• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
July 3, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
Share on FacebookShare on TwitterWhatsapp

ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ.

୩ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି l ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ l ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା l

ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ .ଟି ଓ ଆଇ .ଟି . ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି l ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ .ଟି . ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି . ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି l ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ l ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ , ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ , ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ l

ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା , ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି l ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ 10 ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ 14 ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି l ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର , ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି l

ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସ୍ରୁଷ୍ଟି କରିଛି l ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ l ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ ,

ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର ଆୟାର , ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା , ଜିଲ୍ଲାପାଳ ଖୋର୍ଦ୍ଧା ଶ୍ରୀ କେ . ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ . ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେ ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ,ବିଧାୟକ ଶ୍ରୀ ଅନନ୍ତ ଜେନା ,ରାଜ୍ଯ ପଣ୍ୟାଗାର ନିଗମ ର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version