• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିପଦକୁ ଆମନ୍ତ୍ରଣ କରୁଛି ରାସ୍ତାପାର୍ଶ୍ବ ଶୁଖିଲା ଗଛ

Proprietor Abhimanyu Maharana by Proprietor Abhimanyu Maharana
July 6, 2023
in ଓଡ଼ିଶା, ଗଜପତି, ହୋମ୍
0
ବିପଦକୁ ଆମନ୍ତ୍ରଣ କରୁଛି ରାସ୍ତାପାର୍ଶ୍ବ ଶୁଖିଲା ଗଛ
Share on FacebookShare on TwitterWhatsapp

୦୬ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-  ଗଜପତି ଜିଲ୍ଲା ନୂଆଗଡ଼ ସଦର ମହକୁମା ଠାରୁ ଖଜୁରୀପଦା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ୬କିମି ରାସ୍ତାର ଉଭୟ ପାର୍ଶ୍ବର ଅନେକ ସ୍ଥାନରେ ଶୁଖିଲା ଗଛ ଗୁଡ଼ିକ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ବଡ଼ ବଡ଼ ଗଛ ଶୁଖି ତାର ଶାଖା ପ୍ରଶାଖା ରାସ୍ତା ଉପରେ ମେଲେଇ ହୋଇ ରହିଛି। ତେଣୁ ବିପଦକୁ ସ୍ବାଗତ କରୁଛି ଏଠାରେ ରହିଥିବା ଶୁଖିଲା ଗଛ ଗୁଡ଼ିକ। ଏହି ରାସ୍ତାରେ ଶହଶହ ଲୋକେ ବିଭିନ୍ନ କାର୍ଯ୍ୟରେ ଯିବା ଆସିବା କରିଥାନ୍ତି। ପଥଚାରୀ ମାନଙ୍କ ଉପରେ କାଲେ ଶାଖାର ଶୁଖିଲା କାଠ ଖଣ୍ଡ ପଡ଼ିବା ନେଇ ଭୟ ସୃଷ୍ଟି ହେଉଥିବା ଚର୍ଚ୍ଚ ହେଉଛି। ସାମାନ୍ୟ ବର୍ଷା ପବନରେ ଶାଖା ପ୍ରଶାଖାର ଶୁଖିଲା ବକଲ ଏବଂ କାଠ ଖଣ୍ଡ ରାସ୍ତା ଉପରେ ଖଣ୍ଡ ଖଣ୍ଡ ହୋଇ ପଡ଼ୁଥିବା ଦେଖିବାକୁ ମିଳୁଛି। ଦୀର୍ଘ ବର୍ଷର ଗଛ ଗୁଡାକ ଶୁଖି ଶୁଖି ରହିଥିବାରୁ କେତେକ ଗଛରେ ଶାଖା ପ୍ରଶାଖା ଖଣ୍ଡ ଖଣ୍ଡ ହୋଇ ପଡ଼ି ଲମ୍ବା ହୋଇ ଗଣ୍ଡୀ ରହିଛି।

ବେଳେବେଳେ ରାସ୍ତାରେ ଗଣ୍ଡୀ ପଡ଼ି ଗମନା ଗମନରେ ବାଧା ସୃଷ୍ଟ ହେବାର ସୂଚନା ରହିଛି। ତେଣୁ ଆଗାମୀ ଦିନରେ ପଥଚାରୀ ମାନଙ୍କର ଜୀବନ ହାନି ହେବାର ଆଶଙ୍କା ରହିଛି।ଏହି ରାସ୍ତା ଦେଇ ପ୍ରଶାସନ,ପୂର୍ତ୍ତ ବିଭାଗ, ବନ ବିଭାଗ କର୍ମଚାରୀ ନୀତି ଯିବା ଆସିବା କରନ୍ତି। ହେଲେ କାହାରବି ଉଭୟ ପାଶ୍ୱରେ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶୁଖିଲା ଗଛ ଗୁଡ଼ିକ ଉପରେ ଦୃଷ୍ଟି ପଡୁନାହିଁ କି ଏହାକୁ ହଟାଇବା ପାଇଁ କେହି ଗୁରୁପ୍ତ ଦେଉନଥିବା ଅଭିଯୋଗ ହେଉଛି। ବର୍ତମାନ ଆଗକୁ ମୌସୁମୀ ସହ ଝଡ଼ ବାତ୍ୟା ଦେବାର ଆଶଙ୍କା ରହିଛି। ବେଳ ଥାଉ ଥାଉ ଏହାର ପ୍ରତିକାର କରାନଗଲେ ଦୁର୍ଘଟଣା ଘଟିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ପାରିବ ନାହିଁ। ରାସ୍ତା କଡ଼ର ଶୁଖିଲା ଗଛ ଗୁଡ଼ିକ ପ୍ରତି ବିଭାଗୀୟ ଅଧିକାରୀ ମାନେ ଧ୍ୟାନ ଦେଉ ନ ଥିବା ବୁଦ୍ଧିଜୀବୀ ମହଲରେ ଆଲୋଚ୍ୟ ବିଷୟ ହୋଇଛି। ଏଣୁ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ କୌଣସି ଅଘଟଣ ଘଟିବା ପୂର୍ବରୁ ଶୁଖିଲା ଗଛ ଗୁଡାକ ସଫା କରିବାକୁ ବିଭିନ୍ନ ମହଲରେ ଦାବି ହେଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version