• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ପଛର ଏକ ବଡ ରହସ୍ୟ : ବର୍ତ୍ତମାନ ସାମନାକୁ ଆସିଛି – ଚାଲିଗଲା ୧୨ ଜଣଙ୍କ ଜୀବନ, କାହାର ଥିଲା ଦୋଷ..?

Proprietor Abhimanyu Maharana by Proprietor Abhimanyu Maharana
June 26, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ପଛର ଏକ ବଡ ରହସ୍ୟ : ବର୍ତ୍ତମାନ ସାମନାକୁ ଆସିଛି – ଚାଲିଗଲା ୧୨ ଜଣଙ୍କ ଜୀବନ, କାହାର ଥିଲା ଦୋଷ..?
Share on FacebookShare on TwitterWhatsapp

୨୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଦିଗପହଣ୍ଡି :- ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ପଛର ଏକ ବଡ ରହସ୍ୟ ବର୍ତ୍ତମାନ ସାମନାକୁ ଆସିଛି । ଅଧରାତିରେ ଘଟିଯାଇଥିବା ଏହି ଭୟଙ୍କର ଦୁର୍ଘଟଣା ପଛରେ କାହାର ହାତ ଅଛି ତାହା ଏବେ ଧିରେ ଧିରେ ସ୍ପଷ୍ଟ ହେବାକୁ ଯାଉଛି । କାରଣ ଏହି ବସକୁ ନେଇ ଆସିଛି ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ଏବେ ବସ୍ ଦୁର୍ଘଟଣା ଏବଂ ଏଥିରେ ୧୨ ଜଣଙ୍କ ମୃତ୍ୟୁ ସହିତ ଆହତ ଯାତ୍ରୀମାନଙ୍କର ଦାୟୀ କିଏ, ତାହା ହୁଏତ ସ୍ପଷ୍ଟ ହୋଇଯିବ । ଧକ୍କା ପରେ କାହିଁକି ଏତେ ବଡ କ୍ଷତିକୁ ସାମନା କରିଥିଲା ଏହି ବସ..? ତାହାର ଉତ୍ତର ରଖିଛି ସ୍ଥାନୀୟ ଆରଟିଓ ।

ସୂଚନା ଅନୁସାରେ, ଦିଗପହଣ୍ଡିର ଭୟଙ୍କର ବସ୍ ଦୁର୍ଘଟଣାକୁ ନେଇ ବର୍ତ୍ତମାନ ଥାନାରେ ଏତଲା ଦିଆଯାଇଛି । ଏହାପରେ ତଦନ୍ତ ଆରମ୍ଭ କରିବାରୁ ପୋଲିସ ହାତରେ ଲାଗିଛି ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ଦୁର୍ଘଟଣାର ଶିକାର ହୋଇଥିବା ମିନି ବସ୍ ଚଳାଚଳ ପାଇଁ ଉପଯୁକ୍ତ ନଥିଲା । କାରଣ ଗାଡିଟି ବହୁତ ପୁରୁଣା ଅର୍ଥାତ୍ ୨୫ ବର୍ଷ ୩ ମାସର ଗାଡି ଥିଲା । ଏହାବ୍ୟତୀତ ଗାଡିର ଫିଟନେସ କିମ୍ବା ଇନ୍ସୁରାନ୍ସ ମଧ୍ୟ ନଥିଲା । ତେଣୁ ରାତିରେ ଚଳାଚଳ କରିବା ପାଇଁ ଏହି ଘରୋଇ ମିନି ବସର ପରମିଟ ନଥିଲା । ଏ ନେଇ ପ୍ରାଥମିକ ତଦନ୍ତରୁ ଜାଣିବାକୁ ମିଳିଛି । ୨୫ ବର୍ଷ ୩ ମାସର ଗାଡି ହୋଇଥିବାରୁ ଗାଡିଟି ଧକ୍କା ହେବା ସଙ୍ଗେ ସଙ୍ଗେ ଏହାର ଆକ୍ସିଲ ଭାଙ୍ଗି ଯାଇଥିଲା । ବହୁ ପୁରୁଣା ଗାଡି ହୋଇଥିବାରୁ ଏହା ସରକାରୀ ବସର ଆଘାତକୁ ସମ୍ଭାଳି ପାରି ନଥିଲା । ଫଳରେ ଗାଡି ଭାଙ୍ଗିଯାଇଥିଲା ଏବଂ ଯାହାର ଫଳ ଭୋଗୁଛନ୍ତି ଏଥିରେ ଥିବା ଯାତ୍ରୀ ଏବଂ ସେମାନଙ୍କ ପରିବାର ।

ଗଞ୍ଜାମ ସଡକ ପରିବହନ ଅଧିକାରୀ ମାନସ ସାହୁଙ୍କ ସୂଚନା ଅନୁଯାୟୀ ଏହି ଗାଡିର ଫଟନେସ ଚଳିତବର୍ଷ ନଭେମ୍ବର ପର୍ଯ୍ୟନ୍ତ ଥିଲା । ତେବେ ୨୫ ବର୍ଷର ଗାଡିକୁ କିପରି ଫିଟନେସ ଅନୁମତି ମିଳିପାରିଛି ସେ ନେଇ ଏବେ ପ୍ରଶ୍ନ ଉଠିଛି । ୧୯୯୮ ମସିହା ମାର୍ଚ୍ଚ ୨୬ ତରିଖରେ ଏହି ଗାଡି ଆରଟିଓରେ ରେଜିଷ୍ଟ୍ରେସନ କରାଯାଇଥିଲା । ତେବେ ବର୍ତ୍ତମାନ ଦୁର୍ଘଟଣାର ଶିକାର ହେବା ପରେ ଗାଡି କ୍ଷତିଗ୍ରସ୍ତ ହେବା ସହିତ ୧୨ ଜଣଙ୍କ ଜୀବନ ମଧ୍ୟ ଯାଇଛି । ଏହାବ୍ୟତୀତ ୮ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଏଥିପାଇଁ ଦାୟୀ କିଏ ହେବ? ଏହି ପ୍ରଶ୍ନରେ ଗାଡି ମାଲିକ ହିଁ ଏଥିପାଇଁ ଦାୟୀ ହେବେ ବୋଲି କୁହାଯାଉଛି । ତେଣୁ ତାଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇପାରେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version