• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଧଳା ଜହର କାରବାରରେ ସକ୍ରିୟ ଯୁବ ଗୋଷ୍ଠୀ ଓ ଚୋରା ମଦ ବ୍ୟବସାୟୀ : ଲଗାମ ନାହିଁ

Proprietor Abhimanyu Maharana by Proprietor Abhimanyu Maharana
July 21, 2023
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଧଳା ଜହର କାରବାରରେ ସକ୍ରିୟ ଯୁବ ଗୋଷ୍ଠୀ ଓ ଚୋରା ମଦ ବ୍ୟବସାୟୀ : ଲଗାମ ନାହିଁ
Share on FacebookShare on TwitterWhatsapp

୨୧ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ସହର ଓ ଆଖପାଖ ଗ୍ରାମାଞ୍ଚଳରେ ଦିନକୁ ଦିନ ଚୋରା ନିଶା କାରବାର ବୃଦ୍ଧି ପାଉଛି । ସ୍ଥାନୀୟ ଅବକାରୀ ଥାନା ଅଧୀନରେ ଥିବା ବିଭିନ୍ନ ଗ୍ରାମରେ ନିଶା କାରବାର ବହୁଳ ଭାବରେ ଚାଲୁଥିବା ସୂଚନା ମିଳିଛି । ଏପରିକି ବିଭାଗ ପକ୍ଷରୁ ଅନୁମତି ମିଳିଥିବା କିଛି ହାତ ଗଣତି ଶାଖା ଦୋକାନ ବ୍ୟତୀତ ପାନ ଦୋକାନ ଠାରୁ ଆରମ୍ଭ କରି ଫାଷ୍ଟଫୁଡ, ଜଳଖିଆ ଦୋକାନ, ଔଷଧ ଦୋକାନରେ ମଧ୍ୟ ଚୋରାରେ ବିକ୍ରି ହେଉଛି ନିଶା ଦ୍ରବ୍ୟର ଅବାଧ କାରବାର । ସ୍ଥାନୀୟ ଅବକାରୀ ବିଭାଗରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବ ଯୋଗୁଁ ନିଶା କାରବାରରେ ସକ୍ରିୟ ହୋଇଛନ୍ତି ଚୋରା ମଦ ମାଫିଆ ଓ ଯୁବ ଗୋଷ୍ଠୀ ।

ସମ୍ପ୍ରତି ଶ୍ରାବଣ ମାସ ଚାଲିଥିବା ବେଳେ ପୌରାଞ୍ଚଳର ବିଭିନ୍ନ ସାହି ବସ୍ତିରେ ଗଞ୍ଜୁଡୁ ମାନଙ୍କ ଭିଡ ଜମୁଥିବା ଦେଖିବାକୁ ମିଳୁଛି । ଆଉ ମଦୁଆ ମାନେ ଅନ୍ଧାର ଗଳି ରାସ୍ତା ସହ ବିଭିନ୍ନ ପାନ ଦୋକାନ, ଚାହା ଦୋକାନ, ରେଷ୍ଟୁରାଣ୍ଟ, ରେଷ୍ଟସେଡ,ନଦୀ ରାସ୍ତା ଓ ସ୍ମଶାନ ଘାଟ ଓ ମାଟି ପ୍ରସ୍ତୁତ ଇଟାଭାଟି ନିକଟବର୍ତ୍ତୀ ସ୍ଥାନ ଗୁଡିକ ସହ ସହର କଡ଼ରେ ଥିବା ସିମେଣ୍ଟ ଚେୟାର ଉପରେ ବସି ଖୁଲୁମଖୁଲା ମଦ୍ୟପାନ କରୁଥିବା ଦେଖିବାକୁ ମିଳିଛି । ମଦ୍ୟପାନ କରି ନିଶାସକ୍ତ ଭାବେ ବିଭିନ୍ନ ସମୟରେ ସର୍ଵ ସାଧାରଣ ସ୍ଥାନ ଗୁଡ଼ିକରେ ଅସଭ୍ୟ ଭାଷାରେ ଗାଳିଗୁଲଜ ଓ ଉଚ୍ଚବାଚ ହେବା ଏକ ନିତିଦିନିଆ ଘଟଣା ହୋଇ ବହୁ ସମୟରେ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହେଉଥିବା ନଜିର ରହିଛି ।

ସହରର ବହୁ ଯୁବଗୋଷ୍ଠି ନିଶା ବ୍ୟବସାୟ ଓ ନିଶା ସେବନରେ ଅଭ୍ୟସ୍ତ ହୋଇ ପଥଭ୍ରଷ୍ଟ ହେବା ସହ ଅପରାଧିକ କାର୍ଯ୍ୟକଳାପରେ ମଧ୍ୟ ଲିପ୍ତ ଥିବା ଜଣାପଡିଛି । ଉଚ୍ଚ ଅଧିକାରୀଙ୍କ ଆଦେଶ ଅନୁଯାୟୀ ସ୍ଥାନୀୟ ଅବକାରୀ ଅଧିକାରୀ କୋଚିଆ ବେପାରୀଙ୍କୁ ଧରି ଲକ୍ଷ୍ୟ ପୂରଣ କରୁଥିବା ଦେଖାଯାଉଛି । କିନ୍ତୁ କୋଚିଆ ବେପାରୀଙ୍କୁ ଯୋଗାଉଥିବା ବଡ଼ ବଡ଼ ନିଶା ବେପାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରାଯାଉଥିବା ଶୁଣିବାକୁ ମିଳୁଛି । ସବୁଠାରୁ ଉଲ୍ଲେଖ ଯୋଗ୍ୟ ପ୍ରସଙ୍ଗ ହେଲା ସହରରେ ଧଳା ଜହର ଭଳି ନିଶା ବେପାରର ବାସ୍ନା ଯୁବବର୍ଗଙ୍କ ଦ୍ୱାରା ପରିଚାଳିତ ହେଉଥିବା ମଧ୍ୟ ସୂଚନା ମିଳିଛି । ଏ ଦିଗରେ ଅବକାରୀ ବିଭାଗ ଓ ପୁଲିସ ପ୍ରଶାସନ ପକ୍ଷରୁ ମିଳିତ ଭାବେ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଅଞ୍ଚଳର ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version