟତ୍ର ଠାରେ ଥିବା ସାନ ବେଦୀକୁ ମହାପ୍ରଭୁ’ଙ୍କୁ ଶଙ୍ଖ-ଘଣ୍ଟ ନାଦ’ରେ ପହଣ୍ଡି କରି ନିଆ ଯାଇଥିଲା ।

ବଡଦାଣ୍ଡ’ରେ ତିନି ଜିଉ ଓ ଭକ୍ତ’ଙ୍କ ଅପେକ୍ଷାରେ ନିରବ’ରେ ଦଣ୍ଡାୟମାନ ହୋଇ ରହିଥିଲା ମହାପ୍ରଭୁ’ଙ୍କ ରଥ । ତିନି ଠାକୁର’ଙ୍କ ରଥଯାତ୍ରା ଦିନରେ ଜଗନ୍ନାଥ ମନ୍ଦିର ପରିସର ଓ ବଡଦାଣ୍ଡ ଖାଁ ଖାଁ ଲାଗୁଥିଲା । ଉପ-ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା , ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ ମେଡମ ଦାସ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀ , ପାରଳାଖେମୁଣ୍ଡି ଆଦର୍ଶ ଥାନାଧିକାରୀ ବିବେକା ନନ୍ଦ ସ୍ବାଇଁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ପରିସ୍ଥିତି ଅନୁଧ୍ୟାନ କରିଥିଲେ । (ଗଜପତ /ପାରଳାଖେମୁଣ୍ଡି – ରିପୋର୍ଟଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version