• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆରବିଆଇରେ ବିଭିନ୍ନ କନ୍ସଲଟାଣ୍ଟ ଓ ଆଇଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜୁଲାଇ ୧୧ ଶେଷ ତାରିଖ

Proprietor Abhimanyu Maharana by Proprietor Abhimanyu Maharana
July 9, 2023
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଆରବିଆଇରେ ବିଭିନ୍ନ କନ୍ସଲଟାଣ୍ଟ ଓ ଆଇଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜୁଲାଇ ୧୧ ଶେଷ ତାରିଖ
Share on FacebookShare on TwitterWhatsapp

୮ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-  ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ବିଭିନ୍ନ କନ୍ସଲଟାଣ୍ଟ ଓ ଆଇଟି ପଦବୀରେ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି । ଆରବିଆଇର ବିଭିନ୍ନ ବିଭାଗରେ ଖାଲିଥିବା ଏହି ୬୬ଟି ‘ଗ୍ରୁପ୍ ସି’ ପଦବୀରେ ପ୍ରାର୍ଥୀଙ୍କୁ ନିଯୁକ୍ତି ମିଳିବ ।

ଏହି ପଦବୀ ପାଇଁ ହେବାକୁ ଥିବା ନିଯୁକ୍ତି ପରୀକ୍ଷା ଲାଗି ଏବେ ଅନଲାଇନରେ ଆବେଦନ ଜାରି ରହିଛି । ଜୁଲାଇ ମାସ ୧୧ ତାରିଖ ଯାଏଁ ଏହି ଆବେଦନ ପ୍ରକ୍ରିୟା ଚାଲିବ । ଯଦି ଆପଣମାନେ ଏ ପର‌୍ୟ୍ୟନ୍ତ ଆରବିଆଇର ଏହି ନିଯୁକ୍ତି ପରୀକ୍ଷା ପାଇଁ ଆବେଦନ କରିନାହାନ୍ତି, ଜାଣନ୍ତୁ କେମିତି କରିବେ ଆବେଦନ ।

ପଦବୀ ସଂଖ୍ୟା :-

କନ୍ସଲଟାଣ୍ଟ, ଆନାଲିଷ୍ଟ ଓ ଆଇଟି ପଦବୀ ( ଗ୍ରୁପ୍ ସି ) – ୬୬

ଯୋଗ୍ୟତା :-

ଆରବିଆଇର ବିଭିନ୍ନ ପଦବୀ ପାଇଁ ପାର୍ଥୀମାନଙ୍କ ବୟସ ୨୩ ବର୍ଷରୁ ୩୬ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ

ଡାଟା ସାଇଣ୍ଟିଷ୍ଟଙ୍କ ପାଇଁ ଷ୍ଟାଟିଷ୍ଟିକ୍ସ/ ଇକୋନୋମିକ୍ସ/ ଗଣିତ/ ଫାଇନାନ୍ସ କିମ୍ବା ଡାଟା ସାଇନ୍ସରେ ପୋଷ୍ଟ ଗ୍ରାଜୁଏସନ କରିଥିବା ଆବଶ୍ୟକ

କନସଲଟାଣ୍ଟ ପଦବୀ ପାଇଁ ଆଶାୟୀ ପ୍ରାର୍ଥୀମାନେ ଆକାଉଣ୍ଟିଂରେ ପୋଷ୍ଟ ଗ୍ରାଜୁଏସନପାସ କରିଥିବା ଆବଶ୍ୟକ

ଆଇଟି ପ୍ରୋଜେକ୍ଟ ଆଡମିନଷ୍ଟ୍ରେଟର ପଦବୀ ପାଇଁଆଶାୟୀ ପ୍ରାର୍ଥୀମାନେ କମ୍ପ୍ୟୁଟର ସାଇନ୍ସ କିମ୍ବା ଆଇଟିରେ ବିଟେକ କିମ୍ବା ଏମଟେକ କରିଥିବା ଆବଶ୍ୟକ ।

ଚୟନ ପ୍ରକ୍ରିୟା :-

ଏହି ପଦବୀ ପାଇଁ ପ୍ରଥମେ ଆରବିଆଇ ପକ୍ଷରୁ ‘ପ୍ରିଲିମିନାରି ପରୀକ୍ଷା’ କରାଯିବ

ଏଥିରେ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନେଇ ‘ମେନ ପରୀକ୍ଷା’ କରାଯିବ

ମେନ ପରୀକ୍ଷାରେ ସଫଳ ହୋଇଥିବା ପ୍ରାର୍ଥୀଙ୍କ ଇଣ୍ଟରଭ୍ୟୁ କରାଯିବ

ଶେଷରେ କୃତକାର‌୍ୟ୍ୟ ହୋଇଥିବା ପ୍ରାର୍ଥୀଙ୍କୁ ‘ଗ୍ରୁପ୍ ବି ଅଫିସର’ ଭାବେ ନିଯୁକ୍ତି ମିଳିବ

କେମିତି କରିବେ ଆବେଦନ :-

ଆରବିଆଇର ୱେବସାଇଟ କ୍ସଭସ.କ୍ଟକ୍ସଶ.ସଦ୍ଭକୁ ଯାଆନ୍ତୁ

ୱେବସାଇଟ ଭିତରେ ଗ୍ରୁପ୍ ‘ସି’ ଅଫିସର ନିଯୁକ୍ତି ଲିଙ୍କକୁ କ୍ଲିକ୍ କରନ୍ତୁ,

ଏହାପରେ ‘ନ୍ୟୁ ୟୁଜର ଆଣ୍ଡ ରେଜିଷ୍ଟର’କୁ କ୍ଲିକ କରନ୍ତୁ

ସେଠାରେ ନିଜ ନାମ ପଞ୍ଜୀକରଣ କରନ୍ତୁ ,

ଏହାପରେ ଲଗ ଇନ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ,

ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ.

ଆବେଦନ ଶୁଳ୍କ :-

ଆରବିଆଇର ଏହି ପରୀକ୍ଷା ପାଇଁ ସାଧରଣ ଓ ଅବିସି ବର୍ଗର ପ୍ରାର୍ଥୀମାନଙ୍କୁ ୬୦୦ଟଙ୍କା ଆବେଦନ ଶୁଳ୍କ ଦେବାକୁ ପଡ଼ିବ । ଅନ୍ୟପଟେ ଅନୁସୂଚିତ ଜାତି, ଜନଜାତି ବର୍ଗ ଓ ଭିନ୍ନକ୍ଷମ ପ୍ରାର୍ଥୀମାନଙ୍କ ପାଇଁ ୧୦୦ଟଙ୍କା ଆବେଦନ ଶୁଳ୍କ ରଖାଯାଇଛି । ଆବେଦନ ଶୁଳ୍କ ଉପରେ ୧୮ ପ୍ରତିଶତ ଜିଏସଟି ଲାଗିବ ।

ରିଜର୍ଭ ବ୍ୟାଙ୍କରେ ଏହି ସବୁ ନିଯୁକ୍ତି ପାଇଁ ପରୀକ୍ଷା କେବେ ହେବ, ସେନେଇ ଆଗକୁ ସୂଚନା ଦିଆଯିବ । ଏହି ପରୀକ୍ଷା ଓ ପଦବୀ ସମ୍ବନ୍ଧୀୟ ଅଧିକ ସୂଚନା ଆରବିଆଇର ୱେବସାଇଟରେ ଉପଲବ୍ଧ ।

Tags :- #RBIGroupCOfficer #ITJobs #Examination #Recruitment #Employment #Careers .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version