• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଡ଼ପ ଅବଢ଼ା

Proprietor Abhimanyu Maharana by Proprietor Abhimanyu Maharana
June 24, 2023
in ଓଡ଼ିଶା, ପୁରୀ, ହୋମ୍
0
ଆଡ଼ପ ଅବଢ଼ା
Share on FacebookShare on TwitterWhatsapp

ଆଜି ଆଡ଼ପ ମଣ୍ଡପ ରେ ମହାପ୍ରଭୁ ଙ୍କ ଦର୍ଶନ ପାଇବା ପରେ ଆଡ଼ପ ଅବଢ଼ା କୁ ପାଇବା ପାଈଂ ବେଶ୍ ଉତ୍କଣ୍ଠା ରେ ଅପେକ୍ଷା ରେ ଥିଲେ ।

୨୩ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-  ମହାପ୍ରଭୁ ଙ୍କ ଆଡ଼ପ ଅବଢ଼ା ପାଇଛନ୍ତି ଭକ୍ତ । ସଠିକ୍ ସମୟ ରେ ମହାପ୍ରଭୁ ଙ୍କ ନିତି କାନ୍ତି ଚାଲି ଥିବାରୁ ଆଡ଼ପ ଅବଢ଼ା ମଧ୍ୟ ସଠିକ୍ ସମୟ ରେ ବାହାରିଥିଲା । ଏହାକୁ ସେବନ କରି ଭକ୍ତ ହେଇଛନ୍ତି ଭାବ ବିହ୍ୱଳ । ବହୁ ଦୂରରୁ ଭକ୍ତ ମାନେ ଆଜି ଆଡ଼ପ ମଣ୍ଡପ ରେ ମହାପ୍ରଭୁ ଙ୍କ ଦର୍ଶନ ପାଇବା ପରେ ଆଡ଼ପ ଅବଢ଼ା କୁ ପାଇବା ପାଈଂ ବେଶ୍ ଉତ୍କଣ୍ଠା ରେ ଅପେକ୍ଷା ରେ ଥିଲେ ।ଆଡ଼ପ ଅବଢ଼ା ଭକ୍ତ ପାଈଥିବା ବେଳେ ଅନେକ ଭକ୍ତ ଏହି ଆଡ଼ପ ଅବଢ଼ା କୁ ବ୍ରାହ୍ମଣ କୁ ଭୋଜନ ରୂପେ ଦେଇଛନ୍ତି । ପୁରାଣ ରେ ବର୍ଣ୍ଣନା ଅନୁଯାୟୀ ଏହି ଆଡ଼ପ ଅବଢ଼ା କୁ ବ୍ରାହ୍ମଣ ଭୋଜନ କରାଇଲେ ନିଜର ପିତୃ ପୁରୁଷ ତୃପ୍ତ ହୋଇଥାନ୍ତି । ଏଣୁ ଏହି ଆଡ଼ପ ଅବଢ଼ା ପାଇବା ପାଇଁ ଭକ୍ତ ଙ୍କ ଭିତରେ ଥିଲା ଉତ୍କଣ୍ଠା । ସେପଟେ ସୁଆର ମହାସୁଆର ନିଯୋଗ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ହେଇଛି । ଆଡ଼ପ ଅବଢ଼ା ଯେଭଳି ଭକ୍ତ ମାନେ ଭଲ ଭାବରେ ପାଇବେ ସେ ନେଇ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି । ଅବଢ଼ା ଦର ଯେଭଳି ଭକ୍ତ ଙ୍କୁ ନ ବାଧିବ ସେ ଦିଗ ରେ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ନଜର ରଖାଯାଇଛି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version