• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ତରଫରୁ ଏକ ଦିବସୀୟ ରାଷ୍ଟ୍ରୀୟସଂଗୋଷ୍ଠୀ ଏବଂ ବହୁଭାସି କାବ୍ୟ ପାଠ

Proprietor Abhimanyu Maharana by Proprietor Abhimanyu Maharana
June 24, 2023
in ଓଡ଼ିଶା, ପୁରୀ, ହୋମ୍
0
ଭୁବନେଶ୍ୱର ତରଫରୁ ଏକ ଦିବସୀୟ ରାଷ୍ଟ୍ରୀୟସଂଗୋଷ୍ଠୀ ଏବଂ ବହୁଭାସି କାବ୍ୟ ପାଠ
Share on FacebookShare on TwitterWhatsapp

୨୩ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-  ବିଶ୍ୱମୁକ୍ତି , ଭୁବନେଶ୍ୱର ତରଫରୁ ଏକ ଦିବସୀୟ ରାଷ୍ଟ୍ରୀୟ ସଂଗୋଷ୍ଠୀ ଏବଂ ବହୁଭାସି କାବ୍ୟ ପାଠ ଉତ୍ସବ ଆଜି ଶୁକ୍ରବାର ହୋଟେଲ ବ୍ଲୁ ଲିଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ର ଉଦ୍ଘାଟନ ସମାରୋହ ରେ ବିଶ୍ୱମୁକ୍ତି ର ସ୍ଥାୟୀ ଅଧ୍ୟକ୍ଷ ଡ଼ଃ ପ୍ରସନ୍ନ କୁମାର ପାଠଶାଣୀ କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଡ଼ଃ ଦେବେନ୍ଦ୍ର ନାଥ ମାନସିଂ ପୁର୍ବତନ ମନ୍ତ୍ରୀ , ସମାଜସେବୀ ସୁଭାସିସ ଖୁଣ୍ଟିଆ , ନାରାୟଣ ଖୁଣ୍ଟିଆ ଓ ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ପ୍ରଥମ ସତ୍ରରେ ‘ଭାରତ ର ପ୍ରଗତିରେ ଟେକନିକ ଗତିବିଧି’ ବିଷୟ ଉପରେ ଚର୍ଚ୍ଚା ହୋଇଥିଲା ।

ଏଥିରେ ଡ଼ଃ ଅଜିତ ପ୍ରସାଦ ମହାପାତ୍ର ଅଧ୍ୟକ୍ଷ , ମୁଖ୍ୟ ଅତିଥି ଡ଼ଃ ବସନ୍ତ କୁମାର ପଣ୍ଡା ଏବଂ ଆଶିଷ କୌଶଳ, ହରିରାମ ପଂସାରି ଏବଂ ରାକେଶ ସୈନ୍ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ସୁଶ୍ରୀ ଚନ୍ଦ୍ରକାନ୍ତା ଚୁଡାମଣି ଉକ୍ତ ବିଷୟ କୁ ସଂକ୍ଷେପ ରେ ପ୍ରସ୍ତୁତ କରିଥିଲେ । ଦୂତୀୟ ସତ୍ରରେ ‘ଭାଷା ଟେକନିକ ଅନୁବାଦ ‘ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା । ଡ଼ଃ ଅଜୟ କୁମାର ପଟ୍ଟନାୟକ ଅଧ୍ୟକ୍ଷ ,ମୂଖ୍ୟ ଅତିଥି ପ୍ର. ସସ୍ମିତା ରାଣୀ ସାମନ୍ତ କୁଳପତି କିଟ ବିଶ୍ୱବିଦ୍ୟାଳୟ ଏବଂ ସମ୍ମାନିତ ଅତିଥି ରୂପେ ସଦାଶିବ ସାମନ୍ତରାୟ ନିର୍ଦେଶକ ନାଲକୋ , ଡ଼ଃ ମୃଦୁଲା ମିଶ୍ର ଅଧ୍ୟାପିକା ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ବିଷୟବସ୍ତୁ ଉପରେ ଆଲୋଚନା କରିଥିଲେ ।

ସମାପନ ଉତ୍ସଵ ରେ ବହୁଭାସି କାବ୍ୟପାଠ ରେ କବି ଅଜୟ ପ୍ରଧାନ ଅଧ୍ୟକ୍ଷ , ଶଙ୍କର ପରିଡା ମୁଖ୍ୟ ଅତିଥି ,ପ୍ର. ଭଗବାନ ଜୟସିଂ ମୁଖ୍ୟ ବକ୍ତା ଭାବେ ବିଭିନ୍ନ ଭାଷା ଭାସି ର କବିତା ଉପରେ ବିଚାର ବିମର୍ଷ କରିଥିଲେ । ସମ୍ପୂର୍ଣ୍ଣ ସମାରୋହରେ ଡ଼ଃ ଦେବାଶିଷ ମହାପାତ୍ର ଓ ଡ଼ଃ ଝୁନୁଵାଳା ସଂଚାଳକ ରୂପେ କାର୍ଯ୍ୟ ସମ୍ପାଦନ କରିଥିଲେ ।ବିଶ୍ୱମୁକ୍ତି ର ଆୟୋଜକ ତଥା ସମ୍ପାଦକ ପ୍ର. ଶଶାଙ୍କ ଚୁଡାମଣି ସମସ୍ତ ଅତିଥି ଏବଂ ପ୍ରତିଭାଗୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ପ୍ରକାଶିକା ସବିତା ଦାସ ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।ଏହି କାର୍ଯ୍ୟକ୍ରମ ଅତି ସଫଳତା ର ସହିତ ସମାପନ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

August 15, 2026
ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version