• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୋଗରପଶି ଗ୍ରାମରେ ଅଜଣା ବନ୍ୟଜନ୍ତୁ ଆକ୍ରମଣରେ ୪୨ ମେଣ୍ଡା ମୃତ ଘଟଣା ପରେ ଗ୍ରାମରେ ଜନସାଧାରଣ ଆନ୍ତଙ୍କିତ ରାଜ୍ୟ ବନ୍ୟଜନ୍ତୁ ସରକ୍ଷକ କଲେ ତଦନ୍ତ

Proprietor Abhimanyu Maharana by Proprietor Abhimanyu Maharana
July 15, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ସୋଗରପଶି ଗ୍ରାମରେ ଅଜଣା ବନ୍ୟଜନ୍ତୁ ଆକ୍ରମଣରେ ୪୨ ମେଣ୍ଡା ମୃତ ଘଟଣା ପରେ ଗ୍ରାମରେ ଜନସାଧାରଣ ଆନ୍ତଙ୍କିତ ରାଜ୍ୟ ବନ୍ୟଜନ୍ତୁ ସରକ୍ଷକ କଲେ ତଦନ୍ତ
Share on FacebookShare on TwitterWhatsapp

୧୫ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଢେଙ୍କାନାଳ :- ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଅନ୍ତର୍ଗତ ସୋଗରପଶି ପଞ୍ଚାୟତର ଆରଦା ଗ୍ରାମରେ ଘଟିଛି ଅଘଟଣ ଖବର ନେବାରେ ଜଣାଯାଏ ଯେ ଗତ ବିଳମ୍ବିତ ରାତ୍ରରେ ଅଜଣା ବନ୍ୟଜନ୍ତୁ ମେଣ୍ଢା ଗୁହାଳରେ ପଶି ୪୨ ମେଣ୍ଢାଙ୍କୁ ଆକ୍ରମଣ କରି ମାରି ଦେଇଥିବା ଦେଖିବାକୁ ମିଳିଥିଲା,ଖବର ପାଇଁ ରାଜ୍ୟ ବନ୍ୟ ସଂରକ୍ଷକ ଉକ୍ତ ଗ୍ରାମରେ ପହଁଞ୍ଚି ତଦନ୍ତ ପକ୍ରିୟା ଆରମ୍ଭ କରିଛନ୍ତି। ଓ ଆଖପାଖ ଜଙ୍ଗଲରେ କର୍ମଚାରୀମାନଙ୍କ ସହ ଜନ୍ତୁର ଠାବ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି ଜିଲ୍ଲା ବନଖଣ୍ଡ ଅଧିକାରୀ ସୁମିତ କର ସଦର ରେଞ୍ଜ ଅଫିସର ବିଭୂଦାନନ୍ଦ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଛାନଭିନ୍ ତଦନ୍ତ କରିଛନ୍ତି।

ଅଜଣା ଜନ୍ତୁ ଆତଙ୍କ, ଆଜି ସକାଳୁ ଗୁହାଳ ଭିତରେ ୪୨ ସଂଖ୍ୟକ ଗୃହ ପାଳିତ ପଶୁ ଅର୍ଥାତ ମେଣ୍ଡାଙ୍କର ଜୀବନ ଚାଲିଯାଇଛି। କେଉଁଥି ପାଇଁ ଏଭଳି ଅଘଟଣ ଘଟିଛି ସେଥିପାଇଁ ବନ ବିଭାଗ ଏବଂ ପଶୁ ଚିକିତ୍ସକ ଦଳ ପକ୍ଷରୁ ଆରମ୍ଭ ହୋଇଛି ତଦନ୍ତ। ସାଧୁ ଚରଣ ରାଉତ ଙ୍କର ୪୦ଟି ମେଣ୍ଢା ମାନଙ୍କ ମୃତ ଦେହ ପଡ଼ି ରହିଛି , ସାଧୁ ଚରଣ ରାଉତଙ୍କ ଗୁହାଳରୁ ବୋଲି ଜଣାପଡ଼ିଛ । ସୂଚନା ଅନୁଯାଇ ମେଣ୍ଢା ମାନଙ୍କର ବେକରେ କ୍ଷତ ଚିହ୍ନ ରହିଛି । କୌଣସି ଅଜଣା ଯନ୍ତ୍ରୁ ରକ୍ତ ଶୋଷି ମେଣ୍ଢା ମାନଙ୍କୁ ମାରି ଥିବା ଅନୁମାନ କରୁଛନ୍ତି ଗ୍ରାମ ବାସୀ ।

ଜିଲ୍ଲା ପ୍ରାଣୀ ଚିକତ୍ସା କେନ୍ଦ୍ର ପକ୍ଷରୁ ମୃତ୍ୟୁ ର କାରଣ ସମ୍ବନ୍ଧରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି l ଉକ୍ତ ଅଞ୍ଚଳ ରେ ଏଭଳି ଘଟଣା ଆଗରୁ କେବେ ହୋଇନଥିବାରୁ ଗାଁ ଲୋକ ଆତଙ୍କିତ ଅବସ୍ଥାରେ ଅଛନ୍ତି l ସଦର ବନ ବିଭାଗ ଅଧିକାରୀ କହୁଛନ୍ତି କେଉଁ ପ୍ରକାର ଜଙ୍ଗଲୀ ଜନ୍ତୁ ଙ୍କ କାଣ୍ଡ ତାହା ଜଣାପଡ଼ୁନାହିଁ କାରଣ ବର୍ଷା ରେ ପାଦ ଚି଼ହ୍ନ ଲିଭି ଯାଇଛି l ସେପଟେ ଗ୍ରାମବାସୀ ଜଙ୍ଗଲ ବିଭାଗ ପକ୍ଷରୁ କ୍ଷତିପୂରଣ ଦାବି ସହିତ ପେଟ୍ରୋଲିଙ୍ଗ କରି ବାକୁ ଦାବି କରୁଛନ୍ତି l ପ୍ରାଣୀ ଚିକତ୍ସା ବିଭାଗ ପକ୍ଷରୁ ମୃତ ମେଣ୍ଢା ଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟତା ପଦାକୁ ଆସିବ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version