• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
June 27, 2023
in ଓଡ଼ିଶା, ଢେଙ୍କାନାଳ, ମହାନଗର, ରାଜନୀତି, ହୋମ୍
0
ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର : ବିଜେଡି
Share on FacebookShare on TwitterWhatsapp

1 . ଢେଙ୍କାନାଳ ଅନୁଗୁଳର ବିକାଶରେ ଅବଦାନ ଶୂନ

2 . ଏମସିଏଲ୍‍ ଦୁର୍ନୀତି ପ୍ରତି ଆଖି ବୁଜି ଦେଇଛନ୍ତି

3 . ବିହାର ଓ ମଧ୍ୟପ୍ରଦେଶ ପ୍ରତି ଅହେତୁକ ଦୁର୍ବଳତା

4 . ନିର୍ବାଚନ ଆସିଲେ ଓଡିଶା ଆସି ରାଜନୀତି କରୁଛନ୍ତି

 ୨୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁଏକାଧିକ ପ୍ରଶ୍ନ ପଚାରିଛିବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀ ତ୍ୱକାଳରେ ଏହି ଦୁଇଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶସାହୁ । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିସାଂସଦ ଶ୍ରୀ ସାହୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଭାବେ ଆପଣ ୯ ବର୍ଷ ଧରିକାର୍ଯ୍ୟ କରୁଛନ୍ତି । ହେଲେ ଜିଲ୍ଲା ପାଇଁ ଆପଣ କଣ କରିଛନ୍ତି.? ଆପଣ ମନ୍ତ୍ରୀ ହେବା ଦ୍ୱାରା ଢେଙ୍କାନାଳ-ଅନୁଗୁଳଜିଲ୍ଲା କିପରି ଉପକୃତ ହୋଇଛି ? ସେହିଭଳି କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି ।

ଢେଙ୍କାନାଳ ଏବଂ ଅନୁଗୁଳ ଦେଇ ସାଧାରଣଜନତା, ରୋଗୀ, ଅଫିସ୍ ଯାଉଥିବା ଲୋକେ, ସ୍କୁଲ ଏବଂ କଲେଜ ଯାଉଥିବା ଛାତ୍ରଛାତ୍ରୀ ମାନେ ଯନ୍ତ୍ରଣା ଭୋଗୁଛନ୍ତି । ଏହା ରଉନ୍ନତି ପାଇଁ ଆପଣ ୯ ବର୍ଷରେ କଣ କରିଛନ୍ତି ? ଆପଣ ମନ୍ତ୍ରୀହୋଇଥିବା ନଅ ବର୍ଷ ମଧ୍ୟରେ ଢେଙ୍କାନାଳ-ଅନୁଗୁଳ ଲୋକଙ୍କ ପାଇଁ ରେଳବାଇରେ କୌଣସି ବିକାଶ ହୋଇନାହିଁ । ଏହି ଦୁଇ ଦୁଇ ଜିଲ୍ଲାରୁ ରେଳବାଇ ସର୍ବାଧିକ ରାଜସ୍ୱ ସଂଗ୍ରହ କରୁଛି । ତାଳଚେର-ବିମଳାଗଡ ରେଳପଥର ଅଗ୍ରଗତି ହୋଇ ପାରିଲା ନାହିଁ । ତାଳଚେର ରେଳଷ୍ଟେସନ ଏବେ ବିଗୁଡସ୍‍ ଷ୍ଟେସନ ହୋଇ ରହିଛି ।

କେନ୍ଦ୍ରମନ୍ତ୍ରୀ ଭାବେ ଜନ୍ମ ହୋଇଥିବା ନିଜ ଜିଲ୍ଲା ପାଇଁ ଆପଣ କଣ କରିଛନ୍ତି..? ଟେଲି ଯୋଗା ଯୋଗ ଢେଙ୍କାନାଳ ର ବିଭିନ୍ନ ଅଞ୍ଚଳ- ଅନୁଗୁଳରେ ବହୁତ ଖରାପ । ବ୍ୟାଙ୍କିଙ୍ଗ୍‌ ସେବା ମଧ୍ୟ ଦୟନୀୟ ଅଟେ । ପରିସ୍ଥିତିକୁ ସୁଧାରିବା ପାଇଁ ମନ୍ତ୍ରୀ ହେବା ପରେ ଆପଣ କଣ କରିଛନ୍ତି..? ଆପଣ ହେଉଛନ୍ତି ଦେଶର ଶିକ୍ଷାମନ୍ତ୍ରୀ । ଆପଣ ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ କେତେ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି..? ଆପଣ ଯେଉଁ ଜିଲ୍ଲାରେ ଜନ୍ମହୋଇଥିଲେ, ଶିକ୍ଷା ମନ୍ତ୍ରୀ ହେବା ଦ୍ୱାରା ସେହି ଜିଲ୍ଲା କିପରି ଲାଭବାନ ହୋଇଛି..? ଓଡ଼ିଶା ସରକାର ୫-ଟି ମାଧ୍ୟମରେ ବିଦ୍ୟାଳୟ ଗୁଡ଼ିକୁ ରୂପାନ୍ତରିତ କରୁଛନ୍ତି ।

ଆପଣ ନିଜଗାଁ ବିଦ୍ୟାଳୟକୁ ୫-ଟି ସ୍ତରୀୟ ବିଦ୍ୟାଳୟପରି ରୂପାନ୍ତରିତ କରିଛନ୍ତିକି, ଢେଙ୍କାନାଳ-ଅନୁଗୁଳ ଜିଲ୍ଲା କଥା ଛାଡିଦିଅ..? ଆପଣ ଗତ ୯ ବର୍ଷମଧ୍ୟରେ ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ କୌଣସି ନୂତନ ରାଷ୍ଟ୍ରାୟ ତସଂସ୍ଥା (ପିଏସୟୁ) ଆରମ୍ଭ କରିଛନ୍ତିକି..? ଆପଣ ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲେ ମଧ୍ୟ ଢେଙ୍କାନାଳକୁ ଗୋଟିଏ ପିଏସୟୁ ଆଣିଛନ୍ତି କି..? ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ ଲୋକମାନେ ଏମସିଏଲ ଏବଂ ନାଲ୍‍କା ପାଇଁ ଜମି ହରାଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଚାକିରି ମିଳିନାହିଁ । ଆପଣ ସେମାନଙ୍କ ପାଇଁ କଣ କରିଛନ୍ତି..? ଏମସିଏଲ୍‍ ତାଳଚେରରେ ଦୁର୍ନୀତି ହେଉଛି ।

ଏଥିପ୍ରତି କେନ୍ଦ୍ର ସରକାର ନିରବ ଦ୍ରଷ୍ଟାସାଜିଛନ୍ତି । ଏହାକୁ ରୋକିବା ପାଇଁ ଆପଣ କଣ କରୁଛନ୍ତି..? ଆଙ୍କାକ୍ଷୀ ଜିଲ୍ଲାତାଲିକାରେ ଥିବା ଢେଙ୍କାନାଳ ଜିଲ୍ଲା ରେ ମେଡିକାଲ କଲେଜ ଟିଏ ସ୍ୱପ୍ନହୋଇ ରହିଗଲା । ଆପଣଙ୍କର ପ୍ରତିବଦ୍ଧତା ମଧ୍ୟପ୍ରଦେଶ ଏବଂ ବିହାର ପାଇଁ, ଯେଉଁଠାରୁ ଆପଣ ନିର୍ବାଚିତ ହୋଇଛନ୍ତି ଏବଂ ସେଥିପାଇଁ ଆପଣ ସେଠାରେ ଧ୍ୟାନ ଦେଉଛନ୍ତି ଏବଂ ସେଠାରେ ସାହାଯ୍ୟ କରୁଛନ୍ତି । କିନ୍ତୁ ଆପଣ ଜନ୍ମ ହୋଇଥିବା ଢେଙ୍କାନାଳ-ଅନୁଗୁଳ ଜିଲ୍ଲାରେ କିଛି କରୁନାହାନ୍ତି । ଯେତେବେଳେ ନିର୍ବାଚନ ଆସେ, ଆପଣ ଏଠାକୁ ରାଜନୀତି କରିବାକୁ ଆସନ୍ତି ବୋଲି ସାଂସଦ ଶ୍ରୀ ସାହୁ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖ ପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version