• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝିନ ହେଲେ କୋରାପୁଟ ଜିଲା ବିଜେଡି ସଭାପତି,ପ୍ରଶାନ୍ତ କାର୍ଯ୍ୟକାରୀ ସଭାପତି : ଇଶ୍ଵରଙ୍କୁ ରାଜ୍ୟ ସମ୍ପାଦକ ଦାୟିତ୍ଵ

Proprietor Abhimanyu Maharana by Proprietor Abhimanyu Maharana
July 8, 2023
in ଓଡ଼ିଶା, କୋରାପୁଟ, ହୋମ୍
0
ଝିନ ହେଲେ କୋରାପୁଟ ଜିଲା ବିଜେଡି ସଭାପତି,ପ୍ରଶାନ୍ତ କାର୍ଯ୍ୟକାରୀ ସଭାପତି : ଇଶ୍ଵରଙ୍କୁ ରାଜ୍ୟ ସମ୍ପାଦକ ଦାୟିତ୍ଵ
Share on FacebookShare on TwitterWhatsapp

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କୋରାପୁଟ :- କୋରାପୁଟ ଜିଲ୍ଲା ବିଜେଡ଼ି ସଭାପତି ଭାବେ ପୁର୍ବତ୍ତନ ସାଂସଦ ଝିନ ହିକକାଙ୍କୁ ଦଳପକ୍ଷରୁ ନିଯୁକ୍ତ କରାଯାଇଛି । ଜିଲ୍ଲା ବିଜେଡି ପକ୍ଷରୁ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଜଣଙ୍କୁ ମିଳିବ ବୋଲି ଯାହା ପର୍ବାନୁମାନ କରାଯାଉଥିଲା ତାହା ସତ ହୋଇଛି । କିଛି ବର୍ଷ ହେଲା ଇଶ୍ବର ପାଣିଗ୍ରାହୀ ଜିଲ୍ଲା ସଭାପତି ରହି ଆସିଥିଲେ। ସେ କୋରାପୁଟ ସେଣ୍ଟ୍ରାଲ କୋଃପରଟିଭ ବ୍ଯାଙ୍କର ସଭାପତି ଭାବେ ନିର୍ବାଚିତ ହେବା ପରେ ଜିଲ୍ଲା ସଭାପତି ଭାବେ ଝିନ ହିକକାଙ୍କୁ ଅବସ୍ଥାପିତ କରାଯିବା ନେଇ କିଛି ମାସ ହେଲା ଚର୍ଚ୍ଚା ହେଉଥିଲା।

ଇଶ୍ବରଙ୍କ ପର୍ବରୁ ଜୟରାମ ପାଙ୍ଗିଙ୍କୁ ଦଳରୁ ନିଲମ୍ବିତ କରାଯିବା ପରେ ଝିନଙ୍କୁ କୋରାପୁଟ ଜିଲ୍ଲା ବିଜେଡି ସଭାପତି କରାଯାଇଥିଲା। ସେହିପରି ପୁର୍ବତ୍ତନ ମନ୍ତ୍ରୀ ରବିନାରାୟଣ ନନ୍ଦ ଜୟପୁରରୁ ଲଗାଇ ପରାଜୟ ହୋଇ ଆସୁଥିବା କାରଣରୁ ଇଶ୍ବର ପାଣିଗ୍ରାହୀ ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ଆସନ୍ତା ସାଧାରଣ ନିର୍ବାଚନରେ ବିଧାୟକ ପ୍ରାର୍ଥୀ ହେବାକୁ ଆଶାବାନ୍ଧି ଥିବା ଜଣାପଡ଼ିଛି। ଏପରିକି କିଛି ରାଜ୍ଯ ସ୍ତରୀୟ ନେତୃବୃନ୍ଦଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଥିବା କଥା ମଧ୍ୟ ଚର୍ଚ୍ଚା ହେଉଛି। ପୁର୍ବତ୍ତନ ସାଂସଦ ଝିନ ଙ୍କ ବଦଳରେ ଲକ୍ଷ୍ମୀପୁର ବିଧାନସଭା ମଣ୍ଡଳୀରୁ ପୁର୍ବତ୍ତନ ବିଧାୟକ ତଥା ରାଜ୍ଯ ସଧାରଣ ସମ୍ପାଦକ ଥିବା କୈଳାସ ଚନ୍ଦ୍ର କୁଲେସିକାଙ୍କୁ ଦଳ ପ୍ରାର୍ଥୀ କରିବାନେଇ ଏକ ପ୍ରକାର ସ୍ଥିର ହୋଇ ସାରିଥିବା ଶୁଣାଯାଉଛି। ସେଥିପାଇଁ ଝିନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଆଗୁଆ ଭାବେ ଦଳ ତାଙ୍କୁ ଜିଲ୍ଲା ସଭାପତି କରି ଥିବା ଚର୍ଚ୍ଚା ହେଉଛି।

ଝିନ୍ନଙ୍କ ରାଜନୈତିକ ଜୀବନ ଆରମ୍ଭ ହୋଇଥିଲା ଏପରି ସେ ଲକ୍ଷ୍ମୀପୁର ବ୍ଲକରେ ଜଳ ବିଭାଜିକା ବିଭାଗରେ କାର୍ଯ୍ଯରତ ଥିବା ବେଳେ ୨୦୦୯ ମସିହାରେ ଲକ୍ଷ୍ମୀପୁର ବିଧାନସଭା ମଣ୍ଡଳୀରୁ କାଶୀପୁର ବ୍ଲକକୁ ଅଲଗା କରାଯାଇ କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ଦଶମନ୍ତପୁର ବ୍ଲକକୁ ସାମିଲ୍ କରାଯିବା ପରେ ବିଜେଡ଼ିରେ ଅନେକ ଆଶାୟୀ ପ୍ରାର୍ଥୀ ଥିବା ବେଳେ ଝିନ ହିକକାଙ୍କୁ ଦଳ ଟିକେଟ୍ ଦେଇଥିଲା ଓ ସେ ଜିତିଥିଲେ। ୨୦୧୨ ମସିହାରେ ମାଓବାଦୀ ମାନଙ୍କ ଦ୍ଵାରା ଅପହୃତ ହେବା ସହିତ ମାସାଧିକ କାଳ ମାଓ କବଳରେ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ଯ ଝିନ୍ନଙ୍କ ଲକ୍ଷ୍ମୀପୁର ସ୍ଥିତ ତାଙ୍କ ଘରକୁ ଯାଇଥିଲେ ପରିବାରକୁ ସମବେଦନା ଜଣାଇଥିଲେ ।

ସେହିପରି ୧୦୧୪ ରେ କୋରାପୁଟ ଲୋକସଭା ଆସନରୁ ଝିନଙ୍କୁ ପ୍ରାର୍ଥୀ କରାଯାଇଥିଲା ବେଳେ ସେ ଜିତିକରି ଆସିଥିଲେ। କିନ୍ତୁ ୨୦୧୯ ରେ ଝିନ ପ୍ରାର୍ଥୀ ନହୋଇ ତାଙ୍କ ପତ୍ନୀ କୌଶଲ୍ୟା ହିକକାଙ୍କୁ କୋରାପୁଟ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିଲା, କୌଶଲ୍ଯା ପ୍ରାୟ ୪ ହଜାର ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ବିଜୟୀ ହୋଇଥିଲେ। ସେହିପରି ସଂଗଠନ କୁ ସୁଦୃଢ କରିବା ପାଇଁ ଯୁବ ଭାବେ ପରିଚିତ ପ୍ରଶାନ୍ତ ଗୁପ୍ତାଙ୍କୁ ଜିଲ୍ଲା କାର୍ଯ୍ଯକାରୀ ସଭାପତି ଭାବେ ଦାୟିତ୍ବ ମିଳିଥିଲା ବେଳେ ଇଶ୍ବର ପାଣିଗ୍ରାହୀଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ଅବସ୍ଥାପିତ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version