୪ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଆଜିଠୁ ଓଡ଼ିଶାର ୨୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି. ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସହ ବର୍ଷା ନେଇ ଆଉ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି .















