• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋ ପରିବାର : ସଦସ୍ୟମାନେ ବୃଦ୍ଧଙ୍କୁ ଛାଡିଲେ ଘରେ 

Proprietor Abhimanyu Maharana by Proprietor Abhimanyu Maharana
July 7, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମୋ ପରିବାର : ସଦସ୍ୟମାନେ ବୃଦ୍ଧଙ୍କୁ ଛାଡିଲେ ଘରେ 
Share on FacebookShare on TwitterWhatsapp

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଜଟଣୀ :- ମଙ୍ଗଳବାର ସନ୍ଧ୍ୟାରେ ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନ ପାଖରେ ଜଣେ ବୃଦ୍ଧ ଅସହାୟ ଅବସ୍ଥାରେ ବୁଲିବାର ଦେଖିବାକୁ ମିଳିଥିଲେ l ବବୁଲ ନାମକ ଜଣେ  “ମୋ ପରିବାର” ସଦସ୍ୟ ବୃଦ୍ଧଙ୍କ ପାଖକୁ ଯାଇ ପଚାରି ବୁଝିଥିଲେ ଏବଂ ତାଙ୍କୁ ଖାଇବାକୁ ଦେଇଥିଲେ l ତାପରେ ସମସ୍ତ ସଦସ୍ୟମାନଙ୍କୁ ଅବଗତ କରାଇଥିଲେ l ତାଙ୍କ ଠାରୁ ବୁଝିବାକୁ ପାଇଥିଲୁ ସମସ୍ତ ବିଷୟ,ବହୁ ସମସ୍ୟା ଭିତରେ ଗତି କରୁଛନ୍ତି l ବୃଦ୍ଧଙ୍କ ନାମ ଈଶ୍ୱର ସାମଲ, କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକର ମାନପୁର ଗ୍ରାମରେ ଘର,ଦୁଇଟି ପୁଅ ସାନପୁଅ ମୃତ୍ୟୁ ପରେ,ସେ ମାନସିକ ଚାପରେ ରହୁଥିଲେ l

ନିଜ ଘରେ ବୋହୁ ଠାରୁ ଅତ୍ୟାଚାର ହେଉଥିଲେ ବୋଲି ପ୍ରକାଶ କରିଥିଲେ l ଆମେ ପ୍ରଥମେ ଜଟଣୀ ଥାନାରେ ଜଣାଇ ଥିଲୁ l ଜଟଣୀ ଥାନା ଅଧିକାରୀ ସୌମ୍ୟକାନ୍ତ ବଳିୟାରସିଂହଙ୍କ ପରାମର୍ଶ ନେଇଥିଲୁ ଏବଂ ସଂଘର ନିଷ୍ପତ୍ତି ଅନୁସାରେ ଶ୍ରୀସାମଲଙ୍କୁ ତାଙ୍କ ଘରକୁ ଛାଡିବାକୁ ଗୁରୁବାର ଦିନ ସଂଘର ସହଯୋଗରେ ଭଡା ଗାଡିରେ ଶ୍ରୀସାମଲଙ୍କୁ ନେଇଥିଲୁ l ପ୍ରଥମେ ଆଳି ଥାନାରେ ପହଞ୍ଚିଥିଲୁ l ଥାନାରେ ଥାନା ଅଧିକାରୀ ଅନୁପସ୍ଥିତ ଥିବାରୁ ଏ ଏସ ଆଇ ଗୁଣ୍ଡୁରା ମଲ୍ଲିକଙ୍କ ସହିତ କଥା ହୋଇଥିଲୁ l ଶ୍ରୀମଲ୍ଲିକ ଈଶ୍ୱର ସାମଲଙ୍କୁ ତାଙ୍କ ଘରେ ଛାଡ଼ିଦେବେ ବୋଲି କହିଥିଲେ l

ଥାନାରେ ଶ୍ରୀମଲ୍ଲିକଙ୍କୁ ହସ୍ତାନ୍ତର କରିବା ପରେ ତାଙ୍କ ଗ୍ରାମର ସରପଞ୍ଚଙ୍କ ସହିତ କଥା ହୋଇ ସମସ୍ତ ବିଷୟ ବୁଝିଥିଲୁ ଏବଂ ଶ୍ରୀସାମଲଙ୍କ ପରିବାର ଲୋକ ଅନୁପସ୍ଥିତି ଥିବାରୁ ସେହି ଠାରୁ ଚାଲି ଆସିଥିଲୁ l “ମୋ ପରିବାର”ର ଶୁଭେନ୍ଦ୍ର,ସିଦ୍ଧାର୍ଥ,ଚମ୍ପତ୍ତି, ରମେଶ,ଗଟୁ,ବବୁଲ ଗାଡ଼ିରେ ଯାଇଥିବା ବେଳେ ବି.ପଟ୍ଟନାୟକ,ଏସ.ପାଇକରାୟ,ମୁନ୍ନା ନାୟକ,ମୁନ୍ନା ମହାନ୍ତି,ବି.ପ୍ରଧାନ,ନିରଞ୍ଜନ, ଏମ.ଶର୍ମା,ରବି ଏବଂ କାଳିଆ ସହ ଯୋଗ କରିଥିଲେ ବୋଲି ସଂଘର ପ୍ରତିଷ୍ଠାତା ଆଇନଜୀବୀ, ସାମ୍ବାଦିକ ଶୁଭେନ୍ଦ୍ର କୁମାର ଶତପଥୀ ସୂଚନା ଦେଇଛନ୍ତି l  (ରିପୋର୍ଟ :- ଶୁଭେନ୍ଦ୍ର ଶତପଥୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026
ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

September 28, 2026
ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version