• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିପିଏସ୍ଓଡିଏଲ୍ ପକ୍ଷରୁ କାଳବୈଶାଖୀ ପରେ ବ୍ୟାପକ ପୁନଃ ସ୍ଥାପନ ଓ ମରାମତି

Proprietor Abhimanyu Maharana by Proprietor Abhimanyu Maharana
June 19, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଟିପିଏସ୍ଓଡିଏଲ୍ ପକ୍ଷରୁ କାଳବୈଶାଖୀ ପରେ ବ୍ୟାପକ ପୁନଃ ସ୍ଥାପନ ଓ ମରାମତି
Share on FacebookShare on TwitterWhatsapp

• ୨୮.୫୫ ସର୍କିଟ୍ କିମି କ୍ଷତିଗ୍ରସ୍ତ ଏଲ୍ ଟି ଏବିସିର ପରିବର୍ତନ/ ମରାମତି କରାଯାଇଛି ଓ ୩୫.୩୫ କିମି କ୍ଷତିଗ୍ରସ୍ତ କଣ୍ଡକ୍ଟରକୁ ପରିବର୍ତନ/ ମରାମତି କରାଯାଇଛି

• ୨୦୨୨ ତୁଳନାରେ ୨୦୨୩ରେ କାଳବୈଶାଖୀ ଘଟଣାରେ ୨ ଗୁଣାରୁ ଅଧିକ ବୃଦ୍ଧି

• ପ୍ରଭାବିତ ୧୦୧୭ ବିଦ୍ୟୁତ ଖୁଂଟ, ୫୯ ଟ୍ରାନ୍ସଫରମରର ପୁନରୁଦ୍ଧାର

୧୯ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବ୍ରହ୍ମପୁର :- ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ କାଳବୈଶାଖୀ ପରେ ବ୍ୟାପକ ପୁନଃ ସ୍ଥାପନ ଓ ମରାମତି କାର୍ଯ୍ୟ ହାତକୁ ନିଆଯାଇଛି। ପ୍ରଭାବିତ ଅଞ୍ଚଳରେ ଏଥିପାଇଁ ସବୁ ସମୟରେ କର୍ମଚାରୀ ନିୟୋଜିତ କରାଯିବା ସହିତ ତୁରନ୍ତ ବିଜୁଳି ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଉଛି । ୨୦୨୩ ମାର୍ଚ୍ଚ ପରେ କାଳବୈଶାଖୀ ପ୍ରଭାବିତ ଇଲାକାରେ ସଫଳତାର ସହିତ ୧୦୧୭ ବିଦ୍ୟୁତ ଖୁଂଟର ପୁନରୁଦ୍ଧାର କରାଯାଇଥିବା ବେଳେ ୫୯ଟି ବଂଟନ ଟ୍ରାନ୍ସଫରକୁ ବଦଳାଇ ଦିଆଯାଇଛି । ଚଳିତ ବର୍ଷ ବାରମ୍ବାର ଘଟୁଥିବା ଅତ୍ୟଧିକ ତୀବ୍ରତର କାଳବୈଶାଖୀ ଘଟଣା ଯୋଗୁଁ ଏହି ଭିତିଭୂମିର ମରାମତି ଜରୁରୀ ଥିଲା ।

ଟିପିଏସ୍ଓଡିଏଲ୍ ର କ୍ଷେତ୍ରରେ କାର୍ଯ୍ୟ କରୁଥିବା ୪,୪୨୦ କର୍ମଚାରୀଙ୍କ ଯଥାର୍ଥ ଉଦ୍ୟମ ଫଳରେ କ୍ଷତିଗ୍ରସ୍ତ ହୋଇଥିବା ୨୮.୫୫ ସର୍କିଟ୍ କିମି ଏଲ୍ ଟି କେବୁଲ ଓ କ୍ଷତିଗ୍ରସ୍ତ ୩୫.୩୫ କିମି କଣ୍ଡକ୍ଟରକୁ ବଦଳାଯାଇଛି କିମ୍ବା ପରିବର୍ତନ କରାଯାଇଛି । ଚଳିତ ବର୍ଷ କାଳବୈଶାଖୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ହୋଇଥିବାରୁ ଟିପିଏସ୍ଓଡିଏଲ୍ ର ବିଦ୍ୟୁତ ଭିତିଭୂମି ଗୁରୁତର ଭାବେ ପ୍ରଭାବିତ ହୋଇଛି । ୨୦୨୨ ତୁଳନାରେ ଚଳିତ ବର୍ଷ ମାର୍ଚ୍ଚ ପରଠାରୁ କାଳବୈଶାଖୀ ଘଠଣାରେ ଦୁଇ ଗୁଣା ବୃଦ୍ଧି ଘଟିଛି । ଏହି ସ୍ଥିତି ସମ୍ପର୍କରେ ମତ ରଖି ଟିପିଏସ୍ଓଡିଏଲ୍ ର ସିଇଓ ଶ୍ରୀ ଅମିତ ଗର୍ଗ କହିଛନ୍ତି ଯେ, “ଆମେ ଆମ ମୂଲ୍ୟବାନ ଗ୍ରାହକମାନଙ୍କୁ ପ୍ରତିଶ୍ରୁତି ଦେବାକୁ ଚାହୁଛୁ ଯେ ନିରବଚ୍ଛିନ୍ନ, ସର୍ବୋତମ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣକୁ ଶୀଘ୍ର ସ୍ୱାଭାବିକ କରିବା ଲାଗି ଆମେ ପ୍ରତିବଦ୍ଧ ଓ ସେଥିପାଇଁ ଅକ୍ଳାନ୍ତ ପରିଶ୍ରମ କରୁଛୁ। ଏହି ଆହ୍ୱାନପୂର୍ଣ୍ଣ ସମୟରେ ସେମାନଙ୍କ ଧୈର୍ଯ୍ୟ ଓ ସମର୍ଥନ ପାଇଁ ଆମେ କୃତଜ୍ଞତା ଜଣାଉଛୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version