• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝାଡପଡାରେ ସେବା ସମବାୟ ସମିତି ଉଦ୍ ଘାଟନ

Proprietor Abhimanyu Maharana by Proprietor Abhimanyu Maharana
July 11, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଝାଡପଡାରେ ସେବା ସମବାୟ ସମିତି ଉଦ୍ ଘାଟନ
Share on FacebookShare on TwitterWhatsapp

୧୧ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :- ନୟାଗଡ଼ ଜିଲ୍ଲା ରଣପୁର ବ୍ଳକ ଝାଡପଡା ପଂଚାୟତର ଝାଡପଡା ଠାରେ ନୂତନ ଭାବେ ଖୋଲା ଯାଈ ଥିବା ନୀଳକଣ୍ଠେଶ୍ଵର ଦେବ  ପ୍ରାଥମିକ କୂ୍ଷି ସେବା ସମବାୟ ସମିତି ଲି: କାର୍ଯାଳୟ, ପଂଜିକରଣ ସଂଖ୍ଯା ୧୦୮/NGRତା୨୩। ୦୬। ୨୦୨୩ରିଖର ଶୁଭ ଉଦ୍ଘାଟନ ଉତ୍ସବ ତା୧୧। ୦୭। ୨୩ରିଖରେ ଅନୁଷ୍ଠିତ ହୋଇଥିଲା। ରଣପୁର ବିଧାୟକ ଶ୍ରୀ ଯୁକ୍ତ ସତ୍ଯ ନାରାୟଣ ପ୍ରଧାନ ମହୋଦୟ  ଏହାକୁ ଉଦ୍ଘାଟନ କରିଥିଲେ । ସରପଂଚ ସୌରିବଂଧୁ ସାହୁଂକ ସଭାପତିତ୍ୱରେ ସଭା କାର୍ୟ୍ଯ ପରିଚାଳନା କରାଯାଇଥିଲା ।

ମାନ୍ଯବର ବିଧାୟକ ମୁଖ୍ଯ ବକ୍ତା, ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ୍ଯ ଶ୍ରୀ ଯୁକ୍ତ ଦେବାଶିଷ ପଟନାୟକ ମୁଖ୍ଯ ଅତିଥି ଭାବରେ ସଭାରେ ଯୋଗ ଦେଇଥିଲେ। ଝାଡପଡା ପଂଚାୟତ ର ସମିତି ସଦସ୍ଯ ପ୍ରମୋଦ କୁମାର ରାଉତ, ଜଗବନ୍ଧୁ ରାଉତ, ମାଧବ ଚଂଦ୍ର ରାଉତ, ଭାଗ୍ୟ ଧର ଦଳେଇ, ତ୍ରିନାଥ ଉଦୟ ସିଂହ, ସଂତୋଷ ଦାଂବଳ, ଭାସ୍କର ଚଂଦ୍ର ପ୍ରଧାନ,ସଂଜୀବ କୁମାର ପରିଡା, ବିନୋଦ ବଳିୟାରସିଂହ,ପ୍ରମୋଦ ସାମଂତରା,

ଦଂଡ ପାଣି ଜେନାଙ୍କ ସମେତ ପଂଚାୟତର  ବହୁ ବିଶିଷ୍ଟ ବେକ୍ତି ତଥା ସୋୟଂସହାୟକ ଗୋଷ୍ଠୀର ମହିୟସୀ ମା’ମାନେ ଯୋଗ ଦେଇଥିଲେ। ସମବାୟ ସମିତି ର ସଂପାଦକ ନୀଳାଦ୍ରି ଭୂଷଣ ରାଉତରାୟ  ସମିତି ଗଠନ ତଥା ସମିତିର କାର୍ୟ୍ଯ କଳାପ ସଂପର୍କ ରେ ଉପସ୍ଥାପନ କରିଥିଲେ  । ନୂତନ ଭାବରେ ଗଢାଯାଇଥିବା ସମବାୟ ସମିତି ଜନସାଧାରଣଙ୍କୁ ନିକଟରୁ ସେବା ପ୍ରଦାନ  କରିବା ର ଥିବା ରୁ ସମସ୍ତେ ଉତ୍ସାହିତ ଥିଲେ। ଏଥି ନିମଂତେ ବିଧାୟକ ମହୋଦୟଙ୍କୁ ଧନ୍ଯବାଦ ଅର୍ପଣ କରାଯାଇ ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version