• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଇଝୁକା ଗ୍ରାମରେ ଇଟା ଭାଟିରେ ନିଆଁ ଲଗାଇବା ବେଳେ ପୋଡ଼ିଗଲେ ମହିଳା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Proprietor Abhimanyu Maharana by Proprietor Abhimanyu Maharana
June 13, 2023
in ଓଡ଼ିଶା, ଗଜପତି, ହୋମ୍
0
ରାଇଝୁକା ଗ୍ରାମରେ ଇଟା ଭାଟିରେ ନିଆଁ ଲଗାଇବା ବେଳେ ପୋଡ଼ିଗଲେ ମହିଳା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
Share on FacebookShare on TwitterWhatsapp

୧୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଇଟା ଭାଟିରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଇଟା ପୋଡ଼ୁଥିବା ବେଳେ ପୋଡ଼ିଗଲେ ମହିଳା । ଶରୀରର ୮୦ ଭାଗ ପୋଡ଼ି ଗୁରୁତର ଅବସ୍ଥାରେ ମହିଳା ଜଣକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଘଟଣା ଘଟିଛି ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ରାଇଝୁକା ଗ୍ରାମରେ । ସୂଚନା ପ୍ରକାରେ, ରବିବାର ସକାଳେ ଇଟା ଭାଟିରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବା ସମୟରେ ଅଚାନକ ସୁପ୍ରିୟା ବାସ୍ତରାୟଙ୍କ ଦେହରେ ନିଆଁ ଲାଗିଯାଇଥିଲା । ତେବେ ମହିଳା ଜଣକ ପଲିଷ୍ଟର ଲୁଗା ପିନ୍ଧିଥିବା ଯୋଗୁଁ ହଠାତ୍ ତାଙ୍କ ଶାଢିରେ ନିଆଁ ଲାଗି ତାଙ୍କ ଶରୀର ୮୦ ଭାଗ ପୋଡ଼ିଯାଇଛି। ଗୁରୁତର ଅବସ୍ଥାରେ ପରିବାର ଲୋକେ ସୁପ୍ରିୟାଙ୍କୁ ମୋହନା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ତେବେ କେଉଁ କାରଣରୁ ନିଆଁ ଲାଗିଛି ତାହା ପୁଲିସ ତଦନ୍ତ ପରେ ହିଁ ଜଣାପଡ଼ିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026

October 11, 2026
ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026
Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version