• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଓଡ଼ିଶା ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ

Proprietor Abhimanyu Maharana by Proprietor Abhimanyu Maharana
June 16, 2023
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଓଡ଼ିଶା ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ
Share on FacebookShare on TwitterWhatsapp

୧୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଦୁଃଖଦ ଟ୍ରେନ୍‌ ଦୁର୍ଘଟଣାରେ ପ୍ରଭାବିତ ପରିବାରଙ୍କ ବୀମା ଦାବି ଫଇସଲା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ସ୍ୱତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଛି । ସ୍ଥିତିର ଗମ୍ଭୀରତାକୁ ନଜରରେ ରଖି ପଲିସି ଦାବିର ଶୀଘ୍ର ସମାଧାନ ପାଇଁ ମୃତ୍ୟୁକାଳୀନ ଓ ଦିବ୍ୟାଙ୍ଗ ଦାବିର ଫଇସଲା ପ୍ରକ୍ର୍ରି୍ରୟାକୁ ସହଜ କରାଯାଇଛି । ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ସରଳୀକୃତ ଦାବି ପ୍ରକ୍ର୍ରିୟା ଲାଗୁ କରାଯାଇଛି ଯେଉଁଥି ପାଇଁ ସର୍ବନିମ୍ନ କାଗଜପତ୍ର ଆବଶ୍ୟକ । ଦାବି ପ୍ରକ୍ର୍ରିୟାକରଣ ପାଇଁ ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସକୁ ପଲିସିଧାରକ କିମ୍ବା ନୋମିନି, ଆଇନଗତ ଉତରାଧିକାରୀ ପ୍ରଦାନ କରିବାକୁ ଥିବା କାଗଜପତ୍ର ବିଷୟରେ ନିମ୍ନରେ ସୂଚନା ଦିଆଯାଇଛି ।

 ଓଡ଼ିଶା ଟ୍ରେନ୍ ଦୁର୍ଘଟଣାରେ ବୀମାଧାରକଙ୍କ ମୃତ୍ୟୁ ହୋଇଥିବାର ବୈଧ ରେକର୍ଡ . ପ୍ରମାଣକୁ ଭାରତୀ ଆକ୍ସା ଲାଇଫ ଇନ୍‌ସ୍ୟୁରାନ୍ସ ଗ୍ରହଣ କରିବ

 ଦାବିଦାରଙ୍କ ଷ୍ଟେଟ୍‌ମେଂଟ୍ (ନୋମିନି ପୂରଣ କରିବେ) ନୋମିନିଙ୍କ ବ୍ୟାଙ୍କ ବିବରଣୀ ସହିତ – https://www.bhartiaxa.com/claims ରେ ଦାଖଲ କରିବାକୁ ପଡ଼ିବ

 ସରକାର ଜାରି କରିଥିବା ଏକ ଫଟୋ ପରିଚୟପତ୍ର, ଠିକଣା ପ୍ରମାଣପତ୍ର ଏବଂ ବୀମା ଧାରକଙ୍କ ସହିତ ନୋମିନିଙ୍କ ସମ୍ପର୍କ ପ୍ରମାଣକୁ ଦାବି ଉପସ୍ଥାପନ ବେଳେ ଦାଖଲ କରିବାକୁ ହେବ । ଏହା ସହିତ ନୋମିନି/ ଆଇନଗତ ଉତରାଧିକାରୀ ନିଜ ଦାବି ବିଷରେ ଭାରତୀ ଆକ୍ସା ଲାଇଫ୍ ଇନସ୍ୟୁରାନ୍ସର ଏହି ଅଧିକାରୀ ମାନଙ୍କୁ ଜଣାଇବାକୁ ହେବ

Soubhagya Ranjanbehera – soubhagya.ranjanbehera@bhartiaxa.com
Koushik Sanyal – koushik.sanyal@bhartiaxa.com
Arijit Prasad Roy – arijitprasad.roy@bhartiaxa.com
Claims Department – lifeclaims@bhartiaxa.com

ଅଧିକ ବିବରଣୀ ପାଇଁ ପଲିସିଧାରକ ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସର ଦେୟମୁକ୍ତ ନମ୍ବର ୧୮୦୦-୧୦୨-୪୪୪୪ରେ ଯୋଗାଯୋଗ କରିପାରିବେ । ଅନ୍ୟଥା, ଦାବି ଉପସ୍ଥାପନ କରିବା ଲାଗି ସେମାନେ, ଆଶିଷ ପ୍ଲାଜା ପ୍ରଥମ ମହଲା, ପୋଲିସ ଲାଇନ୍ ଛକ ନିକଟ, ଓଟି ରୋଡ୍‌, ବାଲେଶ୍ୱର, ଓଡ଼ିଶା-୭୫୬୦୦୧ରେ ଥିବା ଭାରତୀ ଆକ୍ସା ଲାଇଫ୍‌ର ଶାଖା ସହ ଯୋଗାଯୋଗ କରିପାରିବେ । ଭାରତୀ ଆକ୍ସା ଲାଇଫ୍ ଇନ୍‌ସ୍ୟୁରାନ୍ସର ଗ୍ରାହକ ଅଧିକାରୀ ମୁଖ୍ୟ ଓ ମାର୍କେଟିଂ, ଡିଜିଟାଲ୍ ଓ ଅନଲାଇନ୍ ବିକ୍ରି ମୁଖ୍ୟ ଶ୍ରୀ ନିତୀନ ମେହ୍‌ତା କହିଛନ୍ତି ଯେ, “ଏହି କଠିନ ସମୟରେ ବାଲେଶ୍ୱର ଦୁଃଖଦ ଟ୍ରେନ୍‌ ଦୁର୍ଘଟଣାରେ ପୀଡ଼ିତ ଲୋକମାନଙ୍କ ପ୍ରଭାବିତ ପରିବାର ପ୍ରତିି ଅମେ ଗଭୀର ସମଦେବନା ଜଣାଉଛି ।

ଟ୍ରେନ୍ ଦୁର୍ଘଟଣାର ପୀଡ଼ିତ ମାନେ ସାମ୍ନା କରୁଥିବା ଚାପକୁ ସହଜ କରିବା ଦିଗରେ ଆମର ନିଷ୍ଠାପର ଉଦ୍ୟମ ସ୍ୱରୂପ ଆମେ ଆମେ ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ କରିଛୁ ଓ ଆଶା କରୁଛୁ ଯେ ଏହି ସହଜ ପଦ୍ଧତି ଲୋକମାନଙ୍କୁ କିଛିଟା ଆରାମ ଓ ସହାୟତା ପ୍ରଦାନ କରିବ । ଭାରତୀ ଆକ୍ସା ଲାଇଫ୍‌ରେ ପ୍ରଭାବିତ ଗ୍ରାହକମାନଙ୍କୁ ଶ୍ରେଷ୍ଠ ଆର୍ଥିକ ରିଲିଫ୍ ପ୍ରଦାନ କରିବା ଦିଗରେ ଆମେ ନିରନ୍ତର ଭାବେ କାର୍ଯ୍ୟ କରୁଛୁ ।’’ ଭାରତୀ ଆକ୍ସା ଲାଇଫ ପକ୍ଷରୁ କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ପ୍ରଭାବିତ ଲୋକଙ୍କୁ ମାନବିକତା ରିଲିଫ୍ ପ୍ରଦାନ କରିବା ଲାଗି କଂପାନି ଅକ୍ସଫାମ୍ ଇଣ୍ଡିଆ ସହିତ ସହଯୋଗିତା ସ୍ଥାପନ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version