• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନସଂଖ୍ୟା ଅନୁସାରେ ସଂରକ୍ଷଣ ନୀତି ଘୋଷଣା କରିବା ପାଇଁ ରାଜ୍ୟ ସ୍ତରୀୟ ଆଲୋଚନା ସଭାରେ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
June 26, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଜନସଂଖ୍ୟା ଅନୁସାରେ ସଂରକ୍ଷଣ ନୀତି ଘୋଷଣା କରିବା ପାଇଁ ରାଜ୍ୟ ସ୍ତରୀୟ ଆଲୋଚନା ସଭାରେ ଦାବୀ
Share on FacebookShare on TwitterWhatsapp

“ସଂଖ୍ୟା ଯାହାର ଯେତେ ଭାଗ ପାଇବେ ସେମାନେ ସେତେ” “ଶିର୍ଷକ ରାଜ୍ୟସ୍ତରିୟ ଆଲେଚନା ଚକ୍ରରେ ୧୦ଟି ରାଜନୈତିକ ଦଳର ଆହ୍ୱାନ” ରାଜ୍ୟରେ ବ୍ୟାପକ ହେବ ସାମାଜିକ ନାୟ ଆନ୍ଦୋଳନ 

୨୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ରାଜ୍ୟର ଅଗ୍ରଣି ଜନଆନ୍ଦେଳନ “ସାମାଜିକ ନ୍ୟାୟ ଅଭିଯାନ, ଓଡ଼ିଶା ” ଆନୁକୁଲ୍ୟରେ ସ୍ଥାନିୟ ଜୟଦେବ ଭବନ ଠାରେ ଆଜି ରାଜ୍ୟର ୯୪ ଭାଗ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ସଂଖ୍ୟାଲଘୁ ସମ୍ପ୍ରଦାୟର ସାମ୍ବିଧାନିକ ଅଧିକାରକୁ ନେଇ ଏକ ରାଜ୍ୟସ୍ତରିୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଏହି ବର୍ଗର ସାମ୍ବିଧାନିକ ଅଧିକାରକୁ ସାବ୍ୟସ୍ତ କରିବା ପଇଁ ୧୦ଟି ରାଜନୈତିକ ଦଳର ନେତୃବୃନ୍ଦ ଆହ୍ୱାନ ଦେଇଥଲେ ପୁର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶ୍ରୀକାନ୍ତ ଜେନାଙ୍କ ଉଦ୍ୟମକ୍ରମେ ତଥା ସାମାଜିକ ନ୍ୟାୟ ଅଭିଯାନର ଆବାହକା ଶ୍ରୀ ଅକ୍ଷୟ ମଲ୍ଲିକଙ୍କ ସଂଯୋଯନାରେ ଅନୁଷ୍ଟିତ ଏହି ଆଲୋଚନା ଚକ୍ରରେ ମତ ପ୍ରକାଶ ପାଇଛି ଯେ – ରାଜ୍ୟର ନଜସଂଖ୍ୟାର ୪୦% ହେଉଛନ୍ତି ଅନୁସୂଚିତ ଜାତି ଓ ଜନଜାତି ବର୍ଗର କିନ୍ତୁ ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ମେଡ଼ିକାଲ ଓ ଇଂଜିନିୟରିଂ ଶିକ୍ଷରେ ତଥା ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ ମାନଙ୍କରେ ସେମାନଙ୍କୁ (୧୨+୮)୨୦% ସଂରକ୍ଷଣ ଦିଆଯାଉଛି ଫଳରେ ଏହି ବର୍ଗର ଛାତ୍ର ଛାତ୍ରୀମାନେ ୨୦% ଉଚ୍ଚଶିକ୍ଷାରୁ ବଚତ ହେଉଛନ୍ତି ।

ସେହିଭଳି ରାଜ୍ୟର ୫୪ % ହେଉଛନ୍ତି ଙଈଉ ବର୍ଗର କିନ୍ତୁ ଏହି ବର୍ଗଙ୍କୁ ନିଯୁକ୍ତି କ୍ଷେତ୍ରରେ ରାଜ୍ୟସରକାର ମାତ୍ର ୧୧.୨୫ % ସଂରକ୍ଷଣ ଦେଉ ଥିଲାବେଳେ ମେଡ଼ିକାଲ ଓ ଇଂଜିନିୟରିଂ ସେମତ କଲେଜ ଓ ବିଶ୍ୱବିଦ୍ୟାଳୟରେ ରାଜ୍ୟସରକାର କୌଣସି ସଂରକ୍ଷଣ ଦେଉ ନାହଁନ୍ତି । ଫଳରେ ଙଈଉ ବର୍ଗର ହଜାର ହଜାର ଛାତ୍ର ଛାତ୍ରୀ ଉଚ୍ଚଶିକ୍ଷାରୁ ବଞ୍ôଚତ ହେଉଛନ୍ତି ଯୁଗ ଯୁଗ ଧରି ଏହି ବର୍ଗ ଏøତିହାସିକ ଭାବେ ଜାତିଗତ ନିର୍ଯାତନା ସାମାଜିକ ବେଷମ୍ୟ ଓ ଅର୍ଥନୈତିକ ଶେଷଣର ଶିକାର ହେଉଛନ୍ତି । ରାଜ୍ୟର ବିକାଶ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତି ଏହି ଅବହେଳା ଯୋଗୁଁ ରାଜ୍ୟର ବିକାଶ ନଧ୍ୟ ବାଧାପ୍ରାପ୍ତ ହେଉଛି ।

ଏହି ବର୍ଗର ଯୁବକ ଯୁବତୀ ମାନେ ନିଯୁକ୍ତି ଓ ଅତ୍ମନିଯୁକ୍ତିରୁ ବଞଚତ ହୋଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି ତେଣୁ ଏହି ବର୍ଗର ହକ୍ ଓ ସାମ୍ବିଧାନିକ ଅଧିକାରକୁ ସାବ୍ୟସ୍ତ କରିବାକୁ ଅଗାମି ଦିନରେ ଗଣ ଆନ୍ଦୋଳନକୁ ବ୍ୟାପକ କରିବାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌), ସିପିଆଇଏମଏଲ (ଲିବେରେସନ୍‌), ସମାଜବାଦୀ ପାର୍ଟି, ଅଲ୍‌ଇଣ୍ଡିଆ ଫରଓାଡ଼ ବ୍ଲକ୍‌, ଏନ୍‌ସିପି, ସିପିଆଇଏମଏଲ(ରେଡ଼ ଷ୍ଟାର) ଓ ଏବିପି ଦଳର ନେତୃବୃନ୍ଦ ମାନେ ଆହ୍ୱାନ ଦେଇଥିଲେ । ଏହି ଆଲୋଚନା ଚକ୍ରରେ ବରିଷ୍ଠ ସାମ୍ବାଦିକ ରବି ଦାସ, ବରିଷ୍ଠ ସିପିଏମ୍ ନେତା ଜନାର୍ଦ୍ଦନ ପତୀ, ସିପିଆଇର ପୂର୍ବତନ ସମ୍ପାଦକ ଆଶିଷ୍ କାନୁନ୍‌ଗୋ, ସିପିଆଇଏମଏଲ(ଲିବରେସନ୍‌) ରାଜ୍ୟ ସମ୍ପ ।

ଦକ ଯୁଧିଷ୍ଟିର ମହାପାତ୍ର, ସମାଜବାଦୀ ପାର୍ଟିର ରାଜ୍ୟସଭାପତି ରବି ବେହେରା, କଂଗ୍ରେସ ଦଳର ରାଜ୍ୟ ମୁଖପାତ୍ର ଅମୀୟ ପାଣ୍ଡବ, ଅଲ୍‌ଇଂଣ୍ଡିଆ ଫରଓାର୍ଡ଼ ବ୍ଲକ୍‌ର ରାଜ୍ୟ ସାଧାରଣ ସମ୍ପ । ଦକ ଜ୍ୟୋତି ରଞ୍ଜନ ମହାପାତ୍ର, ଏନସିପି ରାଜ୍ୟ ସଭାପତି ବିକ୍ରମ ସ୍ୱାଇଁ, ସିପିଆଇଏମଏଲ(ରେଡ଼ ଷ୍ଟାର) ରାଜ୍ୟ ସମ୍ପାଦକ ପ୍ରମିଳା, ଏବିପି ରାଜ୍ୟ ସଭାପତି ଶରତ ଚନ୍ଦ୍ର ନାୟକ ସମେତ ପୂର୍ବତନ ବିଧାୟକ ରାଧାକାନ୍ତ ସେଠି, ପୂର୍ବତନ ବିଧାୟକ ଦେବୀ ଚାନ୍ଦ, ନାରାୟଣ ରେଡ଼ି, ସିପିଆଇ(ଏମ୍‌) ରାଜ୍ୟ ସମ୍ପାଦକ ମଣ୍ଡଳି ସଭ୍ୟ ସୁରେଶ ପାଣିଗ୍ରାହୀ, ଆଦିବାସୀ ନେତା ତିରୁପତି ଗମାଙ୍ଗ,

ସମାଜବାଦୀ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, ପଫେସର ଗୋପବନ୍ଧୁ ମହାନ୍ତ ଏବଂ ଅରୁଣ ଜେନା, ସଂଘମିତ୍ରା ଜେନା, ଷ୍ଟାଲିନ ଲେଙ୍କା, କୁମାରୀ ତମନ୍ନା, ବାଣୀ ପ୍ରସାଦ ମାଳି ପ୍ରମୋଦିନି ମଲ୍ଲିକ, ପ୍ରମୁଖ ବହୁ ସାମାଜିକ କର୍ମକର୍ତ୍ତା, ଯୁବ ଛାତ୍ର ନେତୃବୃନ୍ଦ ବକ୍ତବ୍ୟ ରଖି ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ । ଏହି ପ୍ରସଙ୍ଗ ଉପରେ ଆଗାମୀ ଦିନରେ “ସାମାଜିକ ନ୍ୟାୟ ଅଧିକାର ଯାତ୍ରା” ରାଜ୍ୟବ୍ୟାପି ପରିକ୍ରମା କରିବା ସହିତ ସାମ୍ବିଧାନିକ ଅଧିକାରକୁ ସାବ୍ୟସ୍ତ କରିବାପାଇଁ ଗଣ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଆହ୍ୱାନ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version