• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ମୋବାଇଲ୍ ଆପ୍‌ରେ ୱାନ୍‌-ଭିଉ ସୁବିଧାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
June 22, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ମୋବାଇଲ୍ ଆପ୍‌ରେ ୱାନ୍‌-ଭିଉ ସୁବିଧାର ଶୁଭାରମ୍ଭ
Share on FacebookShare on TwitterWhatsapp

୨୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଭାରତର ଅନ୍ୟତମ ସର୍ବବୃହତ ଘରୋଇ କ୍ଷେତ୍ରର ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ଏହାର ଆକ୍ସିସ୍ ମୋବାଇଲ୍ ଆପ୍‌ରେ “ୱାନ୍ ଭିଉ’ ସୁବିଧାର ଶୁଭାରମ୍ଭ କରାଯାଇଛି । ଗ୍ରାହକମାନଙ୍କ ଲାଗି ନିରବଚ୍ଛିନ୍ନ ବ୍ୟାଙ୍କିଙ୍ଗ ଅନୁଭୂତି ସୃଷ୍ଟି କରିବା ପାଇଁ ଭାରତର ପ୍ରଥମ ଘରୋଇ କ୍ଷେତ୍ରର ବ୍ୟାଙ୍କ ଭାବେ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଆକାଉଂଟ୍ ଏଗ୍ରିଗେଟର ବ୍ୟବସ୍ଥାକୁ ବ୍ୟବହାର କରି ଏହି ନୂଆ ପିଢ଼ିର ବ୍ୟାଙ୍କିଙ୍ଗ୍ ସୁବିଧାକୁ ଆରମ୍ଭ କରାଯାଇଛି । ଏହା ଜରିଆରେ ଗ୍ରାହକମାନେ ଗୋଟିଏ ପ୍ଲାଟଫର୍ମରେ ଏକାଧିକ ବ୍ୟାଙ୍କ ଖାତା ପରିଚାଳନା କରି ନିଜ ଫାଇନାନ୍ସ ଉପରେ ଉତମ ନିୟନ୍ତ୍ରଣ ରଖିପାରିବେ ଯଦ୍ୱାରା ନିଜର ବାଲାନ୍ସ ଓ ବ୍ୟୟ ଉପରେ ସେମାନେ ବାସ୍ତବ ସମୟ ନଜର ରଖିପାରିବେ ।

ଏହି ସୁବିଧା ଜରିଆରେ ଆକ୍ସିସ୍ ମୋବାଇଲ୍ ଆପ୍‌ରେ ଅଣ ଆକ୍ସିସ୍ ବ୍ୟାଙ୍କ ଖାତାକୁ ସୁବିଧାରେ ସହଜରେ ସାମିଲ କରିହେବ । ବିଭିନ୍ନ ଖାତାର ବାଲାନ୍ସ ଓ କାରବାର ଷ୍ଟେଟ୍‌ମେଂଟ୍‌କୁ ବ୍ୟାପକ ଭାବେ ଦେଖିହେବ । ଏକାଧିକ ମୋବାଇଲ୍ ବ୍ୟାଙ୍କିଙ୍ଗ୍ ଆପ୍ଲିକେସନକୁ ପରିଚାଳନା କରିବାର ଆବଶ୍ୟକତା ରହିବନି । ଲିଙ୍କ୍ ହୋଇଥିବା ଖାତାର କାରବାର ବିବରଣୀକୁ ଡାଉନ୍‌ଲୋଡ୍ କରିବା ଏବଂ ଇ-ମେଲ୍ କରାଯାଇପାରିବ । ଗ୍ରାହକମାନେ ନିଜ ସୁବିଧା ଅନୁସାରେ ଯେକୌଣସି ଖାତାକୁ ଡିଲିଙ୍କ୍ ମଧ୍ୟ କରିପାରିବେ । ଆକାଉଂଟ୍ ଏଗ୍ରିଗେଟର ଗ୍ରାହକମାନଙ୍କ ଅନୁମତି ଓ ତଥ୍ୟ ଗୋପନୀୟତା ନୀତିକୁ ପାଳନ କରି ସୁରକ୍ଷିତ ଭାବେ ସୂଚନାର ଆଦାନପ୍ରଦାନ କରିଥାଏ । ଏହି ନୂଆ ସୁବିଧା ସମ୍ପର୍କରେ ଆକ୍ସିସ୍ ବ୍ୟାଙ୍କର ସଭାପତି ଓ ମୁଖ୍ୟ- ଡିଜିଟାଲ୍ ବିଜନେସ୍ ଆଣ୍ଡ୍ ଟ୍ରାନ୍ସଫରମେସନ ସମୀର ସେଟ୍ଟି କହିଛନ୍ତି ଯେ, “ଖୋଲା ବ୍ୟାଙ୍କିଙ୍ଗ୍‌ର ଶକ୍ତି ଉପରେ ଆକ୍ସିସ୍ ବ୍ୟାଙ୍କ ବିଶ୍ୱାସ କରେ ଏବଂ ଆମେ ନିରନ୍ତର ଭାବେ ଡିଜିଟାଲ୍‌-ପ୍ରଥମ ଉତ୍ପାଦରେ ନିବେଶ କରୁଛୁ ଯାହା ଗ୍ରାହକଙ୍କୁ ଅଧିକ ସୁବିଧା ପ୍ରଦାନ କରୁଛି ।

ସେହି ଉଦ୍ୟମର ଅଂଶ ଭାବେ ଆକାଉଂଟ୍ ଏଗ୍ରିଗେଟର ବ୍ୟବସ୍ଥାକୁୂ ବ୍ୟବାର କରି ଆକ୍ସିସ୍‌ ମୋବାଇଲ୍ ଆପ୍‌ରେ ୱାନ୍ ଭିଉ ସୁବିଧାର ଶୁଭାରମ୍ଭ କରିଥିବାରୁ ଆମେ ଉତ୍ସାହିତ । ଏହି ସୁବିଧା ଏକାଧିକ ବ୍ୟାଙ୍କିଙ୍ଗ୍ ଆପ୍ ଆବଶ୍ୟକତାକୁ ଦୂର କରି ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କିଙ୍ଗ୍ ଅନୁଭୂତି ଓ ସୁବିଧା ପ୍ରଦାନ କରୁଛି । ଆମର ବିଶ୍ୱାସ ରହିଛି ଯେ ଏହା ବୈପ୍ଳବିକ ଓ ଭବିଷ୍ୟତ ବ୍ୟାଙ୍କିଙ୍ଗ୍ ଦିଗରେ ଏକ ପଦକ୍ଷେପ । ଆକାଉଂଟ୍ ଏଗ୍ରିଗେଟର ଫ୍ରେମ୍‌ୱର୍କକୁ ଆଗୁଆ ଆପଣେଇଥିବା ବ୍ୟାଙ୍କ ମଧ୍ୟରୁ ଆକ୍ସିସ୍‌ ବ୍ୟାଙ୍କ ଅନ୍ୟତମ । ଏହା ଆକାଉଂଟ୍ ଏଗ୍ରିଗେଟର ଜରିଆରେ ବ୍ୟକ୍ତିଗତ ଋଣ, କ୍ରେଡିଟ୍ କାର୍ଡ, ଗାଡ଼ି ଋଣ ଓ କ୍ଷୁଦ୍ର ବ୍ୟବସାୟ ଋଣ ଆଦି ପ୍ରଦାନ କରୁଛି । ଏହା ନୂଆ ଓ ପୁରୁଣା ଗ୍ରାହକମାନଙ୍କୁ ସମ୍ପୂର୍ଣ୍ଣ କାଗଜବିହୀନ ଭାବେ ଓ ଡିଜିଟାଲ୍ ମାଧ୍ୟମରେ ତତ୍କାଳ ଋଣ ପ୍ରଦାନ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version