• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ -୨୫ ଜୁନ୍ ଗୁରୁବାର

Proprietor Abhimanyu Maharana by Proprietor Abhimanyu Maharana
June 25, 2020
in Uncategorized, ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ -୨୫ ଜୁନ୍ ଗୁରୁବାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ଜୁନ୍ ଗୁରୁବାର ) ଭୁବନେଶ୍ୱର :- ମେଷ : ସୁଖମୟ ଦାମ୍ପତ୍ୟ ଜୀବନ ସହିତ ବାହରକୁ ବୁଲିବାକୁ ଯିବାର ଯୋଗ ଅଛି। ବ୍ୟାପାରିମାନଙ୍କୁ କ୍ରୟରେ ଲାଭ ଏବଂ ସଫଳତା ମିଳିବ। ଆପଣଙ୍କ ହଜି ଯାଇଥିବା ବସ୍ତୁ ମିଳିବାର ସମ୍ଭାବନା ଅଛି। ପ୍ରିୟ ବ୍ୟକ୍ତିଙ୍କ ସହିତ ପ୍ରେମର ସୁଖଦ ଅନୁଭବ ପ୍ରାପ୍ତ ହେବ। ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ।

ବୃଷ : ଆଜିର ଦିନ ଶୁଭଫଳ ଦାୟକ ପ୍ରମାଣିତ ହେବ। ନିର୍ଦ୍ଧାରିତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପୂର୍ଣ୍ଣ ହେବ। ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶାରୀରିକ, ମାନସିକ ସୁସ୍ଥତା ରହିବ। ଆର୍ଥିକ ଲାଭ ହେବ। ଆଇଘର ତରଫରୁ ଆନନ୍ଦପୂର୍ଣ୍ଣ ସମାଚାର ମିଳିବ। ସ୍ଵାସ୍ଥ୍ୟ ଅନୁକୂଳ ରହିବ। ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଖେଳକୁଦ ଏବଂ କଳା କ୍ଷେତ୍ରରେ କଲାକାରମାନଙ୍କୁ ନିଜର ପ୍ରତିଭା ଦର୍ଶାଇବାପାଇଁ ମୌକା ମିଳିବ। ସନ୍ତାନମାନଙ୍କ କାମରେ ଖର୍ଚ୍ଚ ହୋଇପାରେ।

ମିଥୁନ : ଆଜି ସନ୍ତାନ ଏବଂ ଜୀବନସାଥୀଙ୍କ ସ୍ଵାସ୍ଥ୍ୟ ସମ୍ବନ୍ଧରେ ଚିନ୍ତା ହୋଇପାରେ। ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିଲେ, ହିତରେ ରହିବେ। ମହିଳା ମିତ୍ରମାନଙ୍କ ଦ୍ଵାରା ଖର୍ଚ୍ଚ କିମ୍ବା କ୍ଷତିଗ୍ରସ୍ତ ହେବାର ଆଶଂକା ଅଛି। ପେଟ ସମ୍ବନ୍ଧିତ ରୋଗରେ ଯନ୍ତ୍ରଣା ହେବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଏବଂ ଯାତ୍ରା ଆଜି କରନ୍ତୁନାହିଁ। ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ। ଭାଗ୍ୟବୃଦ୍ଧି ହେବ। ଆପଣ ସଚେତ ରୁହନ୍ତୁ। ଯାତ୍ରାର ସଂଭାବନା ଅଛି, ସେଥିରେ ଲାଭ ମଧ୍ୟ ହେବ।

କର୍କଟ : ଶାରୀରିକ-ମାନସିକ ଅସୁସ୍ଥତା ଅନୁଭବ ହୋଇପାରେ। ଛାତିରେ ଯନ୍ତ୍ରଣା କିମ୍ବା କୌଣସି କାରଣରୁ ପରିବାରରେ ଅଶାନ୍ତି ହୋଇପାରେ। କୌଣସି ମହିଳାଙ୍କ ସହିତ ମନମାଳିନ୍ୟ ଏବଂ ଯୁକ୍ତି ହେବାର ଆଶଂକା ଅଛି। ସାର୍ବଜନିକ ରୂପରେ ମାନହାନି ନ ହେଉ, ଏହାର ଧ୍ୟାନ ରଖିବେ। ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ। ଧନ ଖର୍ଚ୍ଚ ହେବ। ଅନୈତିକ ପ୍ରବୃତ୍ତିଗୁଡ଼ିକର ସୃଷ୍ଟି ହେଲେ ମନକୁ ନିୟନ୍ତ୍ରଣରେ ରଖିବାପାଇଁ ଉପଦେଶ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାଭ୍ୟାସରେ ନିର୍ଦ୍ଧାରିତ ସଫଳତା ମିଳିବ ନାହିଁ।

ସିଂହ : କାର୍ଯ୍ୟରେ ସଫଳତା ଏବଂ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟର ନିଶା ଆପଣଙ୍କର ମୁଣ୍ଡରେ ରହିବ, ପ୍ରସନ୍ନତା ଅନୁଭବ କରିବେ। ଭାଇ-ଭଉଣୀମାନଙ୍କ ସହିତ ମିଶି ଘରେ କୌଣସି ଆୟୋଜନ କରିବେ। ସ୍ଵାସ୍ଥ୍ୟ ଉତ୍ତମ ରହିବ। ଆର୍ଥିକ ଲାଭ ମିଳିବ, ପ୍ରିୟଜନମାନଙ୍କର ସାକ୍ଷାତ ହେବ। ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ଏହା ଉପରେ ଅଂକୁଶ ରଖିବାକୁ ଉପଦେଶ। ମୁଣ୍ଡବ୍ୟଥା ତଥା ପେଟ ସମ୍ବନ୍ଧୀତ ଅଭିଯୋଗ ହୋଇପାରେ। ଦାମ୍ପତ୍ୟଜୀବନରେ ମିଳାମିଶା ରହିବ।

କନ୍ୟା : ପରିବାରରେ ଆଜି ଆନନ୍ଦର ବାତାବରଣ ରହିବ। ବାଣୀର ମଧୁରତା ଏବଂ ନ୍ୟାୟପ୍ରିୟ ବ୍ୟବହାରରେ ଆପଣ ଲୋକପ୍ରିୟତା ପ୍ରାପ୍ତ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ମିଷ୍ଟାନ୍ନ ଭୋଜନ ମିଳିବ। ବିଦ୍ୟାର୍ଥିମାନଙ୍କପାଇଁ ବିଦ୍ୟାଧ୍ୟୟନ ପାଇଁ ଅନୁକୂଳ ସମୟ ଅଟେ। ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି। ମିତ୍ରମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଭାଗ ନେବାର ଅବସର ଆସିବ।

ତୁଳା : ନିଜର କଳାତ୍ମକ କ୍ଷମତାକୁ ନିଖାରିବାକୁ ପ୍ରୟାସ କରନ୍ତୁ। ଆପଣଙ୍କ ରଚନାତ୍ମକ ଯୋଗ୍ୟତା କାରଣରୁ ଆପଣ ପ୍ରଶଂସା ପ୍ରାପ୍ତ କରି ପାରିବେ। ଶାରୀରିକ, ମାନସିକ ସୁସ୍ଥତା ବନି ରହିବ। ମନୋରଞ୍ଜନର ପ୍ରବୃତ୍ତିରେ ସାଙ୍ଗ ତଥା ପରିଜନମାନଙ୍କ ସହିତ ଭାଗ ନେବେ। ଆର୍ଥିକ ଲାଭ ହେବ। ଗୃହସ୍ଥ ଜୀବନରେ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ଆୟ ବୃଦ୍ଧିର ଯୋଗ ଅଛି। ଅଫିସ୍, ବ୍ୟବସାୟ କ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ। ପ୍ରମୋସନ ମିଳିବାରର ସଂକେତ ଅଛି। ପାରିବାରିକ ସଦସ୍ୟ ତଥା ମିତ୍ର ମାନଙ୍କ ସହିତ ଖୁସି ରହିବେ। ଆନନ୍ଦଦାୟକ ପର୍ଯ୍ୟଟନ ହେବ। ବ୍ୟାପାର ବର୍ଗଙ୍କୁ ଲାଭଦାୟକ ବ୍ୟାପାର ହେବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।

ବିଚ୍ଛା : ଆମୋଦ-ପ୍ରମୋଦ, ମନୋରଞ୍ଜନ ପଛରେ ଧନ ବ୍ୟୟ ହୋଇପାରେ। ମାନସିକ ଚିନ୍ତା ଏବଂ ଶାରୀରିକ କଷ୍ଟର କାରଣରୁ ଚିନ୍ତିତ ହୋଇପାରନ୍ତି। କଥାବାର୍ତ୍ତାରେ କାହା ସହିତ ଭୁଲ ବୁଝାବଣା ନ ହେଉ, ଏହାର ବିଶେଷ ଧ୍ୟାନ ରଖିବେ। କ୍ରୋଧ ଏବଂ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବେ। ଜରନ୍ନାଥଙ୍କର କୃପାରୁ ଆପଣଙ୍କ ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ। ସନ୍ତାନମାନଙ୍କର ସନ୍ତୋଷଜନକ ପ୍ରଗତିରେ ଆନନ୍ଦ ଅନୁଭବ ହେବ।

ଧନୁ : ଆର୍ଥିକ, ସାମାଜିକ ଏବଂ ପାରିବାରିକ ଦୃଷ୍ଟିରୁ ଆପଣଙ୍କପାଇଁ ଆଜିର ଦିନ ଲାଭଦାୟୀ ଅଟେ। ଗୃହସ୍ଥ ଜୀବନର ଆନନ୍ଦ ଆପଣ ପ୍ରାପ୍ତ କରି ପାରିବେ। ପ୍ରେମର ସୁଖଦ ଅନୁଭୂତି ହେବ। ମିତ୍ରମାନଙ୍କ ସହିତ କୌଣସି ରମଣୀୟ ସ୍ଥଳକୁ ବୁଲିବାକୁ ଯାଇପାରନ୍ତି। ଜୀବନସାଥୀ ଖୋଜୁଥିବା ଲୋକଙ୍କ ପାଇଁ ବିବାହର ଯୋଗ ଅଛି। ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ। ଚାକିରି-ଧନ୍ଦାରେ ଉଚ୍ଚ ପଦାଧିକାରିମାନଙ୍କର କ୍ରୋଧର ଶିକାର ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦକୁ ଟାଳିବାକୁ ଚେଷ୍ଟା କରନ୍ତୁ।

ମକର : ବ୍ୟାପାର କ୍ଷେତ୍ରରେ ଲାଭ ହେବ। ଅସୂଲ, ଯାତ୍ରା, ଆୟ ଆଦି ପାଇଁ ଶୁଭ ଦିନ ଅଟେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ କିମ୍ବା ଚାକିରିରେ ଉଚ୍ଚ ପଦାଧିକାରିମାନଙ୍କ ଦ୍ଵାରା ଆପଣଙ୍କ କାମର ପ୍ରଶଂସା ହେବ। ପ୍ରମୋସନର ସମ୍ଭାବନା ବଢ଼ିବ। ପିତାଙ୍କଠାରୁ ଲାଭ ହେବ। ମାନ ସମ୍ମାନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି। ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସାହିତ୍ୟ ଏବଂ କଳା କ୍ଷେତ୍ରରେ କିଛି ନୂଆ ସୃଜନ କରିବାର ପ୍ରେରଣା ମିଳିବ। ପ୍ରେମୀଜନ ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ମିଳନ ତଥା ସାକ୍ଷାତ ସମ୍ଭବ।

କୁମ୍ଭ : ଆଜି ଆଳସ୍ୟ ଅନୁଭବ କରିପାରନ୍ତି। ମାନସିକ ସୁସ୍ଥତା ବନାଇ ରଖିବେ। ଶରୀରରେ ଫୂର୍ତ୍ତିର ଅଭାବ ହୋଇପାରେ। ଅଫିସ୍ ତଥା କାମ-କାର୍ଯ୍ୟର ଜାଗା ଉଚ୍ଚ ପଦାଧିକାରିମାନଙ୍କର ଅସନ୍ତୋଷ ହୋଇପାରେ। କିଛି ଲୋକଙ୍କର ଲମ୍ବା ଯାତ୍ରାର ସଂଯୋଗ ବନିବ। ବିଦେଶରୁ ଭଲ ସମାଚାର ମିଳିପାରେ। ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ। ସାର୍ବଜନିକ ଜୀବନରେ ନାମ ଏବଂ ପ୍ରତିଷ୍ଠା ପ୍ରାପ୍ତି ହେବ। ଦୃଢ଼ ଆତ୍ମ ବିଶ୍ଵାସ ଯୋଗୁଁ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ। ଜଗନ୍ନାଥଙ୍କର ଆଶୀର୍ବାଦ ଆପଣଙ୍କ ସହିତ ଅଛି।

ମୀନ : ସ୍ଵାସ୍ଥ୍ୟ ସମ୍ବନ୍ଧରେ ବିଶେଷ ଧ୍ୟାନ ଦେବେ। ଅଚାନକ ଧନ ଖର୍ଚ୍ଚ ହୋଇପାରେ। କାମକାର୍ଯ୍ୟରେ ଆପଣଙ୍କୁ ଟିକେ ପ୍ରତିକୂଳତା ଅନୁଭବ କରିବାକୁ ପଡ଼ିପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଆଶଂକା ଅଛି। ଦୈନିକ କାର୍ଯ୍ୟ ବିନା କୌଣସି ଅବରୋଧରେ ସମ୍ପୂର୍ଣ୍ଣ ହେବ। ଘରେ ସୁଖ-ଶାନ୍ତି ଙ୍କର ବାତାବରଣ ରହିବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖି ସମ୍ଭାଳିକରି କାର୍ଯ୍ୟ କରିବା ପାଇଁ ଉପଦେଶ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। ସହକର୍ମିମାନଙ୍କର ସହଯୋଗ ଆପଣଙ୍କ ବ୍ୟବସାୟ କ୍ଷେତ୍ରର କାର୍ଯ୍ୟକୁ ସରଳ ବନାଇବ। ମାମୁଁଘର ତରଫରୁ ଲାଭ ହେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version