• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିକ୍ଷୁକ ଓ ମାନସିକ ବିକାର ଗ୍ରସ୍ତ ଉଦ୍ଧାର ଓ ଥଇଥାନ ଅଭିଯାନ : ପ୍ରଥମ ଦିନ ଉଦ୍ଧାର ହେଲେ ୨୧ଜଣ

Proprietor Abhimanyu Maharana by Proprietor Abhimanyu Maharana
July 7, 2023
in ଓଡ଼ିଶା, ପୁରୀ, ହୋମ୍
0
ଭିକ୍ଷୁକ ଓ ମାନସିକ ବିକାର ଗ୍ରସ୍ତ ଉଦ୍ଧାର ଓ ଥଇଥାନ ଅଭିଯାନ : ପ୍ରଥମ ଦିନ ଉଦ୍ଧାର ହେଲେ ୨୧ଜଣ
Share on FacebookShare on TwitterWhatsapp

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-  ଚଳିତ ବର୍ଷର ରଥଯାତ୍ରା ସମୟରେ ଆସି ପୁରୀ ସହରର ବିଭିନ୍ନ ଗଳି କନ୍ଦି,ଷ୍ଟେସନ, ବସଷ୍ଟାଣ୍ଡ ଓ ସମୁଦ୍ର କୂଳ ଇତ୍ୟାଦିରେ ଭିକ୍ଷୁକ ଓ ମାନସିକ ବିକାର ଗ୍ରସ୍ତ ଲୋକ ରହିଯାଇଛନ୍ତି। ଏମାନଙ୍କୁ ଉଦ୍ଧାର କରି ଥଇଥାନ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ୨ଦିନିଆ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ କରାଯାଇଛି । ଗୁରୁବାର ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲା ପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ,ଅତିରିକ୍ତ ଜିଲ୍ଲା ପାଳ ପ୍ରୋଟୋକଲ ଶରତ ଚନ୍ଦ୍ର ମହାପାତ୍ର ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ ।

ପ୍ରଥମ ଦିନରେ ୨୧ଜଣଙ୍କୁ ବିଭିନ୍ନ ସ୍ଥାନରୁ ଉଦ୍ଧାର କରାଯାଇଛି ବୋଲି ପୁରୀ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ଶେଖର ମହାରଣା ସୂଚନା ଦେଇଛନ୍ତି।ସେହି ପରି ରଥ ଯାତ୍ରା ଗହଳି ଦାଣ୍ଡ ରେ ଅଧିକ ରୋଜଗାର ଉଦ୍ଦେଶ୍ୟରେ କିଛି ଲୋକ ରାଜ୍ୟର ବିଭିନ୍ନ ସ୍ଥାନରୁ ଚାଲି ଆସୁଥିବା ବେଳେ ପରବର୍ତ୍ତୀ ଅବସ୍ଥାରେ ପୁରୀ ସହର ପାଇଁ ସମସ୍ୟା ସୃଷ୍ଟି କରିଥାନ୍ତି ଏପରିକି ନିଜ ପରିବାରର ବୃଦ୍ଧ ଲୋକ ,ଭିନ୍ନକ୍ଷମ ଓ ମାନସିକ ବିକାର ଗ୍ରସ୍ତ ଲୋକଙ୍କୁ ଆଣି ଜାଣି ଶୁଣି ରଥ ଯାତ୍ରା ଗହଳି ଭିତରେ ନିଜ ଲୋକମାନେ ଛାଡି ଦେଇ ଯାଇଥାନ୍ତି .

ତେଣୁ ଏହି ସବୁ ବିଷୟକୁ ଲକ୍ଷ୍ୟ ରଖି ଏଭଳି ସ୍ୱତନ୍ତ୍ର ଡ୍ରାଇଭ ର ଆୟୋଜନ କରାଯାଇଛି ବୋଲି ଏହି କାର୍ଯ୍ୟକ୍ରମର ପରାମର୍ଶ ଦାତା ସିଦ୍ଧାର୍ଥ ରାୟ ଜଣାଇ ଛନ୍ତି।ସୂଚନା ଯୋଗ୍ୟ ଯେ ସହରର ଗଳି କନ୍ଦିରେ ଘୁରି ବୁଲୁଥିବା ଭିକାରୀ ଓ ମାନସିକ ବିକାର ଗ୍ରସ୍ତ ମାନଙ୍କ ସଂପର୍କରେ ସୂଚନା ଦେବା ପାଇଁ ସାମାଜିକ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ୯୮୬୧୪୫୭୨୪୮ ଓ ୯୩୪୮୫୦୬୦୦୭ ଦୁଇଟି ନମ୍ବର ଜାରି କରାଯାଇଛି।ଏହି ନମ୍ୱର୍ ରେ କଲ୍ ଓ ହ୍ୱ।ଟ ସପ କରି ଉଦ୍ଧାର ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଯେ କେହି ସୂଚନା ଦେଇ ପାରିବେ ।ଏହି ସ୍ୱତନ୍ତ୍ର ଅଭିଯାନ ଗୁରୁବାର ଓ ଶୁକ୍ର ଵାର ଦୁଇଦିନ ଚାଲିବ ବୋଲି ଜଣା ପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version