• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାସ୍ଥ୍ୟ, ସ୍ୱାଦ ଏବଂ ମନୋରଞ୍ଜନ : ବାଲେଶ୍ୱରରେ ଖୁସିର ତିନୋଟି ଲହର

Proprietor Abhimanyu Maharana by Proprietor Abhimanyu Maharana
June 18, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ସ୍ୱାସ୍ଥ୍ୟ, ସ୍ୱାଦ ଏବଂ ମନୋରଞ୍ଜନ : ବାଲେଶ୍ୱରରେ ଖୁସିର ତିନୋଟି ଲହର
Share on FacebookShare on TwitterWhatsapp

୧୮ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲେଶ୍ୱର :- ମେଡିକାଲ ରୋଡ଼ ନିକଟସ୍ଥ ଠ୨ ମଲ୍‌ରେ ଚଳିତ ଜୁନ ମାସ ୧୭ ଓ ୧୮ ତାରିଖରେ ଓଡ଼ିଶା ମିଲେଟ୍ ମିଶନ ଆୟୋଜନ କରିଛି ଏକ ଆକର୍ଷଣୀୟ ଇଭେଂଟ ସିରିଜ୍ ଯାହା ବାଲେଶ୍ୱରର ସ୍ଥାନୀୟ ଲୋକମାନଙ୍କୁ ଯୋଗାଇଛି ଭରପୂର ମନୋରଞ୍ଜନ । ଓଡ଼ିଶା ସରକାରଙ୍କ ମହତ୍ୱାକାଂକ୍ଷୀ କାର୍ଯ୍ୟକ୍ରମ ଭାବରେ ପରିଚିତ ‘ଓଡ଼ିଶା ମିଲେଟ୍ ମିଶନ’ ରାଜ୍ୟରେ ମିଲେଟ୍ସର ପ୍ରଚାର ପାଇଁ ବିଭିନ୍ନ ଅଭିନବ ତଥା ଆକର୍ଷଣୀୟ ଉପାୟ ଅବଲମ୍ବନ କରୁଛି । ଏହି ପ୍ରୟାସର ଏକ ଅଂଶ ଭାବରେ, ‘ଓଡ଼ିଶା ମିଲେଟ ମିଶନ’ ମିଲେଟ୍ସର ଉପକାରିତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟର ପ୍ରମୁଖ ୨୦ଟି ସହରରେ ଆୟୋଜନ କରୁଛି ଏକ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ ଯାହାର ନାମ ରହିଛି ‘ଓଡ଼ିଶାର ମିଲେଟ ବିଷୟରେ ଜାଣନ୍ତୁ’ ।

ମନୋରଞ୍ଜନ ମାଧ୍ୟମରେ ଲୋକମାନଙ୍କୁ ସେମାନଙ୍କ ଦୈନନ୍ଦିନ ଖାଦ୍ୟରେ ମିଲେଟ୍ସକୁ ଅନ୍ତର୍ଭୁକ୍ତ କରିବାର ବାର୍ତା ଉପରେ ଗୁରୁତ୍ୱ ପ୍ରଦାନ କରିବା ହେଉଛି ବାଲେଶ୍ୱରରେ ଆୟୋଜିତ ଏହି ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଟିଭି ଏବଂ ଚଳଚ୍ଚିତ୍ରର ଲୋକପ୍ରିୟ ହାସ୍ୟାଭିନେତ୍ରୀ ଚାନ୍ଦିନୀ ଏବଂ ଖ୍ୟାତନାମା ଗାୟକ ମନଦୀପ ଓ କୁଲଦୀପ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଲୋକମାନଙ୍କୁ ମନୋରଞ୍ଜନ କରିବା ଲାଗି ଆମନ୍ତ୍ରିତ ହୋଇଥିଲେ । ଓଡ଼ିଆ ଏବଂ ହିନ୍ଦୀ ସଂଗୀତର ଚିତାକର୍ଷକ ପରିବେଷଣ ଉପସ୍ଥିତ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିବା ସହିତ ସେମାନଙ୍କୁ କାର୍ଯ୍ୟକ୍ରମ ଶେଷ ପର୍ଯ୍ୟନ୍ତ ଏକ ରୋମାଂଚକର ବାତାବରଣ ମଧ୍ୟରେ ସମ୍ମୋହିତ କରି ରଖିଥିଲେ । ଆୟୋଜକମାନେ ଓଡ଼ିଶା ମିଲେଟ୍ ମିଶନ ସମ୍ବନ୍ଧରେ ଦର୍ଶକମାନଙ୍କୁ ପରିଚିତ କରାଇବା ସହିତ ସେହିଦିନର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।

ଏହାପରେ ସ୍ଥାନୀୟ ଲୋକଙ୍କ ଦ୍ୱାରା କିଛି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଯାହା ଉପସ୍ଥିତ ଦର୍ଶକଙ୍କୁ ଆକର୍ଷିତ କରିଥିଲେ । ପରେ ଏକ ହାସ୍ୟ ଅଭିନୟ ଅନୁଷ୍ଠିତ ହୋଇଥିଲା ଯାହା ମାଧ୍ୟମରେ ଲୋକମାନଙ୍କ ଅସ୍ୱାସ୍ଥ୍ୟକର ଖାଦ୍ୟାଭ୍ୟାସ ଉପରେ ଆଲୋକପାତ କରାଇଥିଲେ । ଉପସ୍ଥିତ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ତଥା ଉଦ୍ଦୀପନାକୁ ବଜାୟ ରଖିବା ପାଇଁ ଓଡ଼ିଶା ମିଲେଟ୍ ମିଶନ ବିଭିନ୍ନ ପ୍ରକାରର କୌତୂକିଆ ତଥା ପ୍ରତିଯୋଗିତାମୂଳକ ଖେଳର ପରିକଳ୍ପନା କରିଛି ଯାହା ଅଂଶଗ୍ରହଣକାରୀଙ୍କୁ ବାନ୍ଧି ରଖିଥିଲା । ଏହି ରୋମାଂଚକର ପ୍ରତିଯୋଗିତାର ବିଜେତାମାନେ ବହୁ ଆକର୍ଷଣୀୟ ଉପହାର ପାଇବାର ସୁଯୋଗ ଲାଭ କରିଥିଲେ ଯାହା ସେମାନଙ୍କର ଆନନ୍ଦ ଓ ଆକାଂକ୍ଷାକୁ କରିଥିଲା ବହୁଗୁଣିତ । ଆଂଚଳିକ ଭାବଧାରାକୁ ନେଇ ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି କାର୍ଯ୍ୟକ୍ରମଗୁଡ଼ିକ କେବଳ ବିଶାଳ ଦର୍ଶକଙ୍କ ଧ୍ୟାନ ଆକର୍ଷଣ କରିବା ଲାଗି ଏକ ଶକ୍ତିଶାଳୀ ପ୍ଲାଟଫର୍ମ ନୁହେଁ; ଅଧିକନ୍ତୁ ସାମଗ୍ରୀକ ସ୍ୱାସ୍ଥ୍ୟ ତଥା ରାଜ୍ୟବାସୀଙ୍କ ସୁସ୍ଥତା ଉପରେ ସ୍ଥାୟୀ ପ୍ରଭାବ ପକାଇବାରେ କ୍ଷମତା ରଖେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version