• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାସିଆ ଅଜାଙ୍କ ଜନ୍ମ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଲା ନୟାଗଡ ପୂଜ୍ୟପୂଜା କମିଟି

Proprietor Abhimanyu Maharana by Proprietor Abhimanyu Maharana
July 14, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦାସିଆ ଅଜାଙ୍କ ଜନ୍ମ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଲା ନୟାଗଡ ପୂଜ୍ୟପୂଜା କମିଟି
Share on FacebookShare on TwitterWhatsapp

୧୩ ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ଦଶ ପଇସାର ରାଜା ଦାସିଆ ଅଜାଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି। ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ସ୍ଥାନୀୟ କଚେରୀ ବଜାର ସ୍ଥିତ ଦାସିଆ ଅଜାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ପୂଜ୍ୟପୂଜା କମିଟି ର ସଦସ୍ଯ ମାନେ ଉପସ୍ଥିତ ହୋଇ ସ୍ବର୍ଗତ ଦାସରଥି ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଧୂପ ପୁଷ୍ପ ମାଲ୍ଯାର୍ପଣ ପୂର୍ବକ ସ୍ମୁତିଚାରଣ କରିଥିଲେ।

ପୂଜ୍ୟପୂଜା କମିଟିର ସଂପାଦକ ସମାଜସେବୀ ଅରୁଣ କୁମାର ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ସାହିତ୍ଯିକ ଶରତ ଚନ୍ଦ୍ର ଆଚାର୍ଯ୍ୟ ପ୍ରବାଦ ପୁରୁଷ ତଥା ପାଠାଗାର ଆନ୍ଦୋଳନର ଜନକ ଦାସିଆ ଅଜାଙ୍କ ମହନୀୟତା ବିଷୟରେ ଆଲୋଚନା କରିଥିବା ବେଳେ ନୟାଗଡ଼ ପୌରପରିଷଦର ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା,

ସମାଜସେବୀ ଶ୍ରୀକାନ୍ତ ଖଟେଇ,  କାଉନସିଲର ଜାନକୀବଲ୍ଲଭ ଜେନା, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ରୋଟାରୀ କ୍ଳବ ସଭାପତି ଅବଦୁଲ ଆରିଫ୍ ଖାଁନ୍, ଶ୍ରୀଧର ସାହୁ, ଅବିନାଶ ସାହୁ, ସନ୍ତୋଷ କୁମାର ନାୟକ ଆଦି ପ୍ରମୁଖ ସଦସ୍ଯ ମାନେ ଉପସ୍ଥିତ ରହି ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୁତି ଚାରଣ କରିଥିଲେ। ଏଥିସହ ଜିଲ୍ଲା ପ୍ରଶାସନ ତରଫରୁ ଡ଼ି ଆଇ ପି ଆର ଓ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ

ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ ଦାଶରଥି ପଟ୍ଟନାୟକଙ୍କ ଉଦେଶ୍ୟରେ ପୁଷ୍ପମାଲ୍ୟ ଅର୍ପଣ ସହ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ|ଅନ୍ୟ ପକ୍ଷରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଆଇନଜୀବୀ ରଣଜିତ ଦାସଙ୍କ ସହ ଅନ୍ୟାନ୍ୟ ନେତୃ ମଣ୍ଡଳୀ ମଧ୍ୟ ଏହି କାର୍ଯକ୍ରମରେ ଉପସ୍ଥିତ ରହି ଦାସିଆ ଅଜାଙ୍କ ଉଦେଶ୍ୟରେ ନିଜର ସମ୍ମାନ ପ୍ରଦର୍ଶନ କରିଥିଲେ |ତେବେ ଜିଲ୍ଲାପ୍ରଶାସନ ଏବଂ ନୟାଗଡ ପୂଜ୍ୟପୂଜା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମହାନ କାର୍ଯ୍ୟପାଇଁ ସାଧାରଣରେ ପ୍ରଂଶସା ପ୍ରକାଶ ପାଇଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

Vedanta Aluminium Promotes Farm Mechanisation Across 33 Villages Under Project SANGAM

October 17, 2026
ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026
ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

Vedanta Aluminium Promotes Farm Mechanisation Across 33 Villages Under Project SANGAM

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version