• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିପିଏସ୍ଓଡିଏଲ୍ ପକ୍ଷରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବା ଲାଗି ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
June 18, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଟିପିଏସ୍ଓଡିଏଲ୍ ପକ୍ଷରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବା ଲାଗି ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ
Share on FacebookShare on TwitterWhatsapp

• ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ସୁନିଶ୍ଚିତ କରିବା ଲାଗି କାର୍ଯ୍ୟ କ୍ଷେତ୍ରରେ କରୁଥିବା ୪,୪୨୦ କର୍ମଚାରୀ ମୂତୟନ କରାଯାଇଛି ।

• କାର୍ଯ୍ୟ କ୍ଷେତ୍ରରେ କରୁଥିବା କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟ, କଣ୍ଡକ୍ଟର, ଆସେସୋରିଜ୍, ହାଇଡ୍ରା ଓ ପୋଲମାଷ୍ଟର୍ ପ୍ରଦାନ

• ରାତି ସମୟରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆସ୍କା ଆଲୋକର ବ୍ୟବସ୍ଥା

୧୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବ୍ରହ୍ମପୁର :- ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ ଡି) ପକ୍ଷରୁ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆକଳନକୁ ଦୃଷ୍ଟିରେ ରଖି ତଥା ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବା ଲାଗି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି । ଏଥି ସହିତ ନିକଟରେ ଘଟିଥିବା କାଳବୈଶାଖୀ ପରେ କଂପାନି ପକ୍ଷରୁ ନେଟୱାର୍କ ପୁନରୁଦ୍ଧାର କାର୍ଯ୍ୟକୁ ପ୍ରାୟତ ସମ୍ପୂର୍ଣ୍ଣ କରାଯାଇଛି । ପ୍ରଭାବିତ ଅଂଚଳରେ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରିବା ଲାଗି ଟିପିଏସ୍ଓଡିଏଲ୍ ର କର୍ମଚାରୀମାନେ ଦିନରାତି ନିରବଚ୍ଛିନ୍ନ ଅକ୍ଳାନ୍ତ ପରିଶ୍ରମ କରିଛନ୍ତି । କେନ୍ଦ୍ରୀୟ ବିଦ୍ୟୁତ ବ୍ୟବସ୍ଥା ନିୟନ୍ତ୍ରଣ କେନ୍ଦ୍ର (ସି-ପିଏସ ସିସି) ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟକୁ ପ୍ରତକ୍ଷ୍ୟ ଭାବେ ନିରୀକ୍ଷଣ କରାଯାଉଛି ଏବଂ ଡିଭିଜନ ସ୍ତରରେ ନିରୀକ୍ଷଣ ଟିମ୍ କର୍ମଚାରୀମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରୁଛନ୍ତି ।

ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ସୁନିଶ୍ଚିତ କରିବା ଏବଂ ଆଉ ଏକ କାଳବୈଶାଖୀ ଘଟିଲେ ପୁନରୁଦ୍ଧାର କାର୍ଯ୍ୟକୁ ଶୀଘ୍ର କରିବା ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ କାର୍ଯ୍ୟ କ୍ଷେତ୍ରରେ କରୁଥିବା ୪,୪୨୦ କର୍ମଚାରୀ ମୂତୟନ କରାଯାଇଥିବା ବେଳେ ସେମାନଙ୍କୁ ବିଦ୍ୟୁତ ଖୁଂଟ, କଣ୍ଡକ୍ଟର, ହାଇଡ୍ରା ଓ ପୋଲମାଷ୍ଟର ପ୍ରଦାନ କରାଯାଇଛି । ରାତିରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ କଂପାନି ପକ୍ଷରୁ ଆସ୍କା ଆଲୋକର ବ୍ୟବସ୍ଥା କରାଯାଇଛି ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ୭୦୦ କର୍ମଚାରୀ ଯେକୌଣସି ସମୟରେ ମୂତୟନ ହେବା ଲାଗି ପ୍ରସ୍ତୁତ ରହିଛନ୍ତି । ବର୍ତମାନର ସ୍ଥିତିକୁ ନଜରରେ ରଖି ଟିପିଏସ୍ଓଡିଏଲ୍ ର ସମସ୍ତ ବୈଷୟିକ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି ଯାହା ଗ୍ରାହକମାନଙ୍କୁ ସେବା ପ୍ରଦାନ କରିବା ଲାଗି କଂପାନିର ପ୍ରତିବଦ୍ଧତାକୁ ଦର୍ଶାଉଛି । ଗ୍ରାହକଙ୍କ ବର୍ଦ୍ଧିତ ପ୍ରଶ୍ନ ଓ ଅଭିଯୋଗର ପରିଚାଳନା କରିବା ଲାଗି କଲ୍ ସେଂଟରରେ ଅଧିକ କର୍ମଚାରୀ ମୂତୟନ କରାଯାଇଛି ।

ପାହାଡ଼ିଆ ଓ ଅସୁବିଧା ଅଂଚଳକୁ ଉପକରଣ ପରିବହନ ପାଇଁ ସ୍ଥାନୀୟ ପ୍ରଶାସନ ଓ ଓଡିଶା ବିପର୍ଯ୍ୟୟ ଦ୍ରୁତ ପ୍ରଶମନ ବଳ (ଓଡ୍ରାଫ୍) ସହ ସମନ୍ୱୟ ସମେତ ପୁନରୁଦ୍ଧାର କାର୍ଯ୍ୟ ଲାଗି ଟିପିଏସ୍ଓଡିଏଲ୍ ପକ୍ଷରୁ ଅତିରିକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ଟିପିଏସ୍ଓଡିଏଲ୍ ର ସିଇଓ ଶ୍ରୀ ଅମିତ ଗର୍ଗ କହିଛନ୍ତି ଯେ, “ସଂପ୍ରତି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ଭଳି ଆହ୍ୱାନପୂର୍ଣ୍ଣ ପାଣିପାଗ ସ୍ଥିତିରେ ମଧ୍ୟ ଗ୍ରାକମାନଙ୍କୁ ଗୁଣାତ୍ମକ ବିଦ୍ୟୁତ ଯୋଗାଇ ଦେବା ଲାଗି ଆମେ ସମ୍ପୂର୍ଣ୍ଣ ପ୍ରତିବଦ୍ଧ ରହିଛୁ । ଆମର ଦକ୍ଷ କର୍ମଚାରୀ ମୂତୟନ, ସ୍ୱତନ୍ତ୍ର ଉପକରଣ ଓ ସଂପୃକ୍ତ ଅଧିକାରୀ ସହ ସହଯୋଗିତା ଆମକୁ ବିଦ୍ୟୁତ ବିଭ୍ରାଟ ବେଳେ ଶୀଘ୍ର ପଦକ୍ଷେପ ନେବା ଓ ନିରବଚ୍ଛିନ୍ନ ସେବାକୁ ସୁନିଶ୍ଚିତ କରିବାରେ ସକ୍ଷମ କରିଛି । ଗୁଣାତ୍ମକ ବିଦ୍ୟୁତ ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପ୍ରତିବଦ୍ଧ ରହିଥିବା ବେଳେ ଆମ ମୂଲ୍ୟବାନ ଗ୍ରାହକଙ୍କ ସେବା ଓ ସନ୍ତୁଷ୍ଟିକୁ ଅଗ୍ରାଧିକାର ପ୍ରଦାନ ଜାରି ରଖିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version