• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତଟ ରେଳପଥ ବିଶାଖାପାଟଣା ଡି.ଆର.ଏମଙ୍କ ପାରଳାଖେମୁଣ୍ଡି ଗସ୍ତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
July 19, 2023
in ଓଡ଼ିଶା, ଗଜପତି, ହୋମ୍
0
ପୂର୍ବତଟ ରେଳପଥ ବିଶାଖାପାଟଣା ଡି.ଆର.ଏମଙ୍କ ପାରଳାଖେମୁଣ୍ଡି ଗସ୍ତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା
Share on FacebookShare on TwitterWhatsapp

୧୮ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ପୂର୍ବତଟ ରେଳପଥ ୱାଲଟିୟର ଡିଭିଜନ ଡିଆରଏମ ତଥା ରେଳ ଡିଭିଜନ ମହା ପ୍ରବନ୍ଧକ ଶ୍ରୀ ଅନୁପ ଶତପଥୀ ଆଜି ଏକ ସ୍ବତନ୍ତ୍ର ଟ୍ରେନ ଯୋଗେ ପାରଳାଖେମୁଣ୍ଡି ଗସ୍ତରେ ଆସି ସେଠାରେ ଦୀର୍ଘଦିନ ଧରି ଚାଲିଥିବା ରେଳ ଷ୍ଟେସନ ବିଲଡିଙ୍ଗ ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ସବୁ ପରିଦର୍ଶନ ଓ ଅନୁଧ୍ୟାନ କରି ଫେରି ଯାଇଛନ୍ତି ଗସ୍ତ ଓ ଅନୁଧ୍ୟାନ ବେଳେ ଡିଆରଏମ ଶ୍ରୀ ଶତପଥୀ ପାରଳାଖେମୁଣ୍ଡି ରେଳ ଷ୍ଟେସନ ଠାରେ ନିର୍ମାଣ କାର୍ଯ୍ୟର ଯନ୍ତ୍ରୀ ଓ ଠିକାଦାର ମାନଙ୍କ ସହିତ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ

ପରେ ଡିଆରଏମ ଶ୍ରୀ ଶତପଥୀ ଷ୍ଟେସନର ବିଭିନ୍ନ ମୌଳିକ ସୁବିଧା ଉପରେ ଅଞ୍ଚଳବାସୀ ଙ୍କ ସହ ଆଲୋଚନା କରିବା ସହ ତାକୁ ତ୍ୱରାନ୍ୱିତ କରିବା ପାଇଁ ତାଙ୍କ ଦୃଷ୍ଟିକୁ ଆଣିଥିଲେ । ପରେ ଡିଆରଏମ ଶ୍ରୀ ଶତପଥୀ ଷ୍ଟେସନ ଠାରେ ସାମ୍ବାଦିକ ମାନଙ୍କୁ ଅଧିକ ସୂଚନା ଦେଇ କହିଥିଲେ ଯେ , ମୁଁ ୱାଲଟିଅର ରେଳ ଡିଭିଜନର ଡିଆରଏମ ଦାୟିତ୍ଵ ନେବା ପରେ ଏ ଅଞ୍ଚଳରେ ଅନେକ ଉନ୍ନୟନ ମୂଳକ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ପାରଳାଖେମୁଣ୍ଡି ଠାରେ ଥିବା ଏହା ଏମିତି ଏକ ଷ୍ଟେସନ , ଯେଉଁଟା କି , କେନ୍ଦ୍ର ସରକାରଙ୍କ ଅମତ ଭାରତ ଯୋଜନା କାର୍ଯ୍ୟକ୍ରମରେ ନିଆ ହୋଇଛି ଏବଂ ଏହା ବିଭାଗୀୟ ସବ-ଗ୍ରେଡେସନ ପାଇବା ପାଇଁ ଅନେକ ଟଙ୍କା ମଧ୍ୟ ଖର୍ଚ୍ଚ କରା ହୋଇଛି ।

ଏଠାକାର ଯେଉଁ ସବୁ ଐତିହ୍ୟ ରହିଛି , ତାକୁ ଆଧାର କରି ଏହା ଏକ ସୁନ୍ଦର ଷ୍ଟେସନ ହେବା ପାଇଁ ପରିକଳ୍ପନା କରା ଯାଇଛି  ଅନ୍ୟପକ୍ଷରେ ପୂର୍ବତଟ ରେଳପଥ ୱାଲଟିୟର ଡିଭିଜନର ଯେଉଁ ଗ୍ରେଡ ଷ୍ଟେସନ ସବୁ ରହିଛି , ପାରଳାଖେମୁଣ୍ଡି ରେଳ ଷ୍ଟେସନର ନାମ ସେଥିରେ ସାମିଲ ଅଛି , କାରଣ ଅପ୍ ଗ୍ରେଡେସନ ହେବା ପାଇଁ । ନିକଟ ଭବିଷ୍ୟତରେ ଏଠାକୁ ଅନ୍ୟ ଏକ ତଥା ୨ୟ ରେଳ-ଲାଇନ ସମେତ ଆଉ ଏକ ପ୍ଲାଟଫର୍ମ ମଧ୍ୟ ଆସିବ । ପାରଳାଖେମୁଣ୍ଡି ରେଳ ଷ୍ଟେସନ ଠାରେ ଯେଉଁ ଷ୍ଟେସନ ନିର୍ମାଣ କାର୍ଯ୍ୟ ଚାଲିଛି , ତାର କେତେ ଦୂର ଅଗ୍ରଗତି ହୋଇଛି , ତାର ଅନୁଧ୍ୟାନ ଓ ତଦାରଖ କରିବା ପାଇଁ ମୋର ଆଜିର ଏହି ଗସ୍ତ ଏଠାରେ ଯାହା କିଛି ସବୁ ନିର୍ମାଣ କାର୍ଯ୍ୟ ଚାଲିଛି , ସେ ସବୁ ସ୍ଥାୟୀ ବ୍ୟବସ୍ଥା ପାଇଁ । ବର୍ତ୍ତମାନ ବିଲଡିଙ୍ଗ ଓ ପ୍ଲାଟଫର୍ମ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ନବୀକରଣ କାର୍ଯ୍ୟ ମଧ୍ୟରେ ପ୍ଲାଟଫର୍ମ ଉଚ୍ଚତା ବୃଦ୍ଧି ଓ ଆଉ ଗୋଟିଏ ୨ୟ ରେଳ ଲାଇନ ହେବା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ମୌଳିକ ସୁବିଧା ବ୍ୟବସ୍ଥା କରାଯିବ ।

ପାରଳାଖେମୁଣ୍ଡି ଓ ଗୁଣୁପୁର ଅଞ୍ଚଳବାସୀ ବିଭିନ୍ନ ସମୟରେ ଷ୍ଟେସନରେ ରହିଥିବା ବିଭିନ୍ନ ମୌଳିକ ସମସ୍ୟା ଉପରେ ସମାଧାନ ପାଇଁ ଆମ ନଜରକୁ ଆଣିଛନ୍ତି।ଆମେ ମଧ୍ୟ ସେମାନଙ୍କୁ ଉତ୍ସାହିତ କରିଥାଉ କାରଣ ସୁବିଧା ଓ ଅସୁବିଧା ଉପରେ ଅଞ୍ଚଳବାସୀ ଓ ରେଳ ବିଭାଗ ମଧ୍ୟରେ ଭାବ ଆଦାନ ପ୍ରଦାନ ହେଲେ ହିଁ , ସମସ୍ୟାର ସମାଧାନ ପାଇଁବାଟଖୋଲିଥାଏ ଗୁଣୁପୁର-ଥେରୁବାଲି ରେଳ ଲାଇନ ସଂଯୋଗୀ କରଣ ସମ୍ପର୍କରେ ଡିଆରଏମ: ଶ୍ରୀ ଶତପଥୀ କହିଥିଲେ ଯେ , ଏ ଦିଗରେ ଟଙ୍କା ମଞ୍ଜୁର ହୋଇ ସର୍ଭେ କାର୍ଯ୍ୟ ପ୍ରାୟତଃ ଶେଷ ପର୍ଯ୍ୟାୟରେ ରହିଛି । ଏ ଦିଗରେ ରାଜ୍ୟ ସରକାରଙ୍କ ଜମି ଅଧିଗ୍ରହଣ କାର୍ଯ୍ୟ ଆଉ ଟିକେ ତ୍ୱରାନ୍ୱିତ କରିବାର ଆବଶ୍ୟକତା ରହିଛି ।

ଜମି ମିଳିଗଲେ ନିଶ୍ଚିତ ଭାବେ ଥେରୁବାଲି ପାଇଁ ରେଳ ଲାଇନ ସଂଯୋଗୀକରଣ ପଥ ସୁଗମ ହୋଇପାରିବଏହିରେଳ-ଲାଇନରେ ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ଗତି (ସ୍ପିଡ)କୁ ବୃଦ୍ଧି କରାହେଉଛି । ଏହାଦ୍ବାରା ଏହି ଲାଇନରେ ଅଧିକ ସଂଖ୍ୟକ ଟ୍ରେନ ଚଳାଚଳ କରିପାରିବ ଏବଂ ଏହା ଭବିଷ୍ୟତରେ ଅଞ୍ଚଳବାସୀଙ୍କ ପାଇଁ ଅନେକ ସୁବିଧା ଉପଲବ୍ଧ ହୋଇପାରିବ ବୋଲି ଡିଆରଏମ ଶ୍ରଶତପଥୀ କହିଥିଲେ ।ଏହି ଅବସରରେ ଜିଲ୍ଲା ବଜରଙ୍ଗ ଦଳ ପକ୍ଷରୁ ଶ୍ରୀ ଲୋକନାଥ ମିଶ୍ରଙ୍କ ନେତୃତ୍ୱରେ ମହାବୀର ହନୁମାନ ମନ୍ଦିରକୁ ନେଇ ଏକ ସ୍ମାରକପତ୍ର ଡିଆରଏମ ଶ୍ରୀ ଶତପଥୀଙ୍କୁ ପ୍ରଦାନ କରା ଯାଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version