• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ୍ ରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
July 19, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ୍ ରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି
Share on FacebookShare on TwitterWhatsapp

୧୮ଜୁଲାଇ ,୨୦୨୩ (ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ା :- ରାୟଗଡ଼ା ଜିଲ୍ଲାର ବିଭିନ୍ନ ବ୍ଲକର ତହସିଲଦରମାନଙ୍କୁ , “ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ” ସଂଗଠନ ମାଧ୍ୟମରେ, “ୟୁନିଫର୍ମ ସିଭିଲ କୋଡ” ବା “ସମାନ ନାଗରିକ ସଂହିତା” ଆଇନ୍ କୁ ବିରୋଧ କରି, ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ, ଧାରଣା ଓ ଜ୍ଞାପନ ପତ୍ର ଦିଆଯାଇଥିଲା । ଏହି ଆନ୍ଦୋଳନକୁ ସଫଳ କରିବା ପାଇଁ ଶ୍ରୀ- ପ୍ରତାପ ପିଆଲା,ଜିଲ୍ଲା ସଭାପତି,ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ, ରାୟଗଡ଼ା ଶ୍ରୀ- ଲେଲୀ ମାଝୀ, ଜିଲ୍ଲା ସଂଯୋଜକ, ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ, ରାୟଗଡ଼ା ଶ୍ରୀ- ରାମ ପ୍ରସାଦ ବାଉରୀ,

ଜିଲ୍ଲା ସଂଯୋଜକ, ବହୁଜନ କ୍ରାନ୍ତି ମୋର୍ଚ୍ଚା, ରାୟଗଡ଼ା ଶ୍ରୀ-ଜୟରାମ ହୁଇକା,ଜିଲ୍ଲା ସାଧାରଣ ସମ୍ପାଦକ,RAEP, ରାୟଗଡ଼ା ଶ୍ରୀ-ଭୀମସେନ ନାୟକ, ଜିଲ୍ଲା ସଭାପତି, ଭାରତୀୟ ବିଦ୍ୟାର୍ଥୀ ମୋର୍ଚ୍ଚା,ରାୟଗଡ଼ା ଶ୍ରୀ-ପ୍ରିତମ କୁମାର ଖରା,ଜିଲ୍ଲା ସଂଯୋଜକ, ALL INDIA SCHEDULED CASTES FEDERATION, ରାୟଗଡ଼ା ଶ୍ରୀ- ଜଗବନ୍ଧୁ ଲିମା, ଜିଲ୍ଲା ସଂଯୋଜକ, ଭାରତ ମୁକ୍ତି ମୋର୍ଚ୍ଚା, ରାୟଗଡ଼ା ଶ୍ରୀ-ରବି ନାରାୟଣ ଗୌଡ଼, ଜିଲ୍ଲା ସଂଯୋଜକ, ରାଷ୍ଟ୍ରୀୟ ପୀଛିଡା ବର୍ଗ ମୋର୍ଚ୍ଚା, ରାୟଗଡ଼ା, ଏବଂ ବିଭିନ୍ନ ତହସିଲଦର୍ ଶତାଧିକ ବହୁଜନ ମୂଳନିବାସୀ ବୁଦ୍ଧିଜୀବୀ ଅଂଶ ଗ୍ରହଣ କରି ଆନ୍ଦୋଳନକୁ ସଫଳ କରିଥିଲେ ।

ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ସଂଗଠନର ରାଜ୍ୟ ସଭାପତି ମା.ପ୍ରଦୀପ କୁମାର କହଁର ଓ ରାଷ୍ଟ୍ରୀୟ ସଭାପତି ମା. ଏଚ. ଏନ୍. ରେକ୍ୱାଲ ସାହେବଙ୍କ ନେତୃତ୍ୱରେ ସାରା ଭାରତର ୩୧ ରାଜ୍ୟ, ୫୮୦ ଜିଲ୍ଲା,୨୨ ହଜାର ତହସିଲ,୪୦ ହଜାର ବ୍ଲକ୍ ଓ ୨.୫ ଲକ୍ଷ ଗ୍ରାମରେ ଭୌଗୋଳିକ ଓ ୪୦୦୦ ଜାତିର ସାମାଜିକ ନେଟୱର୍କ ମାଧ୍ୟମରେ, “ୟୁନିଫର୍ମ ସିଭିଲ କୋଡ” ଆଇନ୍ ବିରୋଧରେ ୪ ଚରଣ ବଦ୍ଧ ଆନ୍ଦୋଳନ ଯଥାକ୍ରମେ,

ଜୁଲାଇ ୬ ରେ ଜିଲ୍ଲା ମୁଖ୍ୟାଳୟରେ ଧାରଣା ଓ ଜ୍ଞାପନ,ଜୁଲାଇ ୧୮ରେ ୨୨ ହଜାର ତହସିଲରେ ଧାରଣା ଓ ଜ୍ଞାପନ ପତ୍ର,ଜୁଲାଇ ୨୭ ରେ ୫୮୦ ଜିଲ୍ଲାରେ ରାଲୀ ଓ ଜ୍ଞାପନ ପତ୍ର ଆସନ୍ତା ଅଗଷ୍ଟ ୭ ତାରିଖ ରେ “ଭାରତ ବନ୍ଦ ” ଡାକରାରେ କାର୍ଯ୍ୟକ୍ରମ ରହିଅଛି ।ଏଣୁ ଏହି ଜନ ବିରୋଧୀ ଆଇନକୁ ବିରୋଧ କରି ଆନ୍ଦୋଳନକୁ ସଫଳ କରିବାକୁ ସମସ୍ତ ଜନସାଧାରଣଙ୍କୁ ସଂଗଠନ ତରଫରୁ ଅନୁରୋଧ କରାଯାଉଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026
ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version