• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମଝି ରାସ୍ତାରେ ଚଳନ୍ତା ସ୍କୁଟି ଅଟକାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ : ଭରତ ପ୍ରଧାନ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
July 2, 2023
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମଝି ରାସ୍ତାରେ ଚଳନ୍ତା ସ୍କୁଟି ଅଟକାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ : ଭରତ ପ୍ରଧାନ ଗିରଫ
Share on FacebookShare on TwitterWhatsapp

୨ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଣପୁର :- ମଝି ରାସ୍ତାରେ ଚଳନ୍ତା ସ୍କୁଟି ଅଟକାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଭରତ ପ୍ରଧାନ ନାମକ ଅଭିଯୁକ୍ତଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି ବାଣପୁର ପୋଲିସ l ଅଭିଯୋଗ ମୁତାବକ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧିନସ୍ଥ ଖଣତ ଗ୍ରାମର ପ୍ରକାଶ ଜେନାଙ୍କ ଠାରୁ ଭାପୁର ଗ୍ରାମର ଭରତ ପ୍ରଧାନ ଏକ ବର୍ଷ ପୂର୍ବେ ମଜୁରୀ ପ୍ରାପ୍ୟ ପାଞ୍ଚ ହଜାର ଟଙ୍କା ଠକି ନେଇଯାଇଥିଲେ l ଉକ୍ତ ଟଙ୍କା ମଗାକୁ କେନ୍ଦ୍ର କରି ୬ ମାସ ପୂର୍ବେ ଭାରତ ପ୍ରକାଶଙ୍କୁ ଧମକ ମଧ୍ୟ ଦେଇଥିଲେ lପୂର୍ବ ଶତ୍ରୁତାକୁ ନେଇ ଗତକାଲି ସନ୍ଧ୍ୟାରେ ପ୍ରକାଶ ତାଙ୍କର ମା ଏବଂ ଝିଅଙ୍କ ସାଥିରେ ଭାପୁର ସ୍ଥିତ ନିଜର ବନ୍ଧୁଙ୍କ ଘରୁ ନିଜ ସ୍କୁଟିରେ ଫେରୁଥିବା ବେଳେ ବାଣପୁର ଭେଟେଶ୍ୱର ରାସ୍ତାରେ ଭରତ ଏକ ପଲସର ଗାଡ଼ିରେ ଆସି ପ୍ରକାଶଙ୍କୁ ମରଣାନ୍ତକ ଆକ୍ରମଣ କରି ତାଙ୍କ ଠାରୁ ମୋବାଇଲ ଓ ସ୍କୁଟି ଛଡାଇ ନେଇ ଫେରାର ହୋଇଯାଇଥିଲେ l ଫଳରେ ପ୍ରକାଶଙ୍କ ମୁଣ୍ଡରେ ଆଘାତ ଲାଗି ପ୍ରବଳ ରକ୍ତସ୍ରାବ ହୋଇଥିଲା l ତାଙ୍କୁ ସଙ୍ଗେ ସଙ୍ଗେ ବାଣପୁର ଡାକ୍ତରଖାନରେ ଚିକିତ୍ସା କରାଯାଇଥିଲା l ଉକ୍ତ ଘଟଣାକୁ ନେଇ ପ୍ରକାଶଙ୍କ ମା ନିଶାମାଣି ଜେନା ଥାନାର ଦ୍ୱାରସ୍ତ ହେଲାପରେ ପୋଲିସ 257/23 ରେ ଏକ ମାମଲା ରୁଜୁ କରି ଆଜି ଭରତଙ୍କୁ ତାଙ୍କ ନିଜ ଘରୁ ଗିରଫ କରି କୋର୍ଟଚାଲାଣ କରିଛି l ତେବେ ଭରତଙ୍କ ଠାରୁ ସ୍କୁଟି ଜବତ ହୋଇଥିବା ବେଳେ ଅଦ୍ୟାବଧି ମୋବାଇଲ ମିଳିପାରିନାହିଁ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା

ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version