• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ୱାଦ’ ସାହିତ୍ୟ ଘର ରୁପ୍ରା ଶାଖା ଓ କେସିଙ୍ଗା ବନାଞ୍ଚଳର ମିଳିତ ସହଯୋଗରେ ବୃକ୍ଷ ରୋପଣ

Proprietor Abhimanyu Maharana by Proprietor Abhimanyu Maharana
July 3, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ସମ୍ୱାଦ’ ସାହିତ୍ୟ ଘର ରୁପ୍ରା ଶାଖା ଓ କେସିଙ୍ଗା ବନାଞ୍ଚଳର ମିଳିତ ସହଯୋଗରେ ବୃକ୍ଷ ରୋପଣ
Share on FacebookShare on TwitterWhatsapp

୩ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :- କେସିଙ୍ଗା ବନାଞ୍ଚଳ ରୁପ୍ରାରୋଡ୍ ସେକ୍ସନ୍ ଅଧିନ ମୁରସିଙ୍ଗ୍ ସ୍ଥିତ ସନ୍ୟାସୀ ଉଚ୍ଚ ବିଦ୍ୟାପୀଠର ଛାତ୍ରୀ ନିବାସ ପରିସରରେ ‘ସମ୍ୱାଦ’ ସାହିତ୍ୟ ଘର ରୁପ୍ରା ଶାଖା ଓ କେସିଙ୍ଗା ବନାଞ୍ଚଳର ମିଳିତ ସହଯୋଗରେ ଆଜି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ‘ସମ୍ୱାଦ’ ପ୍ରତିନିଧି ଅଜୟ କୁମାର ସେନାପତି ଓ ଆମ ଜଙ୍ଗଲ ଯୋଜନାର ଦଳପତି ହେମନ୍ତ ସାହୁଙ୍କ ପରିଚାଳନାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ କେସିଙ୍ଗା ଡେପୁଟି ରେଞ୍ଜର ଯୁଧିଷ୍ଠିର ଜାଲ୍, ରୁପ୍ରାରୋଡ୍ ଫରେଷ୍ଟର୍ ବିଶ୍ୱଜିତ ଠାକୁର, ଫରେଷ୍ଟ ଗାର୍ଡ୍ ଫକିର ବିଶ୍ୱାଳ, ନିଗମ ସାହୁ ଓ ପାରିଜାତ ବାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅର୍ଜୁନ ତାରେଣିଆ ଓ ପରିଚାଳନା କମିଟିର ସଭାପତି ଅର୍ଜୁନ ପଧାନ ପ୍ରଥମେ ପୂଜାପାଠ କରି ବୃକ୍ଷ ରୋପଣର ଶୁଭାରମ୍ଭ କରିଥିଲେ ।

‘ସମ୍ୱାଦ’ ସାହିତ୍ୟ ଘର ରୁପ୍ରାର ଉପସଭାପତି ତଥା ଉକ୍ତ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ବେହେରାଙ୍କ ସମେତ ଛାତ୍ର ଛାତ୍ରୀ ଶଙ୍କିତା ପଧାନ, ଚୁମିନା ବିଶ୍ୱାଳ, ଅଙ୍କିତ ଗୌଡ, ରିଙ୍କୁ ସା, ଦୀପା ବାରିକ ଓ ସଙ୍ଗୀତା ନନ୍ଦ ପ୍ରମୁଖ ବୃକ୍ଷ ରୋପଣ କରିଥିଲେ । ବିଦ୍ୟାଳୟର ଶିକ୍ଷକ ପ୍ରହଲ୍ଲାଦ ବିଶ୍ୱାଲ, ବାଳୁଙ୍କି ସାହୁ , ମନୋରଞ୍ଜନ ଦାସ, ନରେନ୍ଦ୍ର ଖିଲାର୍, ନରସିଂହ ସାହୁ, ସତ୍ୟପ୍ରିୟ ଜେନା, ବିଦ୍ୟାଳୟର କର୍ମଚାରୀ ଲିଙ୍ଗରାଜ ପଧାନ, ଶରତ ଭୋଇ, ଗୋପାଳ ବାରିକ , ମୋହନ କରୁଆଁ ଓ ସମସ୍ତ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ‘ସମ୍ୱାଦ’ ପ୍ରତିନିଧି ଅଜୟ କୁମାର ସେନାପତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାଈଗୋରୁ ଚାଲାଣ ବେଳେ ରାଷ୍ଟ୍ରିୟ ବଜରଙ୍ଗ ଦ୍ୱାରା ଉଦ୍ଧାର : ୬ ଗୋରୁ ଉଦ୍ଧାର, ୨ ଅଟକ; ଅନ୍ୟ ୨ ଫେରାର

ଗାଈଗୋରୁ ଚାଲାଣ ବେଳେ ରାଷ୍ଟ୍ରିୟ ବଜରଙ୍ଗ ଦ୍ୱାରା ଉଦ୍ଧାର : ୬ ଗୋରୁ ଉଦ୍ଧାର, ୨ ଅଟକ; ଅନ୍ୟ ୨ ଫେରାର

November 3, 2026
ବସ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : ପୁଲିସର ତଦନ୍ତ ଆରମ୍ଭ

ବସ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : ପୁଲିସର ତଦନ୍ତ ଆରମ୍ଭ

November 3, 2026
ସାମୁଦ୍ରିକ ଝଡ଼ ‘ମୁରାସୁ’ ଆଶଙ୍କା : କନ୍ଧମାଳରେ ୨ ଦିନ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

ସାମୁଦ୍ରିକ ଝଡ଼ ‘ମୁରାସୁ’ ଆଶଙ୍କା : କନ୍ଧମାଳରେ ୨ ଦିନ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

November 3, 2026
ପ୍ରବଳ ବର୍ଷା ଓ ବାତ୍ୟା ଆଶଙ୍କା: କନ୍ଧମାଳବାସୀଙ୍କୁ ସତର୍କ କଲା ଜିଲ୍ଲା ପ୍ରଶାସନ : ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ

ପ୍ରବଳ ବର୍ଷା ଓ ବାତ୍ୟା ଆଶଙ୍କା: କନ୍ଧମାଳବାସୀଙ୍କୁ ସତର୍କ କଲା ଜିଲ୍ଲା ପ୍ରଶାସନ : ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ

November 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାଈଗୋରୁ ଚାଲାଣ ବେଳେ ରାଷ୍ଟ୍ରିୟ ବଜରଙ୍ଗ ଦ୍ୱାରା ଉଦ୍ଧାର : ୬ ଗୋରୁ ଉଦ୍ଧାର, ୨ ଅଟକ; ଅନ୍ୟ ୨ ଫେରାର

ଗାଈଗୋରୁ ଚାଲାଣ ବେଳେ ରାଷ୍ଟ୍ରିୟ ବଜରଙ୍ଗ ଦ୍ୱାରା ଉଦ୍ଧାର : ୬ ଗୋରୁ ଉଦ୍ଧାର, ୨ ଅଟକ; ଅନ୍ୟ ୨ ଫେରାର

November 3, 2026
ବସ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : ପୁଲିସର ତଦନ୍ତ ଆରମ୍ଭ

ବସ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ : ପୁଲିସର ତଦନ୍ତ ଆରମ୍ଭ

November 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version